Base Word
שֶׁמַע
Short DefinitionShema, the name of a place in Palestine and of four Israelites
Long Definition(n pr m) a Reubenite, son of Joel, father of Azaz, and grandfather of Bela
Derivationfor the same as H8088
International Phonetic Alphabetʃɛˈmɑʕ
IPA modʃɛˈmɑʕ
Syllablešemaʿ
Dictionsheh-MA
Diction Modsheh-MA
UsageShema
Part of speechn-pr-m

ପ୍ରଥମ ବଂଶାବଳୀ 2:43
ହିବ୍ରୋଣଙ୍କ ପୁତ୍ରମାନେ ଥିଲେ : କୋରହ, ତପୂହ, ରକେମ୍ ଓ ଶମାେ।

ପ୍ରଥମ ବଂଶାବଳୀ 2:44
ଶମାେ ରହମ୍ଙ୍କ ପିତା ଥିଲେ। ରହମ୍ ୟର୍କିଯମଙ୍କ ପିତା ଥିଲେ। ରକେମ୍ ଶମ୍ମଯଙ୍କ ପିତା ଥିଲେ।

ପ୍ରଥମ ବଂଶାବଳୀ 5:8
ବଲୋ ଆସସ୍ରଙ୍କ ପୁତ୍ର ଥିଲେ। ଆସସ୍ର ଶମାଙ୍କେ ପୁତ୍ର ଥିଲେ, ଶମାେ ଯାୟେଲଙ୍କ ପୁତ୍ର ଥିଲେ। ସମାନେେ ନବୋ ଓ ବାଲମିଯୋନ ପର୍ୟ୍ଯନ୍ତ ବିସ୍ତୃତ ଅରୋଯରେ ବାସ କରୁଥିଲେ।

ପ୍ରଥମ ବଂଶାବଳୀ 8:13
ବରୀଯ ଓ ଶମାେ ଅଯାଲୋନର ନିବାସୀମାନଙ୍କ ପରିବାରର ମୁଖ୍ଯ ଥିଲେ। ସହେି ପୁତ୍ରମାନେ ଗାଥର ନିବାସୀମାନଙ୍କୁ ସମାନଙ୍କେ ନଗର ଛାଡ଼ି ଚାଲିୟିବା ପାଇଁ ବାଧ୍ଯ କଲେ।

ନିହିମିୟା 8:4
ଏଜ୍ରା ଯାଜକ ସହେି କାର୍ୟ୍ଯ ନିମନ୍ତେ ନିର୍ମିତ କାଠମଯ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାଶର୍‌ବ ରେ ତାଙ୍କ ନିକଟରେ ମତ୍ତଥିଯ, ଶମାେ, ଅନାଯ, ଊରିଯ, ହିଲ୍କିଯ, ମା ସଯେ ଠିଆ ହେଲେ, ଏବଂ ତାଙ୍କ ବାମ ପାଶର୍‌ବ ରେ ପଦାଯ ଓ ମୀଶାଯଲେ, ମଲକିଯ, ହଶୁମ ଓ ହଶ୍ବଦ୍ଦାନା, ଜିଖରିଯ ଓ ମଶୁଲ୍ଲମ ଠିଆ ହେଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்