Bible

Proverbs 22:24-25 in Oriya

Proverbs 22:24
ରାଗୀ ଲୋକ ସଙ୍ଗ ରେ ମିତ୍ରତା କର ନାହିଁ। ପୁଣି କ୍ରୋଧୀ ଲୋକ ସହିତ ଗମନ କର ନାହିଁ।

Proverbs 22:25
ଏପରି କଲେ ତୁମ୍ଭେ ତାହାର ବାଟ ଶିକ୍ଷାକରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।

Oriya Bible