Base Word
שְׁכֶם
Short DefinitionShekem, a place in Palestine
Long Definition(n pr m) son of Hamor, the chieftain of the Hivites at Shechem at the time of Jacob's arrival
Derivationthe same as H7926; ridge
International Phonetic Alphabetʃɛ̆ˈkɛm
IPA modʃɛ̆ˈχɛm
Syllablešĕkem
Dictionsheh-KEM
Diction Modsheh-HEM
UsageShechem
Part of speechn-pr-m n-pr-loc

ଆଦି ପୁସ୍ତକ 12:6
ଅବ୍ରାମ ସହେି ଦେଶ ମଧ୍ଯ ଦଇେ ଗଲେ, ଶିଖିମ ରେ ପହଞ୍ଚିବା ପର୍ୟ୍ଯନ୍ତ, ମାରେିର ଆଲୋନ୍ ବୃକ୍ଷମୂଳ ରେ ରହିଲେ। ସହେି ସମୟରେ କିଣାନୀଯମାନେ ସହେି ସ୍ଥାନ ରେ ବାସ କଲେ।

ଆଦି ପୁସ୍ତକ 33:18
ଏହି ପ୍ରକାସର ଯାକୁବ ପଦ୍ଦନ୍ ଅରାମଠାରୁ ବାହାରି କୁଶଳସର କିଣାନସଦଶସ୍ଥ ଶିଖିମର ଏକ ନଗରସର ଉପସ୍ଥିତସହାଇ ନଗରର ବାହାସର ତମ୍ବୁ ସ୍ଥାପନ କଲଲ।

ଆଦି ପୁସ୍ତକ 35:4
ତେଣୁ ସମସ୍ତ ଲୋକେ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଯାକୁବକୁ ଦେଲେ। ସମାନେେ ମଧ୍ଯ ତାଙ୍କର କର୍ଣ୍ଣକୁଣ୍ଡଳ ସମସ୍ତ ୟାକବକୁ ଦେଲେ। ଯାକୁବ ସଗେୁଡ଼ିକ ନଇେ ଶିଖିମ ନିକଟବର୍ତ୍ତୀ ଆଲୋନ ବୃକ୍ଷ ମୂଳେ ପୋତି ଦେଲେ।

ଆଦି ପୁସ୍ତକ 37:12
ଦିନେ ଯୋଷଫେର ଭାଇମାନେ ଶିଖିମକୁ ତାଙ୍କର ପିତାଙ୍କର ପଶୁ ପଲ ଚରାଇବାକୁ ଗଲେ।

ଆଦି ପୁସ୍ତକ 37:13
ଇଶ୍ରାୟେଲ ଯୋଷଫେକୁ କହିଲେ, ଶିଖିମକୁ ୟାଅ। ତୁମ୍ଭର ଭାଇମାନେ ସଠାେରେ ମେଣ୍ଢା ରଖୁଛନ୍ତି।

ଆଦି ପୁସ୍ତକ 37:14
ଯୋଷଫେର ପିତା କହିଲେ, ୟାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲସବୁ କିପରି ଅଛନ୍ତି। ତା' ହେଲେ ଫରେିଆସ ଏବଂ ମାେତେ କୁହ। ତେଣୁ ଯୋଷଫେର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।

ଯିହୋଶୂୟ 17:7
ମନଃଶିର ଅଞ୍ଚଳ ଥିଲା ଅଶରେ ଓ ମିକ୍ମଥତ୍ ମଧ୍ଯବର୍ତ୍ତୀ, ଏହା ଥିଲା ଶିଖ୍ମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରକ୍ସ୍ଟ ଐନ୍ନ-ତପୂହନିବାସୀ ନିକଟବର୍ତ୍ତୀ ଥିଲା।

ଯିହୋଶୂୟ 20:7
ତେଣୁ ଇଶ୍ରାୟେଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହାକକ୍ସ୍ଟ ନିରାପଦ ସହର ନାମ ରେ ପରିଚିତ। ସହେି ସହରଗକ୍ସ୍ଟଡିକ ଥିଲା।

ଯିହୋଶୂୟ 21:21
ଇଫ୍ରଯିମ ପର୍ବତମଯ ଦେଶରକ୍ସ୍ଟ ଶିଖିମି, ଗଷେର ସହର ସମାନଙ୍କେୁ ଦିଆଗଲା। ଶିଖିମ ଏକ ନିରାପଦ ସହର ଥିଲା।

ଯିହୋଶୂୟ 24:1
ଯିହାଶୂେୟ ଇଶ୍ରାୟେଲ ବଂଶଗଣକକ୍ସ୍ଟ ଶିଖିମଠା ରେ ଏକତ୍ରୀତ କଲେ। ଏହାପରେ ୟିହୋଶୂଯ ସମସ୍ତ ପ୍ରାଚୀନବର୍ଗ, ସମାନଙ୍କେର ପ୍ରାଚୀନମାନଙ୍କୁ ସମାନଙ୍କେର ବିଗ୍ଭରକର୍ତ୍ତାଗଣଙ୍କକ୍ସ୍ଟ ଏବଂ ସମସ୍ତ ଅଧ୍ଯକ୍ଷମାନଙ୍କୁ ଡକାଇ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଏକତ୍ରୀତ କରାଇଲେ।

Occurences : 50

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்