Proverbs 11 - WEB (Oriya)
1 A false balance is an abomination to Yahweh, But accurate weights are his delight.ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।
2 When pride comes, then comes shame, But with humility comes wisdom.ଗର୍ବ ଲଜ୍ଜା ଆଣେ, କିନ୍ତୁ ନମ୍ରତା ଜ୍ଞାନ ଆଣେ।
3 The integrity of the upright shall guide them, But the perverseness of the treacherous shall destroy them.ସତ୍ଯପ୍ରିଯ ଲୋକମାନଙ୍କର ସରଳତା ସମାନଙ୍କେୁ ପଥ ଦଖାଇବେ, କିନ୍ତୁ ବିଶ୍ବାସଘାତ ଲୋକମାନଙ୍କ କୁଟିଳାଚରଣ ସମାନଙ୍କେୁ ନାଶ କରିବ।
4 Riches don't profit in the day of wrath, But righteousness delivers from death.ପ୍ରଭୁଙ୍କ କୋରଧର ଦିନ ରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ଯୁରୁ ରକ୍ଷା ପାଇବ।
5 The righteousness of the blameless will direct his way, But the wicked shall fall by his own wickedness.ସତ୍ଯପ୍ରିଯ ଲୋକମାନଙ୍କର ଧାର୍ମିକତା ତାହାର ପଥ ପ୍ରଦର୍ଶକ ହବେ। କିନ୍ତୁ ଦୁଷ୍ଟର ଦରଜା ସମାନଙ୍କେ ଦୁଷ୍ଟତା ଦ୍ବାରା ଧ୍ବଂସ ହବେ।
6 The righteousness of the upright shall deliver them, But the unfaithful will be trapped by evil desires.ସତ୍ଯପ୍ରିଯ ଲୋକମାନଙ୍କର ଧାର୍ମିକତା ସମାନଙ୍କେୁ ଉଦ୍ଧାର କରେ। କିନ୍ତୁ ବିଶ୍ବାସଘାତକ ଲୋକ ସମାନଙ୍କେ ଅଭିଳାଷ ଦ୍ବାରା ଧରା ପଡ଼ିବେ।
7 When a wicked man dies, hope perishes, And expectation of power comes to nothing.ଯେତବେେଳେ ଦୁଷ୍ଟ ମ ରେ ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ଧ୍ବଂସ ହୁଏ।
8 A righteous person is delivered out of trouble, And the wicked takes his place.ଜଣେ ଧାର୍ମିକ ମନୁଷ୍ଯ ସମସ୍ଯାରୁ ରକ୍ଷା ପାଏ ଏବଂ ତା ବଦଳ ରେ ଏହା ଦୁଷ୍ଟ ମନୁଷ୍ଯ ଉପରକୁ ଆ ସେ।
9 With his mouth the godless man destroys his neighbor, But the righteous will be delivered through knowledge.ଜଣେ ଦୁଷ୍ଟ ମନୁଷ୍ଯ ତା'ର କୁବାକ୍ଯଗୁଡ଼ିକରେ ତା'ର କୁମୁଖ ରେ ପ୍ରତିବେଶୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସମାନଙ୍କେର ଜ୍ଞାନର ସହିତ ସମାନଙ୍କେୁ ରକ୍ଷା କରନ୍ତି।
10 When it goes well with the righteous, the city rejoices. When the wicked perish, there is shouting.ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ। ମାତ୍ର ଦୁଷ୍ଟର ବିନାଶ ହେଲେ ଜଯଧ୍ବନି ହୁଏ।
11 By the blessing of the upright, the city is exalted, But it is overthrown by the mouth of the wicked.ନିଷ୍ଠାପର ଲୋକମାନେ ଆଶୀର୍ବାଦ କରନ୍ତି ଯେତବେେଳେ ଗୋଟିଏ ନଗର ଉତ୍ପନ୍ନ ହୁଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର କଥାଗୁଡ଼ିକ ଏହାର ବିନାଶ ଆଣେ।
