Base Word | |
רָכִיל | |
Short Definition | a scandal-monger (as travelling about) |
Long Definition | slander, slanderer, tale bearer, informer |
Derivation | from H7402 |
International Phonetic Alphabet | rɔːˈkɪi̯l |
IPA mod | ʁɑːˈχiːl |
Syllable | rākîl |
Diction | raw-KEEL |
Diction Mod | ra-HEEL |
Usage | slander, carry tales, talebearer |
Part of speech | n-m |
ଲେବୀୟ ପୁସ୍ତକ 19:16
ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧିଅରେ ଏଣେ ତଣେେ ବୁଲିବ ନାହିଁ କିମ୍ବା ପ୍ରତିବେଶୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ୟ୍ଯ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।
ହିତୋପଦେଶ 11:13
କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ୟାଏ ବିଶ୍ବାସ ରେ ବିଶ୍ବାସଘାତକତା କରେ। କିନ୍ତୁ ଜଣେ ବିଶ୍ବସନୀଯ ଲୋକ ଗୁପ୍ତକଥା ଲୁଚାଇ ରେଖ।
ହିତୋପଦେଶ 20:19
ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗେ କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ।
ଯିରିମିୟ 6:28
ସମାନେେ ଅତ୍ଯନ୍ତ ଅବାଧ୍ଯ, ଚାରିଆଡ଼େ ସମାନେେ ନିନ୍ଦାଗାନ କରନ୍ତି। ସମାନେେ ପିତ୍ତଳ ଓ ଲୁହାପରି, ସମାନେେ ସମସ୍ତେ ଦୁର୍ନୀତିଗ୍ରସ୍ତ ଭାବରେ କାମ କରନ୍ତି।
ଯିରିମିୟ 9:4
ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।
ଯିହିଜିକଲ 22:9
ରକ୍ତପାତ କରିବାକୁ ନିନ୍ଦୁକମାନେ ତୁମ୍ଭ ମଧିଅରେ ଏଠା ରେ ରହିଅଛନ୍ତି। ତୁମ୍ଭମାନଙ୍କ ମଧ୍ଯରୁ ଲୋକମାନେ ଉଚ୍ଚ ପର୍ବତ ରେ ମୂର୍ତ୍ତିମାନଙ୍କୁ ଉତ୍ସର୍ଗମାନ ଅର୍ପଣ କଲେ ଏବଂ ପବିତ୍ରସ୍ଥାନର ବଳିଦାନ କରି ଭୋଜନ କରିଅଛନ୍ତି,
Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்