Proverbs 1

fullscreen8 ହେ ମାରେ ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତବେେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ଯାଗ କର ନାହିଁ।

fullscreen9 ତୁମ୍ଭର ପିତା ଓ ମାତା, ଯାହା କିଛି ଶିକ୍ଷା ଦିଅନ୍ତି, ସହେି ବାକ୍ଯଗୁଡ଼ିକ ତୁମ୍ଭର ପାଇଁ ଆଶୀର୍ବାଦ ଫୁଲମାଳ ପରି ଅଟେ ଏବଂ ତୁମ୍ଭର ଗଳା ପାଇଁ ହାର ଅଟେ।

fullscreen10 ହେ ମାରେ ପୁତ୍ର, ପାପୀମାନେ ପାପକର୍ମ କରିବାକୁ ଭଲ ପାଆନ୍ତି ଏବଂ ସହେିପରି ଲୋକମାନେ ତୁମ୍ଭକୁ କୁକାର୍ୟ୍ଯ କରାଇବାକୁ ପ୍ରବର୍ତ୍ତାଇବେ। ସମାନଙ୍କେୁ ତୁମ୍ଭର ସମ୍ମତି ଦିଅ ନାହିଁ।

fullscreen11 ସହେି ଲୋକମାନେ ତୁମ୍ଭକୁ କହିପାରନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭମାନେେ ରକ୍ତପାଦ କରିବାକୁ ଚାହିଁ ବସୁ। ନିର୍ଦ୍ଦୋଶମାନଙ୍କୁ ବିନା କାରଣ ରେ ଧରିବାକୁ ଗୁପ୍ତ ରେ ଲୁଚି ରହୁ।

fullscreen12 ଆମ୍ଭମାନେେ ସମାନଙ୍କେୁ ହତ୍ଯା କରିବା। ଆମ୍ଭମାନେେ ସମାନଙ୍କେୁ ମୃତ୍ଯୁର ସ୍ଥାନକୁ ପଠାଇବା। ଆମ୍ଭମାନେେ ସମାନଙ୍କେୁ ବିନାଶ କରି କବରକୁ ପଠାଇବା।

fullscreen13 ଆମ୍ଭମାନେେ ତହିଁରୁ ସବୁପ୍ରକାର ବହୁମୂଲ୍ଯ ଧନ ପାଇବା। ଲୁଟିତ ଦ୍ରବ୍ଯ ରେ ଆମ୍ଭମାନଙ୍କର ଗୃହକୁ ପରିପୂର୍ଣ୍ଣ କରିବା।

fullscreen14 ତେଣୁ ଆସ ଆମ୍ଭମାନଙ୍କ ସହିତ ଯୋଗ ଦିଅ, ଏବଂ ଆମ୍ଭେ ସମସ୍ତେ ଯାହା ପାଇବା ତାହା ବାଣ୍ଟ କରିବା।

fullscreen15 ହେ ମାରେ ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ।

fullscreen16 ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।

fullscreen17 ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥାନ୍ତି। କିନ୍ତୁ କୌଣସି ପକ୍ଷୀ ଆଗ ରେ ଜାଲ ବିଛାଇବା ବ୍ଯର୍ଥ ଅଟେ।

fullscreen18 ତେଣୁ ଏହି ଲୋକମାନେ ଗୁପ୍ତ ରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ଯା କରିବା ପାଇଁ। କିନ୍ତୁ ବାସ୍ତବ ରେ ସମାନେେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥାନ୍ତି।

fullscreen19 ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।

8 My son, hear the instruction of thy father, and forsake not the law of thy mother:

9 For they shall be an ornament of grace unto thy head, and chains about thy neck.

10 My son, if sinners entice thee, consent thou not.

11 If they say, Come with us, let us lay wait for blood, let us lurk privily for the innocent without cause:

12 Let us swallow them up alive as the grave; and whole, as those that go down into the pit:

13 We shall find all precious substance, we shall fill our houses with spoil:

14 Cast in thy lot among us; let us all have one purse:

15 My son, walk not thou in the way with them; refrain thy foot from their path:

16 For their feet run to evil, and make haste to shed blood.

17 Surely in vain the net is spread in the sight of any bird.

18 And they lay wait for their own blood; they lurk privily for their own lives.

19 So are the ways of every one that is greedy of gain; which taketh away the life of the owners thereof.

Proverbs 1 in Tamil and English

8 ହେ ମାରେ ପୁତ୍ର, ତୁମ୍ଭର ପିତାଙ୍କର ଉପଦେଶ ଶୁଣ, ଯେତବେେଳେ ସେ ତୁମ୍ଭକୁ ଶୃଙ୍ଖଳିତ କରନ୍ତି ଏବଂ ତୁମ୍ଭ ମାତାଙ୍କର ଉପଦେଶ ପରିତ୍ଯାଗ କର ନାହିଁ।
My son, hear the instruction of thy father, and forsake not the law of thy mother:

