Base Word
רַחוּם
Short Definitioncompassionate
Long Definitioncompassionate
Derivationfrom H7355
International Phonetic Alphabetrɑˈħuːm
IPA modʁɑˈχum
Syllableraḥûm
Dictionra-HOOM
Diction Modra-HOOM
Usagefull of compassion, merciful
Part of speecha

ଯାତ୍ରା ପୁସ୍ତକ 34:6
ସଦାପ୍ରଭୁ ମାଶାଙ୍କେ ସମ୍ମୁଖକୁ ଆସି ଏହା ଘାଷେଣା କଲେ। ୟି ହାବୋ, ୟି ହାବୋ ଦୟାଶୀଳ ପରମେଶ୍ବର, ସେ କୋରଧ ରେ ଧିର। ସେ ଦୟାଳୁ ଓ ସତ୍ଯତା ରେ ପରିପୂର୍ଣ୍ଣ।

ଦିତୀୟ ବିବରଣ 4:31
ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଜଣେ ଦୟାଳକ୍ସ୍ଟ ପରମେଶ୍ବର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ଯାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସଂପୂର୍ଣ୍ଣ ବିନଷ୍ଟ କରିବେ ନାହିଁ କିଅବା ଶପଥ ଦ୍ବାରା ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ କରିଛନ୍ତି ତାହା ଭୂଲି ଯିବେ ନାହିଁ।

ଦିତୀୟ ବଂଶାବଳୀ 30:9
ଯଦି ତୁମ୍ଭମାନେେ ଫରେିଆସିବ ଓ ସଦାପ୍ରଭୁଙ୍କୁ ମାନିବ, ତବେେ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନସନ୍ତତିଗଣ ସମାନଙ୍କେୁ ବନ୍ଦୀ କରି ନଇୟୋଇଥିବା ଲୋକମାନଙ୍କଠାରୁ ଦୟା ପାଇବେ। ଆଉ ତୁମ୍ଭମାନଙ୍କର ଆତ୍ମୀଯମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ ଏହି ଦେଶକୁ ଫରେିଆସିବେ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଦୟାଳୁ ଓ ଅନୁଗ୍ରହ ରେ ପୂର୍ଣ୍ଣ ଅଟନ୍ତି। ଯଦି ତୁମ୍ଭମାନେେ ତାହାଙ୍କ ନିକଟକୁ ଫରେି ଆସିବ, ତବେେ ସେ ତୁମ୍ଭମାନଙ୍କୁ ତ୍ଯାଗ କରିଯିବେ ନାହିଁ।

ନିହିମିୟା 9:17
ସମାନେେ ନିଯମମାନ ପାଳନ କରିବା ପାଇଁ ଅସମ୍ମତ ହେଲେ ଏବଂ ସମାନେେ, ସମାନଙ୍କେ ପାଇଁ କରିଥିବା ଆଶ୍ଚର୍ୟ୍ଯ କର୍ମମାନ ମନେ ରଖିଲେ ନାହିଁ। ସମାନେେ ଜିଦ୍ଖୋର ଥିଲେ। ଦାସତ୍ବ ଅବସ୍ଥାକୁ ଫରେିୟିବା ନିମନ୍ତେ ବିଦ୍ରୋହ ଭାବରେ ଜଣଙ୍କୁ ପ୍ରଧାନ କରି ନିୟୁକ୍ତି କଲେ।

ନିହିମିୟା 9:31
କାରଣ ତୁମ୍ଭେ ଦୟାବାନ, ତୁମ୍ଭେ ସମାନଙ୍କେୁ ପୁରାପୁରି ଧ୍ବଂସ କଲନାହିଁ। ତୁମ୍ଭେ ସମାନଙ୍କେୁ ପରିତ୍ଯାଗ କଲ ନାହିଁ କାରଣ ତୁମ୍ଭେ କୃପାମଯ ଦୟାଳୁ ପରମେଶ୍ବର ଅଟ।

ଗୀତସଂହିତା 78:38
କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ।

ଗୀତସଂହିତା 86:15
ହେ ମାରେ ପ୍ରଭୁ, ତୁମ୍ଭେ ସ୍ନହେଶୀଳ ଓ କରୁଣାମଯ ପରମେଶ୍ବର। ତୁମ୍ଭେ ର୍ଧୈୟ୍ଯଶୀଳ, ପ୍ରମେ ଓ ସତ୍ଯତାରେ ପରିପୂର୍ଣ୍ଣ ଅଟ।

ଗୀତସଂହିତା 103:8
ସଦାପ୍ରଭୁ ସ୍ନହେଶୀଳ ଓ କୃପାମଯ, ସେ ଧୈର୍ଯଶୀଳ ଏବଂ େପ୍ରମରେ ପରିପୂର୍ଣ୍ଣ।

ଗୀତସଂହିତା 111:4
ସେ ଆପଣାର ଆଶ୍ଚର୍ୟ୍ଯ କର୍ମମାନ ସବୁ ସ୍ମରଣ କରାଇଛନ୍ତି। ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମଯ।

ଗୀତସଂହିତା 112:4
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்