12 One who despises his neighbor is void of wisdom, But a man of understanding holds his peace.ୟିଏ ଆପଣାର ପ୍ରତିବେଶୀକୁ ତାଛଲ୍ଯ ମନୋଭାବ ଦଖାେଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହାଇେ ରହେ।
13 One who brings gossip betrays a confidence, But one who is of a trustworthy spirit is one who keeps a secret.କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ୟାଏ ବିଶ୍ବାସ ରେ ବିଶ୍ବାସଘାତକତା କରେ। କିନ୍ତୁ ଜଣେ ବିଶ୍ବସନୀଯ ଲୋକ ଗୁପ୍ତକଥା ଲୁଚାଇ ରେଖ।
14 Where there is no wise guidance, the nation falls, But in the multitude of counselors there is victory.ଗୋଟିଏ ଜାତି ଠିକ୍ ଦଖାେଶୁଣା ଅଭାବ ୟୋଗୁ ଧ୍ବଂସ ହାଇେଥାଏ, କିନ୍ତୁ ବହୁତ ଉପଦେଷ୍ଟାମାନଙ୍କ ଦ୍ବାରା ସଫଳତା ଆସିଥାଏ।
15 He who is collateral for a stranger will suffer for it, But he who refuses pledges of collateral is secure.ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ଯ କ୍ଲେଶ ପାଏ। ମାତ୍ର ଲଗା ହବୋକୁ ଯେ ଘୃଣା କରେ ସେ ନିରାପଦ ରେ ଥାଏ।
16 A gracious woman obtains honor, But violent men obtain riches.ଅନୁଗ୍ରହ ସ୍ତ୍ରୀ ଗୌରବ ଧରି ରେଖ, ପୁଣି ଦୁଷ୍ଟ ଲୋକେ ସମ୍ପତ୍ତି ଧରି ରଖନ୍ତି।
17 The merciful man does good to his own soul, But he who is cruel troubles his own flesh.ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ। ମାତ୍ର ଯେ ନିର୍ଦ୍ଦଯ ସେ ଆପଣା ଶରୀରକୁ ଦୁଃଖ ଦିଏ।
18 Wicked people earn deceitful wages, But one who sows righteousness reaps a sure reward.ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।
19 He who is truly righteous gets life. He who pursues evil gets death.ଯେଉଁ ଲୋକ ଧାର୍ମିକତା ରେ ଅଟଳ ଥାଏ, ସେ ବଞ୍ଚି ରହିବ, ମାତ୍ର ୟିଏ କୁକର୍ମର ପଛ ରେ ୟାଏ, ସେ ଆପଣାର ମୃତ୍ଯୁ ଘଟାଇବ।
20 Those who are perverse in heart are an abomination to Yahweh, But those whose ways are blameless are his delight.ଜଣେ ପ୍ରବଞ୍ଚକ ମନୁଷ୍ଯ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ହୁଏ, କିନ୍ତୁ ୟିଏ ନିଷ୍ଠାପର ଜୀବନ ୟାପନ କରେ, ପ୍ରଭୁ ତା'କୁ ଭଲ ପାଆନ୍ତି।
21 Most assuredly, the evil man will not be unpunished, But the seed of the righteous will be delivered.ଏହା ନିଶ୍ଚିତ ସତ୍ଯ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ।
22 Like a gold ring in a pig's snout, Is a beautiful woman who lacks discretion.ଯଦି ଜଣେ ସ୍ତ୍ରୀ ସୁନ୍ଦର, କିନ୍ତୁ ସେ ଦୁଷ୍ଟ ଏହା ଠିକ୍ ସହେିପରି ଯେପରି ଘୁଷୁରିର ଥୋମଣି ରେ ସୁବର୍ଣ୍ଣ ଥାଏ।
23 The desire of the righteous is only good. The expectation of the wicked is wrath.ଧାର୍ମିକମାନଙ୍କର ବାଞ୍ଛାର ଫଳ କବଳେ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କୋର୍ଧ ଅଟେ।
24 There is one who scatters, and increases yet more. There is one who withholds more than is appropriate, but gains poverty.କହେି କହେି ଦାନ କରି ଆହୁରି ଧନ ବଢ଼ାନ୍ତି। ପୁଣି କହେି କହେି ଉଚିତ୍ ବ୍ଯଯ ଅସ୍ବୀକାର କଲେ ହେଁ ତହିଁରୁ କବଳେ ଅଭାବ ଜନ୍ମେ।
25 The liberal soul shall be made fat. He who waters shall be watered also himself.ଯେଉଁମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରନ୍ତି, ସମାନେେ ଉନ୍ନତି କରିବେ ଏବଂ ସେ ୟିଏ ଅନ୍ୟମାନଙ୍କର ଶୋଷ ମେଣ୍ଟାଏ ତା'ର ଶୋଷ ମେଣ୍ଟା ହବେ।
26 People curse someone who withholds grain, But blessing will be on the head of him who sells it.ଜଣେ ବ୍ଯକ୍ତି ୟିଏ ତା'ର ଶସ୍ଯ ବିକ୍ରୀ କରିବାକୁ ମନ କରେ, ତାହାକୁ ଲୋକମାନେ ଅଭିଶାପ ଦବେେ। କିନ୍ତୁ ଯେକହେି ଶସ୍ଯ ବିକ୍ରଯ କରେ ଇଚ୍ଛା ଏବଂ ନ୍ଯାଯ ସହିତ ତା'ର ମସ୍ତକକୁ ଆଶୀର୍ବାଦ ମିଳେ।
27 He who diligently seeks good seeks favor, But he who searches after evil, it shall come to him.ଯେଉଁ ବ୍ଯକ୍ତି ଯତ୍ନ ରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ। ପୁଣି ଯେ ଅନ୍ୟର ମନ୍ଦ କରିବାକୁ ଚା ହେଁ, ତା' ପ୍ରତି ସହେିପରି ଘଟେ।
28 He who trusts in his riches will fall, But the righteous shall flourish as the green leaf.ଆପଣା ଧନ ରେ ଯେ ନିର୍ଭର ରେଖ, ସେ ସତଜେ ପତ୍ରପରି ବଞ୍ଚେ। ମାତ୍ର ଧାର୍ମିକ ଲୋକ ସତଜେ ପତ୍ରପରି ପ୍ରଫୁଲ୍ଲ ହବେ।
29 He who troubles his own house shall inherit the wind. The foolish shall be servant to the wise of heart.ଜଣେ ୟିଏ ଆପଣା ପରିବାରକୁ ସମସ୍ଯାର କାରଣ ହୁଏ, କିଛି ଅଧିକାର ପାଏ ନାହିଁ। ପୁଣି ସେ ଜଣେ ଅଜ୍ଞାନୀ ବିଜ୍ଞ ବ୍ଯକ୍ତିର ଦାସ ହବେ।
30 The fruit of the righteous is a tree of life. He who is wise wins souls.ଧାର୍ମିକ ବ୍ଯକ୍ତିର ଫଳ ଜୀବନଦାୟକ ବୃକ୍ଷ ଅଟେ। ଜଣେ ୟିଏ ଜ୍ଞାନୀ ଲୋକମାନଙ୍କର ଜୀବନ ଲାଭ କରେ।
31 Behold, the righteous shall be repaid in the earth; How much more the wicked and the sinner!ଭଲ ଲୋକମାନେ ପୃଥିବୀ ରେ ପୁରସ୍କୃତ ହବେେ, ଦୁଷ୍ଟ ପାପୀଗଣ ତାଙ୍କର ପାପ ଭୋଗ କରିବେ।
Oriya Bible