Base Word
רִיק
Short Definitionemptiness; figuratively, a worthless thing; adverbially, in vain
Long Definitionemptiness, vanity, empty, idle, vain
Derivationfrom H7324
International Phonetic Alphabetrɪi̯k’
IPA modʁiːk
Syllablerîq
Dictionreek
Diction Modreek
Usageempty, to no purpose, (in) vain (thing), vanity
Part of speechn-m

ଲେବୀୟ ପୁସ୍ତକ 26:16
ଯଦି ତୁମ୍ଭମାନେେ ତାହା କର, ତବେେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ୟକ୍ଷ୍ମା ଓ ଜ୍ବର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷଯ କରିବ। ଆଉ ତୁମ୍ଭମାନେେ ବୃଥା ରେ ବୀଜ ବୁଣିବ, କାରଣ ଶତୃମାନେ ତାକୁ ଖାଇଯିବେ।

ଲେବୀୟ ପୁସ୍ତକ 26:20
ତୁମ୍ଭମାନେେ ବୃଥା ପରିଶ୍ରମ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ଯ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷ ସକଳ ଫଳ ଉତ୍ପନ୍ନ କରିବ ନାହିଁ।

ଆୟୁବ ପୁସ୍ତକ 39:16
ଓଟପକ୍ଷୀ ତା'ର ଶାବକମାନଙ୍କୁ ଛାଡ଼ିକି ୟାଏ। ସେ ତା'ର ଶାବକମାନଙ୍କୁ ନିଜର ଛୁଆପରି ବ୍ଯବହାର କରେ ନାହିଁ। ତା'ର ଛୁଆ ମରିଗଲେ ସେ ଖାତିର କରେ ନାହିଁ ଯେପରି ସମସ୍ତ କାମ କିଛି ହେଲା ନାହିଁ।

ଗୀତସଂହିତା 2:1
କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 4:2
ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମାେ ବିରୁଦ୍ଧରେ ପ୍ରଚାର କରିବ। ତୁମ୍ଭମାନେେ କେତଦେିନ ନାନା ପ୍ରକାର ନୂଆ ନୂଆ ମିଥ୍ଯା କଥା ମାେ ବିଷଯରେ କହିବ। କାହିଁକି ତୁମ୍ଭମାନେେ ସହେି ମନ୍ଦ କଥା କହିବାକୁ ଭଲ ପାଉଛ।

ଗୀତସଂହିତା 73:13
କାହିଁକି ମୁଁ ମାରେ ହୃଦଯକୁ ପବିତ୍ର କରିଛି ? କାହିଁକି ନିର୍ଦ୍ ଦୋଷତାରେ ମାରେ ହସ୍ତ ପ୍ରକ୍ଷାଳନ କରିଅଛି ?

ଯିଶାଇୟ 30:7
ସହେି ମିଶର ବୃଥା ଓ ମିଥ୍ଯା ରେ ସାହାୟ୍ଯ କରେ। ତେଣୁ ମୁଁ ତାକୁ ନିଷ୍କର୍ମା ରାହାବ' ବୋଲି ନାମକରଣ କରିଛି।

ଯିଶାଇୟ 49:4
ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।

ଯିଶାଇୟ 65:23
ସମାନେେ ଅନିଯମିତ ପରିଶ୍ରମ କରିବେ ନାହିଁ। ସମାନେେ ବିନାଶ ପାଇଁ ଦବୈ ନିୟୁକ୍ତ ସନ୍ତାନ ପ୍ରସବ କରିବେ ନାହିଁ। ସମାନେେ ଓ ସମାନଙ୍କେର ସନ୍ତାନଗଣ ଆଶୀର୍ବାଦ ପାତ୍ରର ପରିବାରରୁ ହବେେ।

ଯିରିମିୟ 51:34
ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்