Base Word
רֶחֶם
Short Definitionthe womb
Long Definitionwomb
Derivationfrom H7355; (compare H7356)
International Phonetic Alphabetrɛˈħɛm
IPA modʁɛˈχɛm
Syllablereḥem
Dictionreh-HEM
Diction Modreh-HEM
Usagematrix, womb
Part of speechn-m

ଆଦି ପୁସ୍ତକ 20:18
କିନ୍ତୁ ଅବ୍ରହାମ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ବର ଅବିମଲକେ ତାଙ୍କର ସମସ୍ତ ସ୍ତ୍ରୀ ଗଣଙ୍କୁ ଓ ଦାସୀଗଣଙ୍କୁ ଆରୋଗ୍ୟ କଲେ। ଏବଂ ସମାନଙ୍କେର ସନ୍ତାନ ସନ୍ତତି ଜାତ ହେଲ।

ଆଦି ପୁସ୍ତକ 29:31
ସଦାପ୍ରଭୁ ଦେଖିଲେ ଲଯା ଘୃଣିତ ହେଉଛି, ସେଥିପାଇଁ ସଦାପ୍ରଭୁ ଲୟୋକୁ ଗର୍ଭବତୀ କରାଇଲେ। ରାହେଲର କୌଣସି ସନ୍ତାନ ଜନ୍ମ ହେଲା ନାହିଁ।

ଆଦି ପୁସ୍ତକ 30:22
ଏହାପରେ ପରମେଶ୍ବର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ବର ରାହେଲକୁ ମାତୃତ୍ବ ଦେଲେ।

ଯାତ୍ରା ପୁସ୍ତକ 13:2
ଇଶ୍ରାୟେଲ ସନ୍ତାନମାନଙ୍କ ମଧିଅରେ ମନୁଷ୍ଯ ହେଉ କି ପଶୁ ହେଉ, ଯେ କହେି ପ୍ରଥମେ ଜାତ ହବେ, ସହେି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ଯ ରେ ପ୍ରଦାନ କର, ତାହା ଆମ୍ଭର।

ଯାତ୍ରା ପୁସ୍ତକ 13:12
ତୁମ୍ଭେ ନିଶ୍ଚଯ ତୁମ୍ଭର ପ୍ରଥମଜାତ ପୁତ୍ରକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ତୁମ୍ଭମାନେେ ତୁମ୍ଭମାନଙ୍କର ଗୋରୁଗାଈମାନଙ୍କ ପ୍ରଥମଜାତ ପୁଂପଶୁ ସଦାପ୍ରଭୁଙ୍କୁ ଦବୋ ଉଚିତ୍।

ଯାତ୍ରା ପୁସ୍ତକ 13:15
ମିଶର ରେ, ଫାରୋ ଥିଲେ ଅତି କଠାେର ମନା। ସେ ଆମ୍ଭକୁ ୟିବାକୁ ଦେଉନଥିଲେ, ତେଣୁ ସଠାେରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ଯା କରିଥିଲେ। ସହେି କାରଣରୁ ଆମ୍ଭମାନେେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫରୋଇ ଆଣୁ।'

ଯାତ୍ରା ପୁସ୍ତକ 34:19
କୌଣସି ସ୍ତ୍ରୀର ପ୍ରଥମ ସନ୍ତାନ ମାରେ। ଏପରିକି ଗୋମଷୋଦି ପଲର ପ୍ରଥମଜାତ ସନ୍ତାନ ମାରେ।

ଗଣନା ପୁସ୍ତକ 3:12
ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।

ଗଣନା ପୁସ୍ତକ 8:16
କାରଣ ସମାନେେ ଇଶ୍ରାୟେଲ ଲୋକମାନଙ୍କ ମଧ୍ଯରୁ ଆମ୍ଭ ଉବ୍ଦେଶ୍ଯ ରେ ସମ୍ପୂର୍ଣରୂପେ ଦତ୍ତ ଲୋକ, ଆମ୍ଭେ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ସମସ୍ତ ପ୍ରଥମ ଜାତ ସନ୍ତାନ ବଦଳ ରେ ସମାନଙ୍କେୁ ଆପଣା ନିମନ୍ତେ ଗ୍ରହଣ କଲୁ।

ଗଣନା ପୁସ୍ତକ 12:12
ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଶିଶୁ ସଦୃଶ ସେ ନ ହେଉ।

Occurences : 26

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்