Base Word
שֶׁפֶט
Short Definitiona sentence, i.e., infliction
Long Definitionjudgment, act of judgment
Derivationfrom H8199
International Phonetic Alphabetʃɛˈpɛt̪’
IPA modʃɛˈfɛt
Syllablešepeṭ
Dictionsheh-PET
Diction Modsheh-FET
Usagejudgment
Part of speechn-m

ଯାତ୍ରା ପୁସ୍ତକ 6:6
ତେଣୁ ଇଶ୍ରାୟେଲୀୟ ଲୋକମାନଙ୍କୁ କୁହ, 'ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭମାନେେ ମିଶରବାସୀମାନଙ୍କର ଆଉ ଦାସ ହାଇେ ରହିବ ନାହିଁ। ମୁଁ ମାରେ ମହାନଶକ୍ତି ପ୍ରଯୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦବେି। ଏହାପରେ ମୁଁ ତୁମ୍ଭମାନଙ୍କୁ ସମାନଙ୍କେ କବଳରୁ ରକ୍ଷା କରିବି।

ଯାତ୍ରା ପୁସ୍ତକ 7:4
ତେଣୁ ଏହାପରେ ମୁଁ ମିଶରକୁ ବହୁତ ଦଣ୍ଡ ଦବେି। ଏବଂ ତା'ପରେ ମୁଁ ମାରେଲୋକମାନଙ୍କୁ ମିଶରରୁ ବାହାର କରି ଆଣିବି।

ଯାତ୍ରା ପୁସ୍ତକ 12:12
ଆଜି ରାତ୍ରି ରେ ମୁଁ ମିଶର ଦେଶ ମଧ୍ଯ ଦଇେ ୟିବି ଓ ସମାନଙ୍କେର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କରିବି। ଏହି ପ୍ରକାର ରେ ମିଶରର ସମସ୍ତ ଦବେତାମାନଙ୍କର ବିଚାର କରିବି। ମୁଁ ତାଙ୍କୁ ଦଖାଇବେି ଯେ, ମୁଁ ହେଉଛି ସଦାପ୍ରଭୁ।

ଗଣନା ପୁସ୍ତକ 33:4
ଆଉ ମିଶରୀଯମାନେ ସହେିମାନଙ୍କୁ କବର ଦେଉଥିଲେ, ଯେଉଁମାନେ ମୃତ୍ଯୁବରଣ କଲେ, ଯେତବେେଳେ ସଦାପ୍ରଭୁ ସମାନଙ୍କେର ପ୍ରଥମଜାତମାନଙ୍କୁ ହତ୍ଯାକଲେ ଓ ସମାନଙ୍କେର ଦବଗେଣଙ୍କ ବିପକ୍ଷ ରେ ନ୍ଯାଯ ଆଣିଲେ।

ଦିତୀୟ ବଂଶାବଳୀ 24:24
ଅରାମୀଯ ସୈନ୍ଯଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନଇେ ଆସିଥିଲେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଯିହୁଦାର ବୃହତ୍ ସୈନ୍ଯଦଳ ଉପରେ ବିଜଯଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସମାନଙ୍କେ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ସମାନେେ ତାଙ୍କୁ ପରିତ୍ଯାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ।

ହିତୋପଦେଶ 19:29
ନିନ୍ଦୁକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।

ଯିହିଜିକଲ 5:10
ୟିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହବେ ଯେ ସମାନଙ୍କେ ମଧ୍ଯରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଚାର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶଷେ ସୀମା ରେ ଛିନ୍ନଭିନ୍ନ କରିବା।

ଯିହିଜିକଲ 5:15
ଏବଂ ଯେତବେେଳେ ଆମ୍ଭେ କୋରଧ ରେ ଏବଂ କୋର୍ଧ ଭର୍ତ୍ସନା ରେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ, ତୁମ୍ଭମାନଙ୍କର ଚତୁଃପାଶର୍‌ବ ରେ ଥିବା ଗୋଷ୍ଠୀମାନଙ୍କ ପାଇଁ ଗାଳିର, ପରିହାସର ଓ ଆଶ୍ଚର୍ୟ୍ଯର ଏକ ବିସ୍ମଯର ବିଷଯ ହବେ। କିନ୍ତୁ ସମାନେେ ମଧ୍ଯ ଏଥିରୁ ଏକ ପାଠ ଶିଖିବେ। ଆମ୍ଭେ ସଦାପ୍ରଭୁ ଏହା କରିଅଛୁ।

ଯିହିଜିକଲ 11:9
ଆମ୍ଭେ ତୁମ୍ଭମାନଙ୍କୁ ଏହି ନଗର ମଧ୍ଯରୁ ବାହାର କରି ଆଣି ବିଦେଶୀମାନଙ୍କ ହସ୍ତ ରେ ସମର୍ପଣ କରିବା ଓ ତା'ପ ରେ ଆମ୍ଭେ ତୁମ୍ଭମାନଙ୍କର ବିଚାର କରିବା।

ଯିହିଜିକଲ 14:21
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ତେଣୁ ଚିନ୍ତାକର ୟିରୁଶାଲମ ପ୍ରତି କି ମହା ଅନିଷ୍ଟ ଘଟିବ ? ଯେତବେେଳେ ମୁଁ ଚାରି ମହାଦଣ୍ଡ ଯଥା : ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରଜନ୍ତୁ ଓ ମହାମାରୀ ପଠାଇବି, ସେତବେେଳେ ମନୁଷ୍ଯ ଓ ପଶୁ ସମସ୍ତେ ଉଚ୍ଛନ୍ନ ହବେେ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்