Base Word
רָמַם
Short Definitionto rise (literally or figuratively)
Long Definitionto be exalted, be lifted up
Derivationa primitive root
International Phonetic Alphabetrɔːˈmɑm
IPA modʁɑːˈmɑm
Syllablerāmam
Dictionraw-MAHM
Diction Modra-MAHM
Usageexalt, get (oneself) up, lift up (self), mount up
Part of speechv

ଗଣନା ପୁସ୍ତକ 16:45
ତୁମ୍ଭମାନେେ ଏହି ମଣ୍ତଳୀ ମଧ୍ଯରୁ ଉଠିୟାଅ, ଆମ୍ଭେ ଏକା ନିମିଷ ରେ ସମାନଙ୍କେୁ ସଂହାର କରିବା। ଏଥି ରେ ମାଶାେ ଓ ହାରୋଣ ମୁହଁ ମାଡି ପଡିଲେ।

ଆୟୁବ ପୁସ୍ତକ 24:24
ଦୁଷ୍ଟ ଲୋକ କମ୍ ସମୟରେ ସଫଳତା ହାସଲ କଲବେି ଶଷେ ରେ ସମାନେେ ଚିରଦିନ ଲାଗି ବିଦାଯ ନବେେ। ସମାନେେ ଶଷେ ରେ ଶସ୍ଯ କଣାଭଳି କଟା ହବେେ ଠିକ୍ ଅନ୍ୟମାନଙ୍କ ପରି।

ଗୀତସଂହିତା 118:16
ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜଯ ପାଇଁ ଉତ୍ଥିତ ହେଲା। ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦଖାଇେଲେ।

ଯିହିଜିକଲ 10:15
ତା'ପ ରେ ମୁଁ ଅନୁଭବ କଲି ଯେ, ଜୀବିତ ପ୍ରାଣୀ ଯାହା ଦେଖିଲି ସମାନେେ କବାର ନଦୀର କିରୁବଦୂତଗୁଡ଼ିକ ଥିଲେ।

ଯିହିଜିକଲ 10:17
ସମାନେେ ଠିଆ ହେଲା ବେଳେ ଚକ୍ରସବୁ ଠିଆ ହେଲେ।ପୁଣି ସମାନେେ ଉପରକୁ ଉଠିବା ବେଳେ ଚକ୍ର ସବୁ ସମାନଙ୍କେ ସଙ୍ଗ ରେ ଉପରକୁ ଉଠିଲେ। କାରଣ ସହେି ଜୀବିତ ପ୍ରାଣୀର ଆତ୍ମା ସହେି ଚକ ସବୁ ରେ ଥିଲା।

ଯିହିଜିକଲ 10:19
ତା'ପ ରେ କିରୂବ ଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମାେ ସମ୍ମୁଖ ରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସମାନଙ୍କେ ସହିତ ଗମନ କଲେ। ଆଉ ସମାନେେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖ ରେ ଅଟକିଗଲେ ଓ ସେ ସମୟରେ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ସମାନଙ୍କେ ଉପ ରେ ବିଦ୍ଯମାନ ଥିଲା।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்