Base Word
שֶׁלֶם
Short Definitionproperly, requital, i.e., a (voluntary) sacrifice in thanks
Long Definitionpeace offering, requital, sacrifice for alliance or friendship
Derivationfrom H7999
International Phonetic Alphabetʃɛˈlɛm
IPA modʃɛˈlɛm
Syllablešelem
Dictionsheh-LEM
Diction Modsheh-LEM
Usagepeace offering
Part of speechn-m

ଯାତ୍ରା ପୁସ୍ତକ 20:24
ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।

ଯାତ୍ରା ପୁସ୍ତକ 24:5
ଏହାପରେ ମାଶାେ ଇଶ୍ରାୟେଲର ୟୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁଁ ପଠାଇଲେ। ସହେି ୟୁବକଗଣ ପରମେଶ୍ବରଙ୍କ ନିକଟରେ ହାମବେଳି ଓ ମଙ୍ଗଳାର୍ଥକ ବଳି ସ୍ବରୂପେ ବୃଷଭମାନଙ୍କୁ ବଳିଦାନ ଦେଲେ।

ଯାତ୍ରା ପୁସ୍ତକ 29:28
ଇଶ୍ରାୟେଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦବେେ। ଯେତବେେଳେ ଇଶ୍ରାଯୋଲର ଲୋକମାନେ ସହେିସବୁ ନବୈେଦ୍ଯ ଦବେେ ସହେି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସମାନେେ ଯାଜକକୁ ଯେତବେେଳେ ଏହିସବୁ ଅଂଶ ଦବେେ, ଏହା ୟାୟକମାନଙ୍କ ଦ୍ବାରା ଗ୍ରହଣ କରାୟିବ।

ଯାତ୍ରା ପୁସ୍ତକ 32:6
ତା'ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସମାନେେ ହାମବେଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନବୈେଦ୍ଯ ଆଣିଲେ। ଏହାପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହାପରେ ଲୀଳା କରିବାକୁ ଉଠିଲେ।

ଲେବୀୟ ପୁସ୍ତକ 3:1
ଯବେେ କୌଣସି ବ୍ଯକ୍ତି ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରୁଥାଏ, ତବେେ ସେ ତା'ର ପଲରୁ ଅଣ୍ଡିରା କିମ୍ବା ମାଈ ପଶୁଟିଏ ଆଣିବ। ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁଣ ପଶୁ ଆଣିବା ଉଚିତ୍।

ଲେବୀୟ ପୁସ୍ତକ 3:3
ସେ ମଙ୍ଗଳାର୍ଥକ ନବୈେଦ୍ଯର କିଛି ଅଂଶ ସଦାପ୍ରଭୁଙ୍କୁ ଉପହାର ରୂପେ ଉତ୍ସର୍ଗ କରିବ। ଆଉ ଯାଜକ-ଅନ୍ତ ଆଚ୍ଛାଦକ ମଦେ ଓ ଅନ୍ତ୍ର-ଉପରିସ୍ଥ ମଦେ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 3:6
ଯବେେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ ମଷେ କିମ୍ବା ଛଳେି ମଧ୍ଯରୁ ମଙ୍ଗଳାର୍ଥକ ନବୈେଦ୍ଯ କରେ ତବେେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମଷେ ବା ଛଳେି ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 3:9
ଏହାପରେ ସହେି ମଙ୍ଗଳାର୍ଥକ ନବୈେଦ୍ଯରୁ ଏକ ଅଂଶ ନବୈେଦ୍ଯ ସଦାପ୍ରଭୁଙ୍କ ପାଇଁ ଉପହାର ରୂପେ ହବେ। ସେ ତା'ର ମଦେ, ସମସ୍ତ ମଦମେଯ ଲାଙ୍ଗୁଳ, ମରେୁଦଣ୍ଡ ନିକଟରୁ କାଟି ନବେ। ସମସ୍ତ ମଦେ ଉପରିସ୍ଥ ଅଂଶ ଏବଂ ଏହାର ଅନ୍ତ ଅଂଶଗୁଡିକ ନବୈେଦ୍ଯ ହବେ।

ଲେବୀୟ ପୁସ୍ତକ 4:10
ସମାଗମ ନବୈେଦ୍ଯର ଗୋରୁ ହାଇେଥିଲେ ଯେପରି ଉତ୍ସର୍ଗ କରାୟାଏ ସେ ସହେିପରି କରିବ। ପୁଣି ଯାଜକ ହାମବେଳିର ବଦେୀ ଉପରେ ତାହା ଦଗ୍ଧ କରିବ।

ଲେବୀୟ ପୁସ୍ତକ 4:26
ତା'ପରେ ସହେି ଯାଜକ ଉତ୍ସର୍ଗୀକୃତ ପଶୁର ସମସ୍ତ ମଦେ ନବେ ଏବଂ ୟଜ୍ଞବଦେୀ ଉପରେ ଦଗ୍ଧ କରିବ, ଯେଉଁ ଉପାଯ ରେ ସେ ମଙ୍ଗଳାର୍ଥକ ନବୈେଦ୍ଯରୁ ମଦେ ସହିତ କରିଥିଲା। ଏହିପ୍ରକା ରେ ଯାଜକ ସେ ଶାସକର ପାପ ପାଇଁ ପ୍ରାଯଶ୍ଚିତ କରିବ ଓ ତା'ଦ୍ବାରା ସେ ଶାସକ ପ୍ରଭୁଙ୍କ ଦ୍ବାରା କ୍ଷମା ପ୍ରାପ୍ତ ହବେ।

Occurences : 87

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்