Base Word
אַשְׁפֹּת
Short Definitiona heap of rubbish or filth
Long Definitionash heap, refuse heap, dung-hill
Derivationor אַשְׁפּוֹת; or שְׁפֹת; (contraction) plural of a noun of the same form as H0827, from H8192 (in the sense of scraping)
International Phonetic Alphabetʔɑʃˈpot̪
IPA modʔɑʃˈpo̞wt
Syllableʾašpōt
Dictionash-POTE
Diction Modash-POTE
Usagedung (hill)
Part of speechn-m

ପ୍ରଥମ ଶାମୁୟେଲ 2:8
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।

ନିହିମିୟା 2:13
ଅନ୍ଧାର ହବୋ ମାତ୍ ରେ ମୁଁ ଉପତ୍ୟକାର ଧାରଦଇେ ନାଗକୂପ ଓ ଖତଦ୍ବାର ପର୍ୟ୍ଯନ୍ତ ଗଲି ଓ ୟିରୁଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ବାରସବୁ ଦେଖିଲି।

ନିହିମିୟା 3:13
ହାନୂନ୍ ଓ ସାନୋହର ନିବାସୀମାନେ ଉପତ୍ୟକା ଦ୍ବାରର ଭଗ୍ନାଂଶ ଗଠନ କଲେ। ସମାନେେ ତାହା ଗଢି ତାର କବାଟ, କବ୍ଜା, ଅର୍ଗଳ ସବୁ ଲଗାଇଲେ। ଆଉ ଖତଦ୍ବାର ପର୍ୟ୍ଯନ୍ତ ପ୍ରାଚୀର ଏକ ହଜାର ହାତ ଦୃଢ କଲେ।

ନିହିମିୟା 3:14
ବୈଥ୍ ହକ୍କରେମ୍ ପ୍ରଦେଶର ଅଧ୍ଯକ୍ଷ ରେଖବର ପୁତ୍ର ମଲକିଯ ଖତଦ୍ବାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡୁକା ଓ ଅର୍ଗଳ ଲଗାଇଲା।

ନିହିମିୟା 12:31
ଏହାପରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି। ଧନ୍ଯବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିୟୁକ୍ତି କଲି। ତହିଁରେ ଏକଦଳ ଦକ୍ଷିଣ ପାଶର୍‌ବ ରେ ପ୍ରାଚୀର ଉପରଦଇେ ଖତଦ୍ବାର ଆଡକୁ ଗଲେ।

ଗୀତସଂହିତା 113:7
ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।

ଯିରିମିୟଙ୍କ ବିଳାପ 4:5
ଯେଉଁମାନେ ସୁଖାଦ୍ୟ ଭୋଜନ କରୁଥିଲେ, ସମାନେେ ବର୍ତ୍ତମାନ ରାସ୍ତା ରେ ଅନାଥ ହାଇେଛନ୍ତି। ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହାଇେଥିଲେ। ସମାନେେ ଖତରାଶି ଅବଲମ୍ବନ କରୁଛନ୍ତି।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்