Base Word
רֹעַ
Short Definitionbadness (as marring), physically or morally
Long Definitionbadness, evil
Derivationfrom H7489
International Phonetic Alphabetˈro.ɑʕ
IPA modˈʁo̞w.ɑʕ
Syllablerōaʿ
DictionROH-ah
Diction ModROH-ah
Usage× be so bad, badness, (× be so) evil, naughtiness, sadness, sorrow, wickedness
Part of speechn-m

ଆଦି ପୁସ୍ତକ 41:19
ଏହାପରେ ମୁଁ ଦେଖିଲି ଆଉ ସାତଟି ଦୁର୍ବଳ, ରୁଗ୍ଣ ଓ କୁତ୍ସିତ ଦଖାଯାେଉଥିବା ଗାଈଗୁଡ଼ିକ ନଦୀ ମଧ୍ଯରୁ ଉଠିଲେ, ଯେଉଁମାନେ କି ଦୁର୍ବଳ ଓ ରୁଗ୍ଣ ଦଖାଯାେଉଥିଲେ। ସମାନଙ୍କେ ପରି କୁତ୍ସିତ ଗାଈ ମୁଁ ସମୁଦାଯ ମିଶର ରେ ଆଦୌ ଦେଖି ନଥିଲି!

ଦିତୀୟ ବିବରଣ 28:20
ତୁମ୍ଭେ ଯଦି କକ୍ସ୍ଟକର୍ମ କର ଏବଂ ସଦାପ୍ରଭୁଙ୍କ ପ୍ରତି ବିମକ୍ସ୍ଟଖ ହକ୍ସ୍ଟଅ, ତବେେ ସେ ତୁମ୍ଭର ସର୍ବଦା ଅମଙ୍ଗଳ କରିବେ। ତୁମ୍ଭର ସବୁ କାର୍ୟ୍ଯ ରେ ହତୋତ୍ସାହ ଓ ଅସକ୍ସ୍ଟବିଧା ଜନ୍ମିବ। ତୁମ୍ଭେ ସଐୂର୍ଣ ଭାବରେ ବିନାଶ ହବୋ ପର୍ୟ୍ଯନ୍ତ ସେ ତୁମ୍ଭର ଏହିପରି କରିବେ। ସେ ତକ୍ସ୍ଟମ୍ଭ ପ୍ରତି ଏପରି କରିବେ କାରଣ ତୁମ୍ଭେ ତାଙ୍କଠା ରେ ବିମକ୍ସ୍ଟଖ ହାଇେଛ ଓ ତାଙ୍କଠାରକ୍ସ୍ଟ ଦୂ ରଇେ ରହିଛ।

ପ୍ରଥମ ଶାମୁୟେଲ 17:28
ଦାଉଦ ସହେି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜେଷ୍ଠଭ୍ରାତା ଇଲୀଯାବ ଶକ୍ସ୍ଟଣିଲା। ଇଲୀଯାବର କୋରଧ ଦାଉଦ ଉପରେ ପ୍ରଜ୍ବଳିତ ହେଲା, ଆଉ ସେ କହିଲା, ତକ୍ସ୍ଟ ଏଠାକକ୍ସ୍ଟ କାହିଁକି ଆସିଲକ୍ସ୍ଟ? ପ୍ରାନ୍ତର ରେ ତକ୍ସ୍ଟ ମେଣ୍ତାମାନଙ୍କୁ କାହା ପାଖ ରେ ଛାଡିଲକ୍ସ୍ଟ? ମୁ ତୋ ଗର୍ବ ଓ ତୋ ମନର ଦକ୍ସ୍ଟଷ୍ଟତା ଜାଣେ। କାରଣ ତକ୍ସ୍ଟ କବଳେ ୟକ୍ସ୍ଟଦ୍ଧ ଦେଖିବା ପାଇଁ ଆସିଛକ୍ସ୍ଟ।

ନିହିମିୟା 2:2
ଏଥି ରେ ରାଜା ମାେତେ ପଚାରିଲେ, ତୁମ୍ଭେ କ'ଣ ପୀଡିତ? ତୁମ୍ଭେ କାହିଁକି ଦୁଃଖିତ ଜଣା ପଡୁଛ? ମୁଁ ଭାବୁଛି ତୁମ୍ଭର ହୃଦଯ ଦୁଃଖପୂର୍ଣ୍ଣ ଅଛି।

ଗୀତସଂହିତା 28:4
ସଦାପ୍ରଭୁ ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି। ତଣେୁ ସମାନେେ ସମାନଙ୍କେ କର୍ମାନୁରୂପ ଫଳ ପାଆନ୍ତୁ। ସମାନଙ୍କେୁ ୟଥାୟୋଗ୍ଯ ଫଳ ଦିଆଯାଉ।

ଉପଦେଶକ 7:3
ସୁଖଠାରୁ ଦୁଃଖ ଭଲ କାରଣ ଏକ ଦୁଃଖ ଅନୁଭୂତି ମୂଲ୍ଯବାନ ଶିକ୍ଷା ଦିଏ।

ଯିଶାଇୟ 1:16
ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ଯିରିମିୟ 4:4
ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।

ଯିରିମିୟ 21:12
ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ପ୍ରଭାତ ରେ ସୁବିବଚେନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କୋର୍ଧାଗ୍ନି ରେ ଭସ୍ମୀଭୂତ ହବେ ଓ କହେି ତାହାକୁ ନିର୍ବାଣ କରିପାରିବେ ନାହିଁ।

ଯିରିମିୟ 23:2
ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧ ରେ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭର ମଷେପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦଇେଅଛ ଓ ସମାନଙ୍କେର ଯତ୍ନ ନଇେ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ଯ ଦବୋ। ଏହା ସଦାପ୍ରଭୁ କହନ୍ତି।

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்