9 ତୁମ୍ଭର ପିତା ଓ ମାତା, ଯାହା କିଛି ଶିକ୍ଷା ଦିଅନ୍ତି, ସହେି ବାକ୍ଯଗୁଡ଼ିକ ତୁମ୍ଭର ପାଇଁ ଆଶୀର୍ବାଦ ଫୁଲମାଳ ପରି ଅଟେ ଏବଂ ତୁମ୍ଭର ଗଳା ପାଇଁ ହାର ଅଟେ।
For they shall be an ornament of grace unto thy head, and chains about thy neck.

10 ହେ ମାରେ ପୁତ୍ର, ପାପୀମାନେ ପାପକର୍ମ କରିବାକୁ ଭଲ ପାଆନ୍ତି ଏବଂ ସହେିପରି ଲୋକମାନେ ତୁମ୍ଭକୁ କୁକାର୍ୟ୍ଯ କରାଇବାକୁ ପ୍ରବର୍ତ୍ତାଇବେ। ସମାନଙ୍କେୁ ତୁମ୍ଭର ସମ୍ମତି ଦିଅ ନାହିଁ।
My son, if sinners entice thee, consent thou not.

11 ସହେି ଲୋକମାନେ ତୁମ୍ଭକୁ କହିପାରନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭମାନେେ ରକ୍ତପାଦ କରିବାକୁ ଚାହିଁ ବସୁ। ନିର୍ଦ୍ଦୋଶମାନଙ୍କୁ ବିନା କାରଣ ରେ ଧରିବାକୁ ଗୁପ୍ତ ରେ ଲୁଚି ରହୁ।
If they say, Come with us, let us lay wait for blood, let us lurk privily for the innocent without cause:

12 ଆମ୍ଭମାନେେ ସମାନଙ୍କେୁ ହତ୍ଯା କରିବା। ଆମ୍ଭମାନେେ ସମାନଙ୍କେୁ ମୃତ୍ଯୁର ସ୍ଥାନକୁ ପଠାଇବା। ଆମ୍ଭମାନେେ ସମାନଙ୍କେୁ ବିନାଶ କରି କବରକୁ ପଠାଇବା।
Let us swallow them up alive as the grave; and whole, as those that go down into the pit:

13 ଆମ୍ଭମାନେେ ତହିଁରୁ ସବୁପ୍ରକାର ବହୁମୂଲ୍ଯ ଧନ ପାଇବା। ଲୁଟିତ ଦ୍ରବ୍ଯ ରେ ଆମ୍ଭମାନଙ୍କର ଗୃହକୁ ପରିପୂର୍ଣ୍ଣ କରିବା।
We shall find all precious substance, we shall fill our houses with spoil:

14 ତେଣୁ ଆସ ଆମ୍ଭମାନଙ୍କ ସହିତ ଯୋଗ ଦିଅ, ଏବଂ ଆମ୍ଭେ ସମସ୍ତେ ଯାହା ପାଇବା ତାହା ବାଣ୍ଟ କରିବା।
Cast in thy lot among us; let us all have one purse:

15 ହେ ମାରେ ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ।
My son, walk not thou in the way with them; refrain thy foot from their path:

16 ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।
For their feet run to evil, and make haste to shed blood.

17 ପକ୍ଷୀମାନଙ୍କୁ ଧରିବା ପାଇଁ ଲୋକମାନେ ଜାଲ ବିଛାଇ ଥାନ୍ତି। କିନ୍ତୁ କୌଣସି ପକ୍ଷୀ ଆଗ ରେ ଜାଲ ବିଛାଇବା ବ୍ଯର୍ଥ ଅଟେ।
Surely in vain the net is spread in the sight of any bird.

18 ତେଣୁ ଏହି ଲୋକମାନେ ଗୁପ୍ତ ରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ଯା କରିବା ପାଇଁ। କିନ୍ତୁ ବାସ୍ତବ ରେ ସମାନେେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥାନ୍ତି।
And they lay wait for their own blood; they lurk privily for their own lives.

19 ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
So are the ways of every one that is greedy of gain; which taketh away the life of the owners thereof.