Base Word
שָׂפָם
Short Definitionthe beard (as a lippiece)
Long Definitionmoustache
Derivationfrom H8193
International Phonetic Alphabetɬɔːˈpɔːm
IPA modsɑːˈfɑːm
Syllableśāpām
Dictionsaw-PAWM
Diction Modsa-FAHM
Usagebeard, (upper) lip
Part of speechn-m

ଲେବୀୟ ପୁସ୍ତକ 13:45
ପୁଣି ଯେଉଁ ଲୋକ କୁଷ୍ଠ ରୋଗୀ, ତାହାର ବସ୍ତ୍ର ଚିରାୟିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ନିଜର ଉପର ଓଷ୍ଠ ବସ୍ତ୍ର ରେ ଢାଙ୍କିବ। ପୁଣି ଅଶୁଚି, ଅଶୁଚି ବୋଲି ଚିତ୍କାର କରିବ।

ଦିତୀୟ ଶାମୁୟେଲ 19:24
ଶାଉଲଙ୍କର ପୌତ୍ର ମଫୀବୋଶତ୍ ରାଜାଙ୍କକ୍ସ୍ଟ ଭଲଟିବା ପାଇଁ ଆସିଲା। ରାଜା ୟିରକ୍ସ୍ଟଶାଲମ ଛାଡିବା ଦିନଠାରକ୍ସ୍ଟ ମଫୀବୋଶତ୍ ତା'ର ଦାଢି କାଟି ନ ଥିଲା। ନିଜର ପାଦସଧାଇ ନଥିଲା, ତା'ର ବସ୍ତ୍ର ମଧ୍ଯ ସଫା କରି ନ ଥିଲା।

ଯିହିଜିକଲ 24:17
ଦୁଃଖ ରେ ଦୀର୍ଘ ନିଶ୍ବାସ ଛାଡ଼, ମାତ୍ର ଉଚ୍ଚ ସ୍ବର ରେ ନୁହେଁ। ମୃତ ପତ୍ନୀ ପାଇଁ ବିଳାପ କର ନାହିଁ। ସବୁଦିନ ବସ୍ତ୍ର ପରିଧାନ କଲାପରି ବସ୍ତ୍ର ପିନ୍ଧ, ମସ୍ତକରେ ଶିରୋଭୂଷଣ ବାନ୍ଧ, ପାଦ ରେ ପାଦୁକା ପିନ୍ଧ ଓ ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ। ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଅ ନାହିଁ।

ଯିହିଜିକଲ 24:22
ତୁମ୍ଭମାନେେ ମଧ୍ଯ ସହେିପରି ଜିନିଷଗୁଡ଼ିକ ମୁଁ କଲାପରି କରିବ, ତୁମ୍ଭମାନେେ ନିଜ ନିଜ ନିଶ ଆଚ୍ଛାଦନ କରିବ ନାହିଁ କିମ୍ବା ଶୋକକାରୀମାନଙ୍କର ପ୍ରଥାନୁମାଦେିତ ଖାଦ୍ୟ ଖାଇବ ନାହିଁ।

ମୀଖା 3:7
ଆଉ ସହେି ଦର୍ଶକମାନେ ଲଜ୍ଜିତ ହବେେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହବେେ। ସମାନେେ କିଛି କହି ପାରିବେ ନାହିଁ କାରଣ ପରମେଶ୍ବର ତାଙ୍କୁ କୌଣସି ଉତ୍ତର ଦବେେ ନାହିଁ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்