Base Word
שָׁגַל
Short Definitionto copulate with
Long Definitionto violate, ravish
Derivationa primitive root
International Phonetic Alphabetʃɔːˈɡɑl
IPA modʃɑːˈɡɑl
Syllablešāgal
Dictionshaw-ɡAHL
Diction Modsha-ɡAHL
Usagelie with, ravish
Part of speechv

ଦିତୀୟ ବିବରଣ 28:30
ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକକ୍ସ୍ଟ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥି ରେ ଅନ୍ୟ ଜଣେ ବାସ କରିବ। ତୁମ୍ଭମାନେେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା'ର ଫଳସବୁ ଖାଇବ। ତୁମ୍ଭେ ସେଥିରକ୍ସ୍ଟ କିଛି ପାଇବ ନାହିଁ।

ଯିଶାଇୟ 13:16
ସମାନଙ୍କେର ଗୃହମାନଙ୍କରୁ ସମସ୍ତ ଦ୍ରବ୍ଯ ଲୁଣ୍ଠିତ ହବେ। ସମାନଙ୍କେର ଭାର୍ୟ୍ଯାମାନେ ଧର୍ଷିତା ହବେେ ଓ ସମାନଙ୍କେର ଦୃଷ୍ଟି ଗୋଚର ରେ ସମାନଙ୍କେର େଛାଟ ପିଲାମାନେ ମୃତ୍ଯୁ ପର୍ୟ୍ଯନ୍ତ କୋରଡ଼ା ପାଇବେ।

ଯିରିମିୟ 3:2
ନିଷ୍ଫଳ ପର୍ବତକୁ ଦେଖ। କେଉଁଠା ରେ ତୁମ୍ଭେ ବ୍ଯଭିଚାର କରି ନାହଁ ? ଯେପରି ଜଣେ ଆରବୀଯ ଲୋକ ପ୍ରାନ୍ତର ରେ ବ ସେ, ସହେିପରି ତୁମ୍ଭେ ସମାନଙ୍କେ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ବାସନୀଯତା ଓ ଦୁଷ୍କର୍ମ ଦ୍ବାରା ଦେଶକୁ 'ଅଶୁଚି' କରିଅଛ।

ଯିଖରିୟ 14:2
ଆମ୍ଭେ ସମସ୍ତ ଗୋଷ୍ଠୀକୁ ୟିରୁଶାଲମ ବିରୁଦ୍ଧ ରେ ଲଢିବାକୁ ଏକତ୍ରୀତ କରିବା। ନଗରଟି ପରାଜିତ ହବେ ଓ ଗୃହଗୁଡିକ ଲୁଣ୍ଠିତ ହବେ। ସ୍ତ୍ରୀମାନେ ଧର୍ଷିତ ହବେେ ଏବଂ ଦେଶର ଅର୍ଦ୍ଦକେ ଲୋକ ନିର୍ବାସିତ ହବେେ। ଅବଶିଷ୍ଟ ଲୋକମାନେ ନଗରୀରୁ ନିଆଯିବେ ନାହିଁ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்