Philippians 4

fullscreen10 ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତିତ ହାଇେଥିବାରୁ ମୁଁ ପ୍ରଭୁଙ୍କଠା ରେ ଆନନ୍ଦିତ। ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦଖାଇବୋ ପାଇଁ ସୁଯୋଗ ପାଇ ନ ଥିଲ।

fullscreen11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଚାହୁଁଛି। କାରଣ ମାରେବର୍ତ୍ତମାନ ଯାହା ଅଛି ଏବଂ ଯାହା ମାେ ପାଇଁ ଘଟୁଛି, ସେଥି ରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।

fullscreen12 ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତା ରେ କିପରି ରହିବାକୁ ହୁଏ, ତାହା ମଧ୍ଯ ମୁଁ ଜାଣେ। ପ୍ରେତ୍ୟକକ ସମୟରେ ଓ ପ୍ରେତ୍ୟକକ ଘଟଣା ରେ ଆନନ୍ଦିତ ହବୋର ରହସ୍ଯ ମୁଁ ଜାଣେ। ଯେତବେେଳେ ମାରେ ଖାଇବା ପାଇଁ ୟଥେଷ୍ଟ ଥାଏ କିଅବା ଯେତବେେଳେ ୟଥେଷ୍ଟ ନ ଥାଏ, ଯେତବେେଳେ ମାରେ ପ୍ରଚୁର ଥାଏ ବା ଯେତବେେଳେ ମାରେ ଅଭାବ ଥାଏ, ସେତବେେଳେ କିପରି ଆନନ୍ଦିତ ହାଇପୋରିବି, ତାହା ମୁଁ ଜାଣେ।

fullscreen13 ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।

fullscreen14 କିନ୍ତୁ ମାରେ ସାହାୟ୍ଯ ଦରକାର ଥିଲା ବେଳେ, ତୁମ୍ଭମାନେେ ମାେତେ ସାହାୟ୍ଯ କରି ଭଲ କରିଛ।

fullscreen15 ମୁଁ ଯେତବେେଳେ ସଠାେରେ ସୁସମାଚାର ପ୍ରଚାର ଆରମ୍ଭ କଲି, ସେତବେେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତବେେଳେ ମାକିଦନିଆ ଛାଡ଼ିଲି, ସେତବେେଳେ କବଳେ ତୁମ୍ଭର ମଣ୍ଡଳୀ ମାେତେ ସାହାୟ୍ଯ ଦଇେଥିଲା।

fullscreen16 ଥସେଲନୀକୀ ନଗର ରେ ଥିଲା ବେଳେ ତୁମ୍ଭମାନେେ ଅନକେ ଥର ମାରେ ଆବଶ୍ଯକତା ପୂରଣ କରିବାକୁ ଜିନିଷମାନ ପଠାଇଛ।

fullscreen17 ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।

fullscreen18 ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।

fullscreen19 ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।

fullscreen20 ଆମ୍ଭର ପରମେଶ୍ବରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!

fullscreen21 ଖ୍ରୀଷ୍ଟଙ୍କଠା ରେ ପରମେଶ୍ବରଙ୍କ ପ୍ରେତ୍ୟକକ ପବିତ୍ର ଲୋକକୁ ନମସ୍କାର। ମାେ ସହିତ ଥିବା ପରମେଶ୍ବରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

fullscreen22 ପରମେଶ୍ବରଙ୍କ ସମସ୍ତ ଲୋକ ଓ ବିଶଷେ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦ ରେ ଅଛନ୍ତି, ସହେି ବିଶ୍ବାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।

fullscreen23 ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।

10 But I rejoiced in the Lord greatly, that now at the last your care of me hath flourished again; wherein ye were also careful, but ye lacked opportunity.

11 Not that I speak in respect of want: for I have learned, in whatsoever state I am, therewith to be content.

12 I know both how to be abased, and I know how to abound: every where and in all things I am instructed both to be full and to be hungry, both to abound and to suffer need.

13 I can do all things through Christ which strengtheneth me.

14 Notwithstanding ye have well done, that ye did communicate with my affliction.

15 Now ye Philippians know also, that in the beginning of the gospel, when I departed from Macedonia, no church communicated with me as concerning giving and receiving, but ye only.

16 For even in Thessalonica ye sent once and again unto my necessity.

17 Not because I desire a gift: but I desire fruit that may abound to your account.

18 But I have all, and abound: I am full, having received of Epaphroditus the things which were sent from you, an odour of a sweet smell, a sacrifice acceptable, wellpleasing to God.

19 But my God shall supply all your need according to his riches in glory by Christ Jesus.

20 Now unto God and our Father be glory for ever and ever. Amen.

21 Salute every saint in Christ Jesus. The brethren which are with me greet you.

22 All the saints salute you, chiefly they that are of Caesar’s household.

23 The grace of our Lord Jesus Christ be with you all. Amen.

Philippians 4 in Tamil and English

10 ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତିତ ହାଇେଥିବାରୁ ମୁଁ ପ୍ରଭୁଙ୍କଠା ରେ ଆନନ୍ଦିତ। ତୁମ୍ଭମାନେେ ମାେ ବିଷୟ ରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦଖାଇବୋ ପାଇଁ ସୁଯୋଗ ପାଇ ନ ଥିଲ।
But I rejoiced in the Lord greatly, that now at the last your care of me hath flourished again; wherein ye were also careful, but ye lacked opportunity.

