Philippians 4:9 ମାଠାରୁେ ଯାହା ସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମାେତେ ଯାହାସବୁ କରିଥିବା ଦେଖିଛ, ସଗେୁଡ଼ିକୁ କର। ଶାନ୍ତିଦାତା ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
Philippians 4:9 in Other Translations
King James Version (KJV) Those things, which ye have both learned, and received, and heard, and seen in me, do: and the God of peace shall be with you.
American Standard Version (ASV) The things which ye both learned and received and heard and saw in me, these things do: and the God of peace shall be with you.
Bible in Basic English (BBE) The things which came to you by my teaching and preaching, and which you saw in me, these things do, and the God of peace will be with you.
Darby English Bible (DBY) What ye have both learned, and received, and heard, and seen in me, these things do; and the God of peace shall be with you.
World English Bible (WEB) The things which you learned, received, heard, and saw in me: do these things, and the God of peace will be with you.
Young's Literal Translation (YLT) the things that also ye did learn, and receive, and hear, and saw in me, those do, and the God of the peace shall be with you.
which
ἃ
hos
ose
both
καὶ
kai
kay
ye have learned,
ἐμάθετε
manthanō
mahn-THA-noh
and
καὶ
kai
kay
received,
παρελάβετε
paralambanō
pa-ra-lahm-VA-noh
and
καὶ
kai
kay
heard,
ἠκούσατε
akouō
ah-KOO-oh
and
καὶ
kai
kay
seen
εἴδετε
eidō
EE-thoh
in
ἐν
en
ane
me,
ἐμοί
emoi
ay-MOO
Those things,
ταῦτα
tauta
TAF-ta
do:
πράσσετε·
prassō
PRAHS-soh
and
καὶ
kai
kay
the
ὁ
ho
oh
God
θεὸς
theos
thay-OSE
τῆς
ho
oh
of peace
εἰρήνης
eirēnē
ee-RAY-nay
shall be
ἔσται
esomai
A-soh-may
with
μεθ'
meta
may-TA
you.
ὑμῶν
hymōn
yoo-MONE
Read Full Chapter :
Philippians 4
Cross Reference
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:17
ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମାେ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦଖାଇେଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସହେି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସମାନଙ୍କେୁ ଅନୁସରଣ କର।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:7
ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:33
ଶାନ୍ତିଦାତା ପରମେଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ। ଆମେନ୍।
ପିତରଙ୍କ ଦିତୀୟ ପତ୍ର 1:10
ମାେ ଭାଇ ଭଉଣୀମାନେ, ପରମେଶ୍ବର ତୁମ୍ଭକୁ ଡ଼ାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ୟ୍ଯ ଦ୍ବାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ବରଙ୍କ ଦ୍ବାରା ଡ଼କା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ୟ୍ଯ କଲେ ତୁମ୍ଭେ କବେେ ହେଲେ ଝୁଣ୍ଟିବ ନାହିଁ।
ମାଥିଉଲିଖିତ ସୁସମାଚାର 7:24
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:1
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମାରେ କେତକେ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ବରଙ୍କୁ ପ୍ରସନ୍ନ କରିପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟ ରେ ଆମ୍ଭମାନେେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭମାନେେ ସହେିଭଳି ଜୀବନଯାପନ କରୁଛ। ପ୍ରଭୁଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସହେିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ଯ କରୁଛୁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:11
ଭାଇ ଓ ଭଉଣୀମାନେ ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:20
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
ଲୂକଲିଖିତ ସୁସମାଚାର 8:21
କିନ୍ତୁ ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ମାରେ ମାଆ ଏ ଭାଇମାନେ ହେଉଛନ୍ତି ସହେିମାନେ, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।
ଯୋହନଲିଖିତ ସୁସମାଚାର 2:5
ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।
ଯୋହନଲିଖିତ ସୁସମାଚାର 13:17
ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।
ଯୋହନଲିଖିତ ସୁସମାଚାର 15:14
ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 9:6
ଏବେ ଉଠ ଓ ନଗରକୁ ଯାଅ। ସଠାେରେ ତୁମ୍ଭକୁ କ'ଣ କରିବାକୁ ହବେ, ତାହା ତୁମ୍ଭକୁ ଜଣେ କହିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:31
ଅତଏବ, ଯେତବେେଳେ ତୁମ୍ଭମାନେେ ଖାଅ, ପିଅ ବା ଅନ୍ୟ ଯାହା କିଛି କର, ପରମେଶ୍ବରଙ୍କ ମହିମା ପାଇଁ କରିବା ଉଚିତ୍।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:33
ପରମେଶ୍ବର ବିଶୃଙ୍ଖଳାର ପରମେଶ୍ବର ନୁହଁନ୍ତି, କିନ୍ତୁ ସେ ଶାନ୍ତିର ପରମେଶ୍ବର ଅଟନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:19
ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:6
ଏବେ ତୁମ୍ଭମାନେେ ମଧ୍ଯ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହାଇଯୋଇଛ। ଅତ୍ଯଧିକ କଷ୍ଟ ପାଇଲା ପରେ ମଧ୍ଯ ତୁମ୍ଭମାନେେ ସହେି ଶିକ୍ଷାକୁ ଆନନ୍ଦ ରେ ଗ୍ରହଣ କରିଛ। ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।
ଦିତୀୟ ବିବରଣ 5:1
ମାଶାେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ଶକ୍ସ୍ଟଣ ମୁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ଯବସ୍ଥା ଓ ବିଧି ସବୁ କହକ୍ସ୍ଟଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:14
ଭାଇ ଓ ଭଉଣୀମାନେ! ତୁମ୍ଭମାନେେ ୟିହୂଦା ରେ290 ଥିବା ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବରଙ୍କ ମଣ୍ଡଳୀଗୁଡ଼ିକର ଲୋକମାନଙ୍କ ଭଳି ହାଇେଛ। ୟିହୂଦା ରେ ପରମେଶ୍ବରଙ୍କ ଲୋକମାନେ ଅନ୍ୟ ଯିହୂଦୀମାନଙ୍କଠାରୁ ଯାତନା ଭୋଗ କରିଥିଲେ। ତୁମ୍ଭମାନେେ ନିଜ ଦେଶର ଲୋକମାନଙ୍କଠାରୁ ମଧ୍ଯ ସହେିଭଳି ଯାତନା ପାଇଛ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:23
ପରମେଶ୍ବରଙ୍କଠା ରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସହେି ଶାନ୍ତିର ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରିନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ବ - ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର - ମନ୍ଦରହିତ ହାଇେ ସୁରକ୍ଷିତ ରହୁ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:4
ତୁମ୍ଭମାନଙ୍କୁ କୁହାୟାଇଥିବା କାମସବୁ ତୁମ୍ଭମାନେେ କରୁଛ ବୋଲି ପରମେଶ୍ବର ଆମ୍ଭକୁ ନିଶ୍ଚିତ ଭାବେ ଉପଲବଧି କରାଇଛନ୍ତି। ଆମ୍ଭେ ଜାଣିଛୁ ଯେ, ତୁମ୍ଭମାନେେ ଏହି କାମ ସବୁ କରି ଚାଲିଥିବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:6
ଭାଇ ଓ ଭଉଣୀମାନେ ! ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରୁ ମିଳିଥିବା ଅଧିକାର ବଳ ରେ, କାମ କରିବାକୁ ମନା କରୁଥିବା ବିଶ୍ବାସୀ ଭାଇମାନଙ୍କଠାରୁ ଦୂର ରେ ରହିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଆଦେଶ ଦେଉଛୁ। କୌଣସି କାମ କରିବା ପାଇଁ ଚାହୁଁ ନ ଥିବା ଲୋକମାନେ ଆମ୍ଭଠାରୁ ଗ୍ରହଣ କରିଥିବା ଶିକ୍ଷାଗୁଡ଼ିକୁ ମାନୁ ନାହାଁନ୍ତି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:22
ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:20
ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।
ଯାକୁବଙ୍କ ପତ୍ 1:22
ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।
ଯୋହନଙ୍କ ପ୍ରଥମ ପତ୍ର 3:22
ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:2
ତୁମ୍ଭମାନଙ୍କ ପାଖକୁ ୟିବା ପୂର୍ବରୁ ଫିଲିପ୍ପୀଠା ରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟ ରେ ତୁମ୍ଭମାନେେ ଜାଣିଛ। ଆମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତବେେଳେ ଅନକେ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ବରଙ୍କ ସାହାୟ୍ଯରୁ ଆମ୍ଭେ ସାହସୀ ହାଇେ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଚାର କହିବା ପାଇଁ ସେ ଆମ୍ଭକୁ ସାହାୟ୍ଯ କଲେ।
ଯିଶାଇୟ 8:10
ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।
ଯିଶାଇୟ 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ମାଥିଉଲିଖିତ ସୁସମାଚାର 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ମାଥିଉଲିଖିତ ସୁସମାଚାର 5:19
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।
ମାଥିଉଲିଖିତ ସୁସମାଚାର 7:21
ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।
ମାଥିଉଲିଖିତ ସୁସମାଚାର 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ଲୂକଲିଖିତ ସୁସମାଚାର 6:46
ତୁମ୍ଭମାନେେ ମାେତେ କାହିଁକି 'ପ୍ରଭୁ', ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭମାନେେ ତ ତାହା କରୁ ନାହଁ?