Base Word | |
שָׁאַן | |
Short Definition | to loll, i.e., be peaceful |
Long Definition | (Pilel) to be at ease, be at peace, rest, rest securely, be quiet |
Derivation | a primitive root |
International Phonetic Alphabet | ʃɔːˈʔɑn̪ |
IPA mod | ʃɑːˈʔɑn |
Syllable | šāʾan |
Diction | shaw-AN |
Diction Mod | sha-AN |
Usage | be at ease, be quiet, rest |
Part of speech | v |
ଆୟୁବ ପୁସ୍ତକ 3:18
ଏପରିକି ବନ୍ଦୀମାନେ ମଧ୍ଯ କବର ରେ ଶାନ୍ତି ପାଆନ୍ତି କାରଣ ସଠାେରେ ଜଗୁଆଳିର ଶବ୍ଦ ଶୁଣାୟାଏ ନାହିଁ।
ହିତୋପଦେଶ 1:33
ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।
ଯିରିମିୟ 30:10
ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।
ଯିରିମିୟ 46:27
ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇଶ୍ରାୟେଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫରେି ଆସି ନିର୍ଭୟ ଓ ନିଶ୍ଚିତ ରେ ରହିଲା । ଆଉ କହେି ତାହାକୁ ଭୟ ଦଖାଇେଲେ ନାହିଁ।
ଯିରିମିୟ 48:11
ମାଯାେବ ଜନ୍ମରୁ ଦୁଃଖ କଷ୍ଟ ଜାଣି ନାହିଁ। ମାଯାେବ ଏକ ପାତ୍ରସ୍ଥ ମଦ ତୁଲ୍ଯ ସୁସ୍ଥିର ଅଛି। ସେ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢ଼ଳା ୟାଇ ନାହିଁ। କିଅବା ସେ ବନ୍ଦୀ ହାଇେ ୟାଇ ନାହିଁ, ଏଣୁ ତା'ର ସ୍ବାଦ ତା' ମଧିଅରେ ଅଛି। ତାହାର ସୁବାସ ବିକୃତ ହାଇେ ନାହିଁ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்