Philemon 1:6 ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।
Philemon 1:6 in Other Translations
King James Version (KJV) That the communication of thy faith may become effectual by the acknowledging of every good thing which is in you in Christ Jesus.
American Standard Version (ASV) that the fellowship of thy faith may become effectual, in the knowledge of every good thing which is in you, unto Christ.
Bible in Basic English (BBE) That the faith which you have in common with them may be working with power, in the knowledge of every good thing in you, for Christ.
Darby English Bible (DBY) in such sort that thy participation in the faith should become operative in the acknowledgment of every good thing which is in us towards Christ [Jesus].
World English Bible (WEB) that the fellowship of your faith may become effective, in the knowledge of every good thing which is in us in Christ Jesus.
Young's Literal Translation (YLT) that the fellowship of thy faith may become working in the full knowledge of every good thing that `is' in you toward Christ Jesus;
That
ὅπως
hopōs
OH-pose
the
ἡ
ho
oh
communication
κοινωνία
koinōnia
koo-noh-NEE-ah
τῆς
ho
oh
faith
πίστεώς
pistis
PEE-stees
of thy
σου
sou
soo
effectual
ἐνεργὴς
energēs
ane-are-GASE
may become
γένηται
ginomai
GEE-noh-may
by
ἐν
en
ane
the acknowledging
ἐπιγνώσει
epignōsis
ay-PEE-gnoh-sees
of every
παντὸς
pas
pahs
good thing
ἀγαθοῦ
agathos
ah-ga-THOSE
which
τοῦ
ho
oh
is in
ἐν
en
ane
you
ὑμῖν
hymin
yoo-MEEN
in
εἰς
eis
ees
Christ
Χριστὸν
christos
hree-STOSE
Jesus.
Ἰησοῦν
iēsous
ee-ay-SOOS
Read Full Chapter :
Philemon 1
Cross Reference
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:9
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:9
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:25
ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହବେ, ସେଥି ରେ ସେ ମସ୍ତକ ନତକରି ପରମେଶ୍ବର ଯେ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ଏହା ସ୍ବୀକାର କରି ପରମେଶ୍ବରଙ୍କ ଉପାସନା କରିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:12
ଏହି ସବୋ ଯେଉଁଥି ରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ବାରା କବଳେ ଯେ ସାଧୁ ମାନଙ୍କର ଆବଶ୍ଯକତା ପୂରଣ ହୁଏ, ତା' ନୁହେଁ ବରଂ ପରମେଶ୍ବରଙ୍କ ପ୍ରତି ହୃଦୟ ଧନ୍ଯବାଦ ରେ ଉଚ୍ଛୁଳି ଉେଠ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:8
ଭାଇ ଓ ଭଉଣୀମାନେ ! ଯାହା ସତ୍ଯ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍ ଗୁଣ ଓ ପ୍ରଶଂସାର ଥାଏ, ସହେି ବିଷୟଗୁଡ଼ିକରେ ମନୋୟୋଗ କର।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 6:10
ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।
ଯାକୁବଙ୍କ ପତ୍ 2:17
ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।
ପିତରଙ୍କ ପ୍ରଥମ ପତ୍ 1:5
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
ପିତରଙ୍କ ପ୍ରଥମ ପତ୍ 2:12
ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
ପିତରଙ୍କ ପ୍ରଥମ ପତ୍ 3:16
କିନ୍ତୁ ତୁମ୍ଭେ ସମାନଙ୍କେୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ ଯେ, ତୁମ୍ଭେ ଠିକ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧ ରେ ମନ୍ଦ କଥା କହୁଛନ୍ତି, ସମାନେେ ଲଜ୍ଜିତ ହବେେ। ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସମାନେେ ମନ୍ଦ କଥାଗୁଡ଼ିକ କୁହନ୍ତି। ସମାନେେ ତୁମ୍ଭ ବିଷୟ ରେ ମନ୍ଦ କଥା କହିଥିବା ହତେୁ ଲଜ୍ଜିତ ହବେେ।
ପିତରଙ୍କ ଦିତୀୟ ପତ୍ର 1:8
ଯଦି ଏସମସ୍ତ ବିଷୟ ତୁମ୍ଭ ଭିତ ରେ ଅଛି ଓ ବୃଦ୍ଧି ପାଇ ଚାଲିଛି, ତା' ହେଲେ ତୁମ୍ଭେ କବେେ ହେଲେ ଶିଥିଳ ହବେ ନାହିଁ। ସଗେୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ରେ ପୂର୍ଣ୍ଣତା ପାଇବା ପାଇଁ କବେେ ହେଲେ ତୁମ୍ଭକୁ ମୂଲ୍ଯହୀନ ହବୋକୁ ଦବେ ନାହିଁ।
ଯାକୁବଙ୍କ ପତ୍ 2:14
ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !
ମାଥିଉଲିଖିତ ସୁସମାଚାର 5:16
ଲୋକଙ୍କ ଆଗ ରେ ତୁମ୍ଭମାନେେ ଆଲୋକ ଭଳି ପ୍ରକାଶିତ ହୁଅ। ସମାନେେ ତୁମ୍ଭର ଭଲ କାମଗୁଡିକ ଦେଖନ୍ତୁ ଓ ସ୍ବର୍ଗ ରେ ରହୁଥିବା ତୁମ୍ଭ ପରମ ପିତାଙ୍କ ପ୍ରଶଂସା ଗାନ କରନ୍ତୁ।
ପିତରଙ୍କ ପ୍ରଥମ ପତ୍ 3:1
ଠିକ୍ ସହେି ଭଳି ପତ୍ନୀମାନେ ନିଜ ନିଜର ପତିମାନଙ୍କର ଅଧିକାର ମାନିବା ଉଚିତ୍। ତା' ହେଲେ, ଯଦି ପତିମାନଙ୍କ ମଧ୍ଯରୁ କେତଜେଣ ପରମେଶ୍ବରଙ୍କ ଶିକ୍ଷା ମାନୁ ନାହାଁନ୍ତି, ସମାନଙ୍କେୁ ବିଶ୍ବାସ କରିବା ପାଇଁ ମନାଇପାରିବ। ତୁମ୍ଭେ କିଛି କହିବା ଦରକାର ହବେ ନାହିଁ। ସମାନେେ ସମାନଙ୍କେର ପତ୍ନୀଙ୍କ ଜୀବନ ଦେଖି ପ୍ରଭାବିତ ହବେେ।