Base Word
שָׂבֵעַ
Short Definitionsatiated (in a pleasant or disagreeable sense)
Long Definitionsated, satisfied, surfeited
Derivationfrom H7646
International Phonetic Alphabetɬɔːˈbe.ɑʕ
IPA modsɑːˈve.ɑʕ
Syllableśābēaʿ
Dictionsaw-BAY-ah
Diction Modsa-VAY-ah
Usagefull (of), satisfied (with)
Part of speecha

ଆଦି ପୁସ୍ତକ 25:8
ଏହାପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ଯୁବରଣ କଲେ। ସେ ଅନକେ ବର୍ଷ ପର୍ୟ୍ଯନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।

ଆଦି ପୁସ୍ତକ 35:29
ଏହାପରେ ଇସ୍ହାକ ଦୁର୍ବଳ ହାଇେ ମୃତ୍ଯୁବରଣ କଲେ। ଇସ୍ହାକ ପୂର୍ଣ୍ଣାଯୁ ହାଇେ ପ୍ରାଣତ୍ଯାଗ କଲେ ଏବଂ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରପ୍ତ ହେଲେ। ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କର ପିତାଙ୍କ ନିକଟରେ କବର ଦେଲେ।

ଦିତୀୟ ବିବରଣ 33:23
ମାଶାେ ନଲ୍ଗାଲିଙ୍କ ବିଷଯ ରେ ଏହିକଥା କହିଲେ, ନଲ୍ଗାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହବେ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।

ପ୍ରଥମ ଶାମୁୟେଲ 2:5
ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ, ବର୍ତ୍ତମାନ ନିଶ୍ଚଯ କଠିନ ପରିଶ୍ରମ କରିବେ। ଖାଦ୍ୟ ଅଭାବରକ୍ସ୍ଟ ଯେଉଁମାନେ କ୍ଷକ୍ସ୍ଟଧାର୍ତ୍ତ ଥିଲେ, ସମାନେେ ଖାଦ୍ୟ ପାଇ ଅଛନ୍ତି। ବନ୍ଧ୍ଯା ସଲ୍ଗ ସନ୍ତାନ ପ୍ରସବ କରିଅଛି ଓ ସ୍ତ୍ରୀ ଲୋକଟି ଯାହାର ବହକ୍ସ୍ଟତ ସନ୍ତାନ ଥିଲା ସେ ଦକ୍ସ୍ଟଃଖିତା ହାଇେଅଛି।

ପ୍ରଥମ ବଂଶାବଳୀ 29:28
ଦାଉଦ ବୃଦ୍ଧ ହବୋରୁ ମୃତ୍ଯୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନୟାପନ କରିଥିଲେ। ଦାଉଦ ଅନକେ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହାଇେଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶ ଲୋମନ ରାଜା ହେଲେ।

ଆୟୁବ ପୁସ୍ତକ 10:15
ମୁଁ ଯେତବେେଳେ ପାପ କରେ, ମୁଁ ଦୋଷୀ ହୁଏ ଏବଂ ତାହା ମାେ ପ୍ରତି ବହୁତ ଖରାପ। ଯଦିଓ ମୁଁ ନିର୍ଦ୍ ଦୋଷ ମୁଁ ମୁଣ୍ଡ ଟକେି ପା ରେ ନାହିଁ। ମୁଁ ଏତେ ଲଜ୍ଜିତ ଓ ବିଚଳିତ ହୁଏ।

ଆୟୁବ ପୁସ୍ତକ 14:1
ଆମ୍ଭମାନେେ ସମସ୍ତେ ମନୁଷ୍ଯ। ଆମ୍ଭର ଜୀବନ ଅଳ୍ପାଯୁ ତଥା ନାନା ବିପଦ ରେ ପୂର୍ଣ୍ଣ।

ଆୟୁବ ପୁସ୍ତକ 42:17
ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥା ରେ ମୃତ୍ଯୁବରଣ କଲା।

ହିତୋପଦେଶ 19:23
ସଦାପ୍ରଭୁ ବିଷଯକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠା ରେ ଥାଏ, ସେ ଶାନ୍ତି ରେ ବାସ କରିପାରିବ। ବିପଦ ତା'ର ନିକଟରେ ୟାଇ ପାରିବ ନାହିଁ।

ହିତୋପଦେଶ 27:7
ତୃପ୍ତ ପ୍ରାଣୀ ମହୁକୁ ଘୃଣା କରେ। ମାତ୍ର କ୍ଷୁଧାର୍ତ୍ତ ମନୁଷ୍ଯକୁ କୌଣସି ତିକ୍ତ ଦ୍ରବ୍ଯସବୁ ମିଷ୍ଟ ଲାଗେ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்