Base Word
שָׁרַת
Short Definitionto attend as a menial or worshipper; figuratively, to contribute to
Long Definition(Piel) to minister, serve, minister to
Derivationa primitive root
International Phonetic Alphabetʃɔːˈrɑt̪
IPA modʃɑːˈʁɑt
Syllablešārat
Dictionshaw-RAHT
Diction Modsha-RAHT
Usageminister (unto), (do) serve(-ant, -ice, -itor), wait on
Part of speechv

ଆଦି ପୁସ୍ତକ 39:4
ପୋଟୀଫର ଯୋଷଫେକୁ ପାଇ ବହୁତ ଖୁସି ହେଲେ। ସେ ଯୋଷଫେକୁ ଆପଣାର ଗୃହାଧ୍ଯକ୍ଷ କରି ତାଙ୍କର ରସ୍ତ ରେ ସର୍ବସ୍ବ ସମର୍ପଣ କଲେ।

ଆଦି ପୁସ୍ତକ 40:4
ଯେତବେେଳେ ପ୍ରହରୀମାନଙ୍କର ଅଧିନାଯକ ଯୋଷଫଙ୍କେୁ ତତ୍ତ୍ବାବଧାନ ରେ ରଖିଲେ, ଯୋଷଫେ ସମାନଙ୍କେର ତତ୍ତ୍ବାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକା ରେ ସମାନେେ ବହୁଦିନ କାରାଗାର ରେ ରହିଲେ।

ଯାତ୍ରା ପୁସ୍ତକ 24:13
ଏହାପରେ ମାଶାେ ଓ ତାଙ୍କର ପରିଚାଳକ ଯିହାଶୂେୟ ଉଠିଲେ, ମାଶାେ ପରମେଶ୍ବରଙ୍କର ପର୍ବତକୁ ଆରୋହଣ କଲେ।

ଯାତ୍ରା ପୁସ୍ତକ 28:35
ହାରୋଣ ସବୋ କରିବା ସମୟରେ ତାହା ପିନ୍ଧିବ। ଯେଉଁଥି ରେ ସେ ଯେତବେେଳେ ସଦାପ୍ରଭୁଙ୍କ ଛାମୁ ରେ ପବିତ୍ର ସ୍ଥାନ ରେ ପ୍ରବେଶ କରିବ ଓ ପ୍ରସ୍ଥାନ କରିବ, ସେତବେେଳେ ଘଣ୍ଟି ଶବ୍ଦ ଶୁଣାୟିବ। ଏହି ପ୍ରକା ରେ ହାରୋଣ ମରିବ ନାହିଁ।

ଯାତ୍ରା ପୁସ୍ତକ 28:43
ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।

ଯାତ୍ରା ପୁସ୍ତକ 29:30
ହାରୋଣଙ୍କ ମୃତ୍ଯୁ ପରେ ତାଙ୍କର ପୁତ୍ର ମହାୟାଜକ ହବେେ। ତାଙ୍କର ପୁତ୍ର ଏହି ବିଶଷେ ପୋଷାକକୁ ସାତ ଦିନ ଧରି ପରିଧାନ କରିବେ। ଯେତବେେଳେ ସମାନେେ ସମାଗମ ତମ୍ବୁକୁ ଆସିବେ, ସହେି ପବିତ୍ର ସ୍ଥାନ ରେ ସବୋ କରିବେ।

ଯାତ୍ରା ପୁସ୍ତକ 30:20
ସମାନେେ ସମାଗମ ତମ୍ବୁ ରେ ପ୍ରବେଶ କଲା ସମୟରେ ସମାନେେ ଧୋଇ ହବୋ ଉଚିତ୍, ଯାହାଫଳ ରେ ସମାନେେ ମରିବେ ନାହିଁ। ଆଉ ମଧ୍ଯ ସମାନେେ ଯାଜକର କର୍ମ କରିବା ନିମନ୍ତେ ଯେତବେେଳେ ସଦାପ୍ରଭୁଙ୍କୁ ନବୈେଦ୍ଯ ଉତ୍ସର୍ଗ କରିବା ପାଇଁ ବଦେୀ ପାଖକୁ ଯିବେ,

ଯାତ୍ରା ପୁସ୍ତକ 33:11
ଏହି ପ୍ରକା ରେ ସଦାପ୍ରଭୁ ମାଶାଙ୍କେ ସହିତ ମୁହାଁମୁହିଁ କଥାପାର୍ତ୍ତା ହେଲେ। ସଦାପ୍ରଭୁ ମାଶାଙ୍କେ ସହିତ କଥାବାର୍ତ୍ତା ହେଉଥିଲେ ଯେପରି ସେ ତାଙ୍କର ବନ୍ଧୁ। ସଦାପ୍ରଭୁଙ୍କ ସହିତ ମାଶାେ କଥାବାର୍ତ୍ତା କରିସାରିବା ପରେ ଛାଉଣୀକୁ ଫରେି ଆସିଲା। କିନ୍ତୁ ତାଙ୍କର ପରିଚାରକ ସର୍ବଦା ତମ୍ବୁ ରେ ରହୁଥିଲେ। ସହେି ପରିଚାରକର ନାମ ଥିଲା ଯିହାଶୂେୟ, ସେ ଥିଲେ ନୂନର ପୁତ୍ର।

ଯାତ୍ରା ପୁସ୍ତକ 35:19
ପବିତ୍ର ସ୍ଥାନର ସବୋ ନିମନ୍ତେ ସୁଶାେଭିତ ବୁଣା ବସ୍ତ୍ର, ଏହିସବୁ ବିଶଷେ ବସ୍ତ୍ରଗୁଡିକ ଯାଜକ ହାରୋଣଙ୍କୁ ନିମନ୍ତେ, ତାଙ୍କର ପୁତ୍ରମାନଙ୍କର ପରିଧାନ ନିମନ୍ତେ ଅଟେ, ଯେତବେେଳେ ସମାନେେ ଯାଜକ ରୂପେ ସବୋ କରନ୍ତି।

ଯାତ୍ରା ପୁସ୍ତକ 39:1
କୁଶଳୀ କର୍ମୀମାନେ ନୀଳ, ଧୂମ୍ର ସିନ୍ଦୁର ବର୍ଣ ସୂତାଦ୍ବାରା ସମାନେେ ସ୍ବତନ୍ତ୍ର ଧରଣର ପୋଷାକ ତିଆରି କଲେ। ସହେି ବିଶଷେ ପୋଷାକ ଯାଜକମାନେ ଯେତବେେଳେ ସଦାପ୍ରଭୁଙ୍କର କର୍ମ କରିବେ, ସମାନେେ ସହେି ସମୟରେ ପିନ୍ଧିବେ। ସଦାପ୍ରଭୁ ମାଶାଙ୍କେ ଦ୍ବାରା ଦଇେଥିବା ଆଜ୍ଞା ଅନୁସାରେ ହାରୋଣ ପାଇଁ ସହେି ପବିତ୍ର ବସ୍ତ୍ର ତିଆରି କଲେ।

Occurences : 97

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்