Proverbs 23
29 ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।
30 ସହେିମାନଙ୍କର ବହୁତ ଝଗଡ଼ା ଓ ୟୁକ୍ତି ହୁଏ। ତାହାର ଆଖି ରକ୍ତବର୍ଣ୍ଣ ଦଖାୟୋଏ। ସେ ନିଜେ ନିଜେ ତା'ର କ୍ଷତବିକ୍ଷତ କରେ। ଏଥିରୁ କ୍ଷାନ୍ତ ହୁଅ।
31 ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ର ରେ ଚକମକ ଦଖାୟୋଏ ଓ ସହଜ ରେ ଗଳାଧଃକରଣ ହେଲେ ମଧ୍ଯ ତୁମ୍ଭେ ତାକୁ ଅନାଅ ନାହିଁ।
32 ଶଷେ ରେ ତାହା ସର୍ପପରି କାମୁଡ଼େ ଓ କାଳସର୍ପ ପରି ଦଂଶନ କରେ।
33 ତୁମ୍ଭର ଚକ୍ଷୁ ବିପରୀତ ