Base Word
שְׁנָה
Short Definitionyear
Long Definitionyear
Derivationcorresponding to H8141
International Phonetic Alphabetʃɛ̆ˈn̪ɔː
IPA modʃɛ̆ˈnɑː
Syllablešĕnâ
Dictionsheh-NAW
Diction Modsheh-NA
Usageyear
Part of speechn-f

ଏଜ୍ରା 4:24
ତେଣୁ ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରକାର୍ୟ୍ଯ ବନ୍ଦ ହେଲା। ପୁଣି ପାରସ୍ଯ ରାଜା ଦାରିଯାବସର ଅଧିକାରର ଦ୍ବିତୀୟ ବର୍ଷ ପର୍ୟ୍ଯନ୍ତ ତାହା ବନ୍ଦ ହାଇେ ରହିଲା।

ଏଜ୍ରା 5:11
ସମାନେେ ଏହି ଉତ୍ତର ଆମ୍ଭମାନଙ୍କୁ ଦେଲେ,

ଏଜ୍ରା 5:13
ବାବିଲର ରାଜା କୋରସଙ୍କର ଅଧିକାରର ପ୍ରଥମ ବର୍ଷ ରେ ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବା ପାଇଁ କୋରସର ରାଜା ଆଜ୍ଞା କଲେ।

ଏଜ୍ରା 6:3
କୋରସ ରାଜାଙ୍କ ଅଧିକାରର ପ୍ରଥମ ବର୍ଷ ରେ କୋରସ ରାଜା ୟିରୁଶାଲମସ୍ଥିତ ପରମେଶ୍ବରଙ୍କ ମନ୍ଦିର ବିଷଯ ରେ ଆଜ୍ଞା କଲେ।

ଏଜ୍ରା 6:15
ଦାରିଯାବସ ରାଜାର ଅଧିକାରର ଷଷ୍ଠବର୍ଷ ରେ ଅଦର ନାମକ ମାସର ତୃତୀୟ ଦିନ ରେ ଏହି ମନ୍ଦିର ସମାପ୍ତ ହେଲା।

ଦାନିଏଲ 5:31
ପୁଣି ମାଦୀଯ ଦାରିଯାବସ ରାଜ୍ଯ ପ୍ରାପ୍ତ ହେଲା। ସେ ସମୟରେ ତାହାର ବଯସ ବାଷଠି ବର୍ଷ ହାଇେଥିଲା।

ଦାନିଏଲ 7:1
ବାବିଲର ରାଜା ବେଲ୍ଟଶତ୍ସରଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଦାନିୟେଲ ଆପଣା ଶୟ୍ଯା ଉପ ରେ ସ୍ବପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସହେି ସ୍ବପ୍ନ ରେ ସାରକଥା ଲେଖି ରଖିଲେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்