Base Word
שְׁבַח
Short Definitionto adulate, i.e., adore
Long Definition(Pael) to laud, praise, adulate, adore
Derivationcorresponding to H7623
International Phonetic Alphabetʃɛ̆ˈbɑħ
IPA modʃɛ̆ˈvɑχ
Syllablešĕbaḥ
Dictionsheh-BA
Diction Modsheh-VAHK
Usagepraise
Part of speechv

ଦାନିଏଲ 2:23
ହେ ମାରେ ପୂର୍ବପୁରୁଷଗଣର ପରମେଶ୍ବର, ମୁଁ ତୁମ୍ଭର ଧନ୍ଯବାଦ ଓ ପ୍ରଶଂସା କରୁଅଛି। ତୁମ୍ଭେ ମାେତେ ଜ୍ଞାନ ଓ ସାମର୍ଥ୍ଯ ଦଇେଅଛ। ତୁମ୍ଭକୁ ମୁଁ ଯାହା ନିବଦନେ କରିଅଛି, ତାହା ସମସ୍ତ ବିଷଯ ରେ ତୁମ୍ଭେ ମାେତେ ଜଣାଇ ଅଛ। ତୁମ୍ଭେ ରାଜାଙ୍କ ବିଷଯ ରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଛ।

ଦାନିଏଲ 4:34
ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।

ଦାନିଏଲ 4:37
ଏଣୁ ମୁଁ ନବୂଖଦ୍ନିତ୍ସର ସହେି ସ୍ବର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିଯା ସତ୍ଯ ଓ ତାଙ୍କର ପଥ ସବୁ ନ୍ଯାର୍ୟ୍ଯ। ଆଉ ସେ ଗର୍ବୀମାନଙ୍କୁ ବିନଯୀ କରନ୍ତି।

ଦାନିଏଲ 5:4
ସମାନେେ ଦ୍ରାକ୍ଷାରସ ପାନ କରୁଥିଲା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦବଗେଣର ପ୍ରଶଂସା କଲେ।

ଦାନିଏଲ 5:23
ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்