Base Word
שַׁבָּתוֹן
Short Definitiona sabbatism or special holiday
Long DefinitionSabbath observance, sabbatism
Derivationfrom H7676
International Phonetic Alphabetʃɑbːɔːˈt̪on̪
IPA modʃɑ.bɑːˈto̞wn
Syllablešabbātôn
Dictionshahb-baw-TONE
Diction Modsha-ba-TONE
Usagerest, sabbath
Part of speechn-m

ଯାତ୍ରା ପୁସ୍ତକ 16:23
ମାଶାେ ସମାନଙ୍କେୁ କହିଲେ, ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତା କାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ବିଶ୍ରାମ ହବେ। ତୁମ୍ଭମାନେେ ଆଜି ଯେତିକି ଖାଦ୍ୟ ଦରକାର କରୁଛି ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ୟ୍ଯନ୍ତ ସଂଚଯ କର।

ଯାତ୍ରା ପୁସ୍ତକ 31:15
ଏକ ସପ୍ତାହ ରେ ଛଅ ଦିନ କାର୍ୟ୍ଯ କରାୟିବ ଏବଂ ସପ୍ତମ ଦିନ ରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନ ରେ ଯେ କହେି କାର୍ୟ୍ଯ କରେ ତାକୁ ମୃତ୍ଯୁଦଣ୍ଡ ଦିଆୟିବ।

ଯାତ୍ରା ପୁସ୍ତକ 35:2
ଛଅଦିନ କର୍ମ କରିବ। କିନ୍ତୁ ସପ୍ତମ ଦିନଟି ତୁମ୍ଭମାନଙ୍କ ବିଶ୍ରାମ ପାଇଁ ଏକ ସ୍ବତନ୍ତ୍ର ଦିନ। ତାହା ସଦାପ୍ରଭୁଙ୍କ ପାଇଁ ବିଶ୍ରାମଦିନ ହବେ। ୟିଏ କହେି ସହେି ପବିତ୍ର ଦିନ ରେ କର୍ମ କରିବ, ତାକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।

ଲେବୀୟ ପୁସ୍ତକ 16:31
ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମଦିନ, ତୁମ୍ଭମାନେେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି।

ଲେବୀୟ ପୁସ୍ତକ 23:3
ଛଅଦିନ କାମ କରାୟିବ, ମାତ୍ର ସପ୍ତମଦିନ ବିଶ୍ରାମଦିନ। ଅର୍ଥାତ୍ ପବିତ୍ର ଶଭା ହବେ। ତୁମ୍ଭମାନେେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନ ରେ ସଦାପ୍ରବୁଙ୍କ ଉଦ୍ଦେଶ୍ଯ ରେ ବିଶ୍ରାମଦିନ ହବେ।

ଲେବୀୟ ପୁସ୍ତକ 23:24
ଇଶ୍ରାୟେଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ଯନି ଦ୍ବାରା ସ୍ମରଣାର୍ଥକ ପବିତ୍ର ସଭା ହବେ।

ଲେବୀୟ ପୁସ୍ତକ 23:32
ସହେି ଦିନ ତୁମ୍ଭମାନଙ୍କର ସ୍ବତନ୍ତ୍ର ବିଶ୍ରାମଦିନ ହବେ। ତୁମ୍ଭମାନେେ କୌଣସି ଖାଦ୍ୟ ଖାଇବ ନାହିଁ। ମାସର ନବମ ଦିନର ସନ୍ଧ୍ଯାକାଳ ରେ, ଏକ ସନ୍ଧ୍ଯାଠାରୁ ଆର ସନ୍ଧ୍ଯା ପର୍ୟ୍ଯନ୍ତ ତୁମ୍ଭମାନେେ ନିଜ ନିଜର ବିଶ୍ରାମ ଦିନ ପାଳନ କରିବ।

ଲେବୀୟ ପୁସ୍ତକ 23:39
ସପ୍ତମ ମାସର ପଞ୍ଚଦଶ ଦିନ ଯେତବେେଳେ ତୁମ୍ଭମାନେେ ଭୂମିରୁ ଶସ୍ଯ ସଂଗ୍ରହ କରିସାରିବ ତୁମ୍ଭମାନେେ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅବଶ୍ଯ ପର୍ବ ପାଳନ କରିବ। ପ୍ରଥମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ ଓ ଅଷ୍ଟମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ।

ଲେବୀୟ ପୁସ୍ତକ 23:39
ସପ୍ତମ ମାସର ପଞ୍ଚଦଶ ଦିନ ଯେତବେେଳେ ତୁମ୍ଭମାନେେ ଭୂମିରୁ ଶସ୍ଯ ସଂଗ୍ରହ କରିସାରିବ ତୁମ୍ଭମାନେେ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅବଶ୍ଯ ପର୍ବ ପାଳନ କରିବ। ପ୍ରଥମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ ଓ ଅଷ୍ଟମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ।

ଲେବୀୟ ପୁସ୍ତକ 25:4
ମାତ୍ର ସପ୍ତମ ବର୍ଷ ରେ ଭୁମିକୁ ତୁମ୍ଭମାନେେ ବିଶ୍ରାମ ଦବେ। ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହା ମହାବିଶ୍ରାମ ହବେ। ତୁମ୍ଭମାନେେ ନିଜ କ୍ଷେତ୍ର ରେ ବୀଜ ବୁଣିବ ନାହିଁ କି ନିଜ ଦ୍ରାକ୍ଷାଲତା ଝାଡିବ ନାହିଁ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்