Base Word
בָּחַן
Short Definitionto test (especially metals); generally and figuratively, to investigate
Long Definitionto examine, try, prove
Derivationa primitive root
International Phonetic Alphabetbɔːˈħɑn̪
IPA modbɑːˈχɑn
Syllablebāḥan
Dictionbaw-HAHN
Diction Modba-HAHN
Usageexamine, prove, tempt, try (trial)
Part of speechv

ଆଦି ପୁସ୍ତକ 42:15
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭର ସତ୍ଯତାର ପ୍ରମାଣ ଦଖାେଅ। ଫାରୋଙ୍କ ନାମ ରେ ମୁଁ ଶପଥ କରୁଛି ଯେ, ତୁମ୍ଭର ସାନଭାଇ ଏଠାକୁ ନା ଆସିବା ପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କୁ ୟିବାକୁ ଦବେି ନାହିଁ।

ଆଦି ପୁସ୍ତକ 42:16
ମୁଁ ତୁମ୍ଭମାନଙ୍କ ମଧ୍ଯରୁ ଜଣକୁ ଛାଡ଼ିବି ସେ ୟାଇ ତୁମ୍ଭର ସାନ ଭାଇକୁ ଏଠାକୁ ନଇେ ଆସିବ। ସେ ଆସିବା ପର୍ୟ୍ଯନ୍ତ ତୁମ୍ଭମାନେେ ବନ୍ଦୀଶାଳା ରେ ରହିବ। ମୁଁ ଦେଖିବି ତୁମ୍ଭମାନେେ ସତ କହୁଛ ନା ତୁମ୍ଭମାନେେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦଇେ ଶପଥ କରୁଛୁ।

ପ୍ରଥମ ବଂଶାବଳୀ 29:17
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

ଆୟୁବ ପୁସ୍ତକ 7:18
କାହିଁକି ମଣିଷକୁ ତୁମ୍ଭେ ପ୍ରେତ୍ୟକକ ସକାଳ ରେ ସାକ୍ଷାତ କର ଏବଂ ତା'ର ପ୍ରେତ୍ୟକକ ମୁହୂର୍ତ୍ତକୁ ପରୀକ୍ଷା କର।

ଆୟୁବ ପୁସ୍ତକ 12:11
କିନ୍ତୁ ଜିହ୍ବା ଯେପରି ଖାଦ୍ୟର ସ୍ବାଦ ବାରିପା ରେ। କାନ ସପରେି ଶୁଣୁଥିବା ଶବ୍ଦକୁ ବାରିପା ରେ।

ଆୟୁବ ପୁସ୍ତକ 23:10
ପରମେଶ୍ବର ମାେତେ ଜାଣନ୍ତି। ସେ ମାେତେ ପରୀକ୍ଷା କରୁଛନ୍ତି, ଶଷେର ସେ ଦେଖିବେ ମୁଁ ସୁନାପରି ଖାଣ୍ଟି।

ଆୟୁବ ପୁସ୍ତକ 34:3
କାରଣ କର୍ଣ୍ଣ ଯାହା ଶୁଣେ ତାହା ପରୀକ୍ଷା କରେ, ଠିକ୍ ଜିହ୍ବା ଖାଦ୍ୟର ସ୍ବାଦ ବାରିବା ପରି।

ଆୟୁବ ପୁସ୍ତକ 34:36
ମୁଁ ଭାବୁଛି ଆୟୁବକୁ ଅଧିକ ଦଣ୍ଡ ଦିଆୟିବା ଦରକାର। କାହିଁକି ? କାରଣ ଆୟୁବ ଆମ୍ଭକୁ ଯାହା ଉତ୍ତର ଦଲୋ, ଯମେିତି ଜଣେ ଦୁଷ୍ଟ ବ୍ଯକ୍ତି ଉତ୍ତର ଦବେ।

ଗୀତସଂହିତା 7:9
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।

ଗୀତସଂହିତା 11:4
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।

Occurences : 29

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்