Base Word | |
תַּיִשׁ | |
Short Definition | a buck or he-goat (as given to butting) |
Long Definition | he-goat |
Derivation | from an unused root meaning to butt |
International Phonetic Alphabet | t̪ɑˈjɪʃ |
IPA mod | tɑˈjiʃ |
Syllable | tayiš |
Diction | ta-YISH |
Diction Mod | ta-YEESH |
Usage | he goat |
Part of speech | n-m |
ଆଦି ପୁସ୍ତକ 30:35
ସହେିଦିନ ଲାବନ ବିନ୍ଦୁ ଚିହ୍ନିତ ଛାଗଳନମାନଙ୍କୁ ଲୁଚାଇ ଦଲୋ। ଏବଂ ଚିତ୍ର ବିଚିତ୍ର ଛାଗ ସବୁକୁ ଲୁଚାଇ ଦଲୋ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମଷଗେଣକୁ ସେ ତା'ର ପୁତ୍ରମାନଙ୍କୁ ଯତ୍ନ ନବୋକୁ ଦଲୋ।
ଆଦି ପୁସ୍ତକ 32:14
ଯାକୁବ ଦୁଇଶହ ମାଈଛଳେି କୋଡ଼ିଏଟି ଛଳେି, ଦୁଇଶହ ମାଈମେଣ୍ଢା ଓ କୋଡ଼ିଏଟି ଅଣ୍ଡିରା ମେଣ୍ଢା ଦବୋକୁ ସ୍ଥିର କଲା।
ଦିତୀୟ ବଂଶାବଳୀ 17:11
କେତକେ ପଲେଷ୍ଟୀୟ ଲୋକ ଯିହାଶାଫେଟ୍ଙ୍କ ନିମନ୍ତେ ଉପହାରମାନ ଆଣିଲେ। ଆହୁରି ମଧ୍ଯ ସମାନେେ ୟିହୋଶାଫଟ୍ଙ୍କ ନିମନ୍ତେ ରୂପା ଆଣିଲେ। କେତକେ ଆରବୀଯ ଲୋକ ଯିହାଶାଫେଟ୍ଙ୍କ ନିମନ୍ତେ ପଶୁପଲ ଭଟେୀ ସ୍ବରୂପେ ଆଣିଲେ। ସମାନେେ ତାଙ୍କୁ 7,700 ଗୋଟି ଛଳେି ଓ 7,700 ଗୋଟି ମେଣ୍ଢା ଦେଲେ।
ହିତୋପଦେଶ 30:31
ୟୁଦ୍ଧାଶ୍ବ, ଛାଗ ଓ ରାଜା ଯାହା ବିରୁଦ୍ଧ ରେ କହେି ଉେଠ ନାହିଁ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்