Base Word
שְׂרֵפָה
Short Definitioncremation
Long Definitionburning
Derivationfrom H8313
International Phonetic Alphabetɬɛ̆.reˈpɔː
IPA modsɛ̆.ʁeˈfɑː
Syllableśĕrēpâ
Dictionseh-ray-PAW
Diction Modseh-ray-FA
Usageburning
Part of speechn-f

ଆଦି ପୁସ୍ତକ 11:3
ଲୋକମାନେ କହିଲେ, ଆସ ଆମେ ଇଟା ପୋଡ଼ି ଟାଣ କରିବା। ତେଣୁ ଲୋକମାନେ ପଥର ବ୍ଯବହାର ନ କରି ଇଟାକୁ ଘର କରିବା ପାଇଁ ବ୍ଯବହାର କଲେ। ଏବଂ ସମାନେେ ମାଟିଆ ତଲକେୁ ଚୂନ ସ୍ବରୂପ ବ୍ଯବହାର କଲେ।

ଲେବୀୟ ପୁସ୍ତକ 10:6
ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀଯାସର ଓ ଈଥାମରଙ୍କୁ କହିଲେ, ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭମାନେେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦବୋଭଳି କାର୍ୟ୍ଯ କର ଓ ତୁମ୍ଭମାନେେ ମୃତ୍ଯୁବରଣ କରିବ ନାହିଁଏବଂ ପରମେଶ୍ବର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ବଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇଶ୍ରାୟେଲ ବଂଶ ରୋଦନ କରନ୍ତୁ।

ଗଣନା ପୁସ୍ତକ 16:37
ଯାଜକ ହାରୋଣର ପୁତ୍ର ଇଲୀଯାସରକୁ କୁହ, ସେ ଅଗ୍ନି ମଧ୍ଯରୁ ସହେି ସମସ୍ତ ବିଶଷେ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସଠାେରେ ବିଞ୍ଚିଦେଉ। ସମାନେେ ମାେ ବିରୁଦ୍ଧ ରେ ପାପ କରିଥିଲେ, ତେଣୁ ସମାନଙ୍କେର ଜୀବନ ଗଲା। ମାତ୍ର ସହେି ବିଶଷେ ଅଙ୍ଗାରଧାନୀ ଗୁଡିକ ପବିତ୍ର କାରଣ ସଗେୁଡିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇଥିଲା।

ଗଣନା ପୁସ୍ତକ 19:6
ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ସୂତା ନଇେ ସହେି ଗାଈ ଦାହର ଅଗ୍ନି ମଧିଅରେ ପକାଇବ।

ଗଣନା ପୁସ୍ତକ 19:17
ପୁଣି ଲୋକମାନେ ସହେି ଅଶୁଚି ଲୋକକୁ ଶୁଚି କରିବା ପାଇଁ ପାପାର୍ଥକ ବଳିର ଦଗ୍ଧ ଭସ୍ମ ନବେେ ଓ ତାକୁ ଏକ ପାତ୍ର ରେ ରଖି ପ୍ରବାହଜଳ ସେଥି ରେ ଢାଳିବେ।

ଦିତୀୟ ବିବରଣ 29:23
ସଦାପ୍ରଭୁ ଆପଣା କୋର୍ଧ ଓ କୋପରେ ଯେଉଁ ସଦୋମ ଓ ହ ମାରୋ, ଅଦ୍ମା ଓ ସବୋଯିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନ ରେ ପରିପୂର୍ଣ୍ଣ ହାଇେଅଛି। ତହିଁରେ କିଛି ବକ୍ସ୍ଟଣାୟାଏ ନାହିଁ, କି ଫଳ ଉତ୍ପନ୍ନ ହକ୍ସ୍ଟଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢେ ନାହିଁ।

ଦିତୀୟ ବଂଶାବଳୀ 16:14
ଆସା ଦାଉଦଙ୍କ ନଗର ରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସହେି ସମାଧି ରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶୟ୍ଯା ରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତର ରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦବୋ ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।

ଦିତୀୟ ବଂଶାବଳୀ 21:19
ଆଉ, ଦୁଇବର୍ଷ ପରେ ଅତିରିକ୍ତ ଅସୁସ୍ଥତା ହତେୁରୁ ଯିହାରୋମ୍ଙ୍କର ଅନ୍ତବୁଜୁଳା ବାହାରି ପଡ଼ିଲା। ଅତ୍ଯନ୍ତ ୟନ୍ତ୍ରଣା ଭୋଗି ସେ ମୃତ୍ଯୁବରଣ କଲେ। ତାଙ୍କ ପିତାଙ୍କ ନିମନ୍ତେ ଯେପରି କରିଥିଲେ, ଲୋକମାନେ ସପରେି ୟିହୋରାମ୍ଙ୍କ ସମ୍ମାନାର୍ଥେ ବିରାଟ ଅଗ୍ନିଦାହ କଲେ ନାହିଁ।

ଦିତୀୟ ବଂଶାବଳୀ 21:19
ଆଉ, ଦୁଇବର୍ଷ ପରେ ଅତିରିକ୍ତ ଅସୁସ୍ଥତା ହତେୁରୁ ଯିହାରୋମ୍ଙ୍କର ଅନ୍ତବୁଜୁଳା ବାହାରି ପଡ଼ିଲା। ଅତ୍ଯନ୍ତ ୟନ୍ତ୍ରଣା ଭୋଗି ସେ ମୃତ୍ଯୁବରଣ କଲେ। ତାଙ୍କ ପିତାଙ୍କ ନିମନ୍ତେ ଯେପରି କରିଥିଲେ, ଲୋକମାନେ ସପରେି ୟିହୋରାମ୍ଙ୍କ ସମ୍ମାନାର୍ଥେ ବିରାଟ ଅଗ୍ନିଦାହ କଲେ ନାହିଁ।

ଯିଶାଇୟ 9:5
ୟୁଦ୍ଧ ରେ ବ୍ଯବହୃତ ସମସ୍ତ ପାଦୁକା ଧ୍ବଂସ ପାଇବ। ସମସ୍ତ ରକ୍ତ ରଞ୍ଜିତ ପୋଷାକ ମଧ୍ଯ ଧ୍ବଂସ ପାଇବ। ସେ ସମସ୍ତ ଅଗ୍ନି ରେ ନିକ୍ଷପେ କରାୟିବ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்