11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଚାହୁଁଛି। କାରଣ ମାରେବର୍ତ୍ତମାନ ଯାହା ଅଛି ଏବଂ ଯାହା ମାେ ପାଇଁ ଘଟୁଛି, ସେଥି ରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି।
Not that I speak in respect of want: for I have learned, in whatsoever state I am, therewith to be content.

12 ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତା ରେ କିପରି ରହିବାକୁ ହୁଏ, ତାହା ମଧ୍ଯ ମୁଁ ଜାଣେ। ପ୍ରେତ୍ୟକକ ସମୟରେ ଓ ପ୍ରେତ୍ୟକକ ଘଟଣା ରେ ଆନନ୍ଦିତ ହବୋର ରହସ୍ଯ ମୁଁ ଜାଣେ। ଯେତବେେଳେ ମାରେ ଖାଇବା ପାଇଁ ୟଥେଷ୍ଟ ଥାଏ କିଅବା ଯେତବେେଳେ ୟଥେଷ୍ଟ ନ ଥାଏ, ଯେତବେେଳେ ମାରେ ପ୍ରଚୁର ଥାଏ ବା ଯେତବେେଳେ ମାରେ ଅଭାବ ଥାଏ, ସେତବେେଳେ କିପରି ଆନନ୍ଦିତ ହାଇପୋରିବି, ତାହା ମୁଁ ଜାଣେ।
I know both how to be abased, and I know how to abound: every where and in all things I am instructed both to be full and to be hungry, both to abound and to suffer need.

13 ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।
I can do all things through Christ which strengtheneth me.

14 କିନ୍ତୁ ମାରେ ସାହାୟ୍ଯ ଦରକାର ଥିଲା ବେଳେ, ତୁମ୍ଭମାନେେ ମାେତେ ସାହାୟ୍ଯ କରି ଭଲ କରିଛ।
Notwithstanding ye have well done, that ye did communicate with my affliction.

15 ମୁଁ ଯେତବେେଳେ ସଠାେରେ ସୁସମାଚାର ପ୍ରଚାର ଆରମ୍ଭ କଲି, ସେତବେେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତବେେଳେ ମାକିଦନିଆ ଛାଡ଼ିଲି, ସେତବେେଳେ କବଳେ ତୁମ୍ଭର ମଣ୍ଡଳୀ ମାେତେ ସାହାୟ୍ଯ ଦଇେଥିଲା।
Now ye Philippians know also, that in the beginning of the gospel, when I departed from Macedonia, no church communicated with me as concerning giving and receiving, but ye only.

16 ଥସେଲନୀକୀ ନଗର ରେ ଥିଲା ବେଳେ ତୁମ୍ଭମାନେେ ଅନକେ ଥର ମାରେ ଆବଶ୍ଯକତା ପୂରଣ କରିବାକୁ ଜିନିଷମାନ ପଠାଇଛ।
For even in Thessalonica ye sent once and again unto my necessity.

17 ମୁଁ ତୁମ୍ଭ ଉପହାର ପାଇଁ ଲାଳାଯିତ ନୁହେଁ କିନ୍ତୁ ମୁଁ ଚା ହେଁ ଯେ, ଦବୋ ଦ୍ବାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।
Not because I desire a gift: but I desire fruit that may abound to your account.

18 ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।
But I have all, and abound: I am full, having received of Epaphroditus the things which were sent from you, an odour of a sweet smell, a sacrifice acceptable, wellpleasing to God.

19 ପରମେଶ୍ବର ସଗେୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନ ରେ ମାେ ପରମେଶ୍ବର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ଯକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତାଙ୍କ ଧନର ବ୍ଯବହାର କରିବେ।
But my God shall supply all your need according to his riches in glory by Christ Jesus.

20 ଆମ୍ଭର ପରମେଶ୍ବରଙ୍କ ମହିମା ଗୌରବ ସଦାସର୍ବଦା ହେଉ। ଆମେନ୍!
Now unto God and our Father be glory for ever and ever. Amen.

21 ଖ୍ରୀଷ୍ଟଙ୍କଠା ରେ ପରମେଶ୍ବରଙ୍କ ପ୍ରେତ୍ୟକକ ପବିତ୍ର ଲୋକକୁ ନମସ୍କାର। ମାେ ସହିତ ଥିବା ପରମେଶ୍ବରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
Salute every saint in Christ Jesus. The brethren which are with me greet you.

22 ପରମେଶ୍ବରଙ୍କ ସମସ୍ତ ଲୋକ ଓ ବିଶଷେ ଭାବରେ ଯେଉଁମାନେ କାଇସରଙ୍କ ପ୍ରାସାଦ ରେ ଅଛନ୍ତି, ସହେି ବିଶ୍ବାସୀମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଇଛନ୍ତି।
All the saints salute you, chiefly they that are of Caesar’s household.

23 ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।
The grace of our Lord Jesus Christ be with you all. Amen.