Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Zechariah 13 KJV ASV BBE DBY WBT WEB YLT

Zechariah 13 in Oriya WBT Compare Webster's Bible

Zechariah 13

1 ମାତ୍ର ସେତବେେଳେ, ଏକ ନିର୍ଝର ଦାଉଦର ପରିବାର ଓ ୟିରୁଶାଲମ ନିବାସୀ ପାଇଁ ଖାେଲା ହବେ। ସହେି ଝରଣା ସମାନଙ୍କେର ପାପସବୁ ଓ ଅପବିତ୍ରତାକୁ ଧୋଇଦବେ।

2 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଆମ୍ଭେ ଦେଶରୁ ମୂର୍ତ୍ତି ବିନଷ୍ଟ କରିଦବୋ। ଏପରିକି ଲୋକମାନେ ସମାନଙ୍କେର ନାମକୁ ସ୍ମରଣ କରିବେ ନାହିଁ। ଆଉ ମଧ୍ଯ ଆମ୍ଭେ ସମସ୍ତ ଭବିଷ୍ଯଦ୍ବକ୍ତାଗଣ ଓ ଅପବିତ୍ର ଆତ୍ମାଗୁଡିକୁ ପୃଥିବୀରୁ ବି ଲୋପ କରିବା।

3 ଯଦି କହେି ଭବିଷ୍ଯତ୍ବାଣୀ କରୁଛି ତା'ର ପିତାମାତା ତାକୁ କହିବେ, 'ତୁମ୍ଭେ ବଞ୍ଚିବ ନାହିଁ କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ମିଥ୍ଯା ବାକ୍ଯ କହିଛ।' ତା'ର ପିତା ଏବଂ ମାତା ୟିଏ ତାକୁ ଧାରଣ କରିଛନ୍ତି ସେ ଯେତବେେଳେ ଭବିଷ୍ଯବାଣୀ କରିବ ତାକୁ ଖଡ୍ଗ ରେ ବିନାଶ କରିବେ।

4 ସଦେିନ ପ୍ରେତ୍ୟକକ ଭବିଷ୍ଯତ-ବକ୍ତା ନିଜର କଳ୍ପିତ ଦର୍ଶନ ପାଇଁ ଲଜ୍ଜିତ ହବେେ। ସମାନେେ ଭବିଷ୍ଯତ୍ବକ୍ତାପରି ପ୍ରତାରିତ କରିବା ପାଇଁ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ।

5 ସହେି ଲୋକମାନେ କହିବେ, 'ମୁଁ ଜଣେ ଭବିଷ୍ଯଦ୍ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମାରେ ବାଲ୍ଯକାଳରୁ ମାରେ ଅଧିକାର ରେ ଅଛି।'

6 କିନ୍ତୁ ଅନ୍ଯଲୋକମାନେ କହିବେ, 'ତୁମ୍ଭର ହାତ ରେ ଏହି କ୍ଷତଗୁଡିକ କ'ଣ? ସେ ଉତ୍ତର ଦବେେ, 'ମୁଁ ମାେ ବନ୍ଧୁମାନଙ୍କ ଗୃହ ରେ କ୍ଷତ ବିକ୍ଷତ ହାଇେଥିଲି।'

7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ହେ ଖଡ୍ଗ, ୟାଅ! ଏବଂ ମଷେପାଳକ ଆମ୍ଭର ଘନିଷ୍ଠ ବନ୍ଧୁଙ୍କୁ ଆଘାତ କର। ମଷେପାଳକଙ୍କୁ ଆଘାତ କର, ଯେପରି ମଷେପଲ ପଳାଯନ କରିବେ। ଆମ୍ଭେ ଆପଣା ହସ୍ତ ସହେି କ୍ଷୁଦ୍ରମାନଙ୍କ ବିରୁଦ୍ଧ ରେ ଉଠାଇବା।

8 ଦେଶର ଦୁଇ ତୃତୀଯାଂଶ ଲୋକ ଚ୍ଛଦନେ ହବେେ ଓ ମୃତ୍ଯୁବରଣ କରିବେ। ମାତ୍ର ଏକ ତୃତୀଯାଂଶ ଜୀବିତ ରହିବେ।

9 ତା'ପ ରେ ଆମ୍ଭେ ସହେି ଏକ ତୃତୀଯାଂଶ ଲୋକଙ୍କୁ ଅଗ୍ନି ରେ ପରୀକ୍ଷା କରିବା। ଆମ୍ଭେ ସମାନଙ୍କେୁ ରୂପା ଯେପରି ନିର୍ମଳ ହୁଏ ସହେିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସହେି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସମାନେେ ଡାକିବେ ଏବଂ ଆମ୍ଭେ ସମାନଙ୍କେୁ ଉତ୍ତର ଦବୋ, 'ଏମାନେ ଆମ୍ଭର ଲୋକ', ଆଉ ସମାନେେ କହିବେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଅଟନ୍ତି।'

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close