Base Word
שֻׁם
Short Definitionan appellation, as a mark or memorial of individuality; by implication honor, authority, character
Long Definitionname
Derivationcorresponding to H8034
International Phonetic Alphabetʃum
IPA modʃum
Syllablešum
Dictionshoom
Diction Modshoom
Usagename
Part of speechn-m

ଏଜ୍ରା 5:1
ଏହି ସମୟରେ ଭବିଷ୍ଯଦ୍ବକ୍ତା ହାଗଯ ଓ ଇଦ୍ଦୋର ପୁତ୍ର ଜିଖରିଯ, ଏହି ଭବିଷ୍ଯଦ୍ବକ୍ତାମାନେ ଯିହୁଦା ଓ ୟିରୁଶାଲମସ୍ଥିତ ୟିହୁଦୀଯମାନଙ୍କ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସମାନେେ ପରମେଶ୍ବରଙ୍କ ନାମ ରେ ସମାନଙ୍କେ ନିକଟରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।

ଏଜ୍ରା 5:4
ତବେେ ଆମ୍ଭମାନେେ ସମାନଙ୍କେୁ ତଦନୁସା ରେ ଉତ୍ତର ଦଲେୁ, ସମାନେେ ପଚାରିଲେ, ଏହି ଗାନ୍ଥକମାନଙ୍କ ନାମ କ'ଣ?

ଏଜ୍ରା 5:10
ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ପଗ୍ଭରିଲୁ। ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ଲେଖିବାକୁ ଗ୍ଭହିଁଲୁ।

ଏଜ୍ରା 5:10
ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ପଗ୍ଭରିଲୁ। ଆମ୍ଭମାନେେ ମଧ୍ଯ ସମାନଙ୍କେର ନାମ ଲେଖିବାକୁ ଗ୍ଭହିଁଲୁ।

ଏଜ୍ରା 5:14
ଆହୁରି ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରର ଯେଉଁସବୁ ସ୍ବର୍ଣ୍ଣ ଓ ରେ ୗପ୍ୟ ପାତ୍ର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲସ୍ଥ ମନ୍ଦିରକୁ ଆଣିଲା, ତାହାସବୁ କରୋସ୍ ରାଜା ବାବିଲସ୍ଥ ମନ୍ଦିରରୁ ବାହାରକରି ଦେଲେ। ପୁଣି ସେସବୁ ଶେଶବସର ନାମକ ତାଙ୍କ ଦ୍ବାରା ନିୟୁକ୍ତ ଶାସନକର୍ତ୍ତା ହସ୍ତ ରେ ସମର୍ପିତ କଲେ।

ଏଜ୍ରା 6:12
ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀଯମାନେ ପରମେଶ୍ବରଙ୍କ ୟିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାଯ ରେ ଉକ୍ତ ବାକ୍ଯକୁ ଅନ୍ୟଥା କରିବାକୁ ହସ୍ତକ୍ଷପେ କରିବେ, ସେ ସମସ୍ତଙ୍କୁ ୟିରୁଶାଲମ ରେ ସୁନାମ ସ୍ଥାପନକାରୀ ପରମେଶ୍ବର ଉଚ୍ଛିନ୍ନ କରିବେ।

ଦାନିଏଲ 2:20
ଦାନିୟେଲ ପ୍ରଶଂସା କରି କହିଲେ,

ଦାନିଏଲ 2:26
ରାଜା ସହେି ଦାନିୟେଲଙ୍କୁ ପ୍ରଶ୍ନ କଲେ, ମୁଁ ଯେଉଁ ସ୍ବପ୍ନ ଦେଖିଅଛି, ତୁମ୍ଭେ କ'ଣ ସ୍ବପ୍ନ ଓ ତାହାର ଅର୍ଥ ମାେତେ ଜଣାଇପାରିବ?

ଦାନିଏଲ 4:8
ଅବଶଷେ ରେ ମାେ ଦବେତାର ନାମାନୁସା ରେ ବେଲ୍ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମାେ ନିକଟକୁ ଆସିଲେ, ତାହାଙ୍କ ଅନ୍ତର ରେ ପବିତ୍ର ପରମେଶ୍ବରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ବପ୍ନ ବିଷଯ ରେ ଜଣାଇଲି।

ଦାନିଏଲ 4:8
ଅବଶଷେ ରେ ମାେ ଦବେତାର ନାମାନୁସା ରେ ବେଲ୍ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମାେ ନିକଟକୁ ଆସିଲେ, ତାହାଙ୍କ ଅନ୍ତର ରେ ପବିତ୍ର ପରମେଶ୍ବରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ବପ୍ନ ବିଷଯ ରେ ଜଣାଇଲି।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்