Bible

Proverbs 16 - BBE (Oriya)

1 The designs of the heart are man's, but the answer of the tongue comes from the Lord.ମନୁଷ୍ଯ କଳ୍ପନା କରେ। କିନ୍ତୁ ନିର୍ଣ୍ଣଯ ସଦାପ୍ରଭୁଙ୍କ ପାଖରୁ ଆ ସେ।

2 All a man's ways are clean to himself; but the Lord puts men's spirits into his scales.ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।

3 Put your works into the hands of the Lord, and your purposes will be made certain.ସଦାପ୍ରଭୁଙ୍କଠା ରେ ତୁମ୍ଭର ସମସ୍ତ କାର୍ୟ୍ଯ ସମର୍ପଣ କର। ତବେେ ତୁମ୍ଭେ ସବୁ କାର୍ୟ୍ଯ ରେ ଜଯୟୁକ୍ତ ହବେ।

4 The Lord has made everything for his purpose, even the sinner for the day of evil.ସଦାପ୍ରଭୁ ପ୍ରେତ୍ୟକକ ବିଷଯକୁ ତହିଁର ନିଜ ଉଦ୍ଦେଶ୍ଯ ସାଧନ ନିମନ୍ତେ କରିଅଛନ୍ତି। ସଦାପ୍ରଭୁଙ୍କ ବିଚାର ରେ ଦୁଷ୍ଟମାନେ ବିନାଶ ହବେେ।

5 Everyone who has pride in his heart is disgusting to the Lord: he will certainly not go free from punishment.ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।

6 By mercy and good faith evil-doing is taken away: and by the fear of the Lord men are turned away from evil.ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।

7 When a man's ways are pleasing to the Lord, he makes even his haters be at peace with him.ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତି ରେ ରହିବା ପାଇଁ ବାଧ୍ଯ କରନ୍ତି।

8 Better is a little with righteousness, than great wealth with wrongdoing.ଅନ୍ଯାଯ ରେ ପ୍ରଚୁର ରୋଜଗାର, ଧାର୍ମିକତା ରେ ଅଳ୍ପ ରୋଜଗାର ହିଁ ଭଲ ଅଟେ।

9 A man may make designs for his way, but the Lord is the guide of his steps.ମନୁଷ୍ଯର ମନ ଆପଣାର ପଥ ବିଷଯ ରେ କଳ୍ପନା କରେ, ମାତ୍ର ସଦାପ୍ରଭୁ ତାହାର ଚାଲିବାକୁ ନିର୍ଦ୍ଦେଶ କରନ୍ତି।

10 Decision is in the lips of the king: his mouth will not go wrong in judging.ଯେତବେେଳେ ରାଜା ଯାହା କହନ୍ତି ତାହା ନିଯମ ହାଇୟୋଏ। ତେଣୁ ତା'ର ବିଚାର ସ୍ବଚ୍ଛ ହବୋ ଉଚିତ୍।

11 True measures and scales are the Lord's: all the weights of the bag are his work.ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।

12 Evil-doing is disgusting to kings: for the seat of the ruler is based on righteousness.କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।

13 Lips of righteousness are the delight of kings; and he who says what is upright is dear to him.ଧର୍ମୟୁକ୍ତ କଥା ରାଜାଙ୍କ ପାଇଁ ତୁଷ୍ଟିକର। ସମାନେେ ଯଥାର୍ଥ କରନ୍ତି ଯେଉଁମାନେ ପ୍ ରମେ କରନ୍ତି।

14 The wrath of the king is like those who give news of death, but a wise man will put peace in place of it.ରାଜାଙ୍କର କୋରଧ ମୃତ୍ଯୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।

15 In the light of the king's face there is life; and his approval is like a cloud of spring rain.ରାଜାର ପ୍ରସନ୍ନ ବଦନ ରେ ଜୀବନ ଥାଏ। ତାଙ୍କର ଅନୁଗ୍ରହ ଶଷେ ବର୍ଷାର ମେଘସ୍ବରୂପ।

16 How much better it is to get wisdom than gold! and to get knowledge is more to be desired than silver.ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।

17 The highway of the upright is to be turned away from evil: he who takes care of his way will keep his soul.ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂର ରେ। ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।

18 Pride goes before destruction, and a stiff spirit before a fall.ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।

19 Better it is to have a gentle spirit with the poor, than to take part in the rewards of war with men of pride.ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ଯ ଭାଗ କରିବା ଅପେକ୍ଷା ଦରିଦ୍ରତାର ସହିତ ନମ୍ର ହବୋ ଭଲ।

20 He who gives attention to the law of right will get good; and whoever puts his faith in the Lord is happy.ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କରେ, ସେ ସାଫଲ୍ଯ ଅର୍ଜନ କରେ। ପୁଣି ସହେି ଲୋକ ଧନ୍ଯ ଯେ ସଦାପ୍ରଭୁଙ୍କଠା ରେ ନିର୍ଭର କରେ।

21 The wise-hearted will be named men of good sense: and by pleasing words learning is increased.କିଏ ଜ୍ଞାନୀ ବା ବୁଦ୍ଧିମାନ, ଲୋକମାନେ ଜାଣିପାରିବେ। ବାକ୍ଯର ମିଷ୍ଟତା ପାଣ୍ଡିତ୍ଯ ବଢ଼ାଏ।

22 Wisdom is a fountain of life to him who has it; but the punishment of the foolish is their foolish behaviour.ସଦବୁଦ୍ଧି ପାଇଥିବା ଲୋକ ଜୀବନର ଝର ସ୍ବରୂପ ଅଟେ। ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।

23 The heart of the wise man is the teacher of his mouth, and gives increased learning to his lips.ଜ୍ଞାନବାନର ହୃଦଯ ଆପଣା ମୁଖକୁ ଶିକ୍ଷା ଦିଏ। ପୁଣି ତା'ର ବାକ୍ଯ ପାଣ୍ଡିତ୍ଯ ବଢ଼ାଏ।

24 Pleasing words are like honey, sweet to the soul and new life to the bones.ଦୟାପୂର୍ଣ୍ଣ କଥା ମହୁପରି ଅଟେ। ଏହାକୁ ଗ୍ରହଣ କରିବା ସହଜ ଏବଂ ସ୍ବାସ୍ଥ୍ଯ ପାଇଁ ଉତ୍ତମ।

25 There is a way which seems straight before a man, but its end is the ways of death.ମନୁଷ୍ଯର ଦୃଷ୍ଟି ରେ ଯେଉଁ ପଥ ସରଳ ଦିଶେ କିନ୍ତୁ ତାହା ମୃତ୍ଯୁ ରେ ହିଁ ଶଷେ ହୁଏ।

26 The desire of the working man is working for him, for his need of food is driving him on.ପରିଶ୍ରମକାତର କ୍ଷୁଧା ତାକୁ ପରିଶ୍ରମ କରିବାକୁ ବାଧ୍ଯ କରେ। ତା'ର ଭୋକିଲା ପାଟି କଠିନ ପରିଶ୍ରମ ପାଇଁ ଅଭିୟାନ କରନ୍ତି।

27 A good-for-nothing man is a designer of evil, and in his lips there is a burning fire.ପାପାଧାମ ଲୋକ ଅନିଷ୍ଟ କଳ୍ପନା କରେ। ଏବଂ ତାହାର ବାକ୍ଯଗୁଡ଼ିକ ଅଗ୍ନିପରି ଜଳେ।

28 A man of twisted purposes is a cause of fighting everywhere: and he who says evil secretly makes trouble between friends.କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।

29 A violent man puts desire of evil into his neighbour's mind, and makes him go in a way which is not good.ଅତ୍ଯାଚାରୀ ଆପଣା ମିତ୍ରଗଣକୁ ଭୁଲିୟାଏ। ଏବଂ ପ୍ରତିବେଶୀକୁ କୁପଥରେ କଢ଼ାଇ ନିଏ।

30 He whose eyes are shut is a man of twisted purposes, and he who keeps his lips shut tight makes evil come about.ଯେଉଁ ଲୋକ ଆପଣା ଆଖି ମିଞ୍ଜି ମିଞ୍ଜି କରେ, ସେ କୁଟିଳ ବିଷଯ କଳ୍ପନା କରେ, ଏବଂ ଯେ ଆପଣା ଓଷ୍ଠ ଜାବୁଡ଼ି ଧ ରେ, ମନ୍ଦକର୍ମ ସିଦ୍ଧ କରୁଥାଏ।

31 The grey head is a crown of glory, if it is seen in the way of righteousness.ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।

32 He who is slow to be angry is better than a man of war, and he who has control over his spirit than he who takes a town.ଯେ କୋରଧ ରେ ଧୀର, ସେ ବୀର ଅପେକ୍ଷା ଶ୍ ରେଷ୍ଠ। ପୁଣି ଯେ ଆପଣା ଆତ୍ମା ଉପ ରେ କତ୍ତୃର୍ତ୍ବ କରେ, ସେ ନଗର ବିଜଯୀଠାରୁ ଭଲ।

33 A thing may be put to the decision of chance, but it comes about through the Lord.ନିଷ୍ପତ୍ତି ପାଇଁ ଗୁଳିବାଣ୍ଟ ପଡ଼େ, କିନ୍ତୁ ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ଆ ସେ।

Oriya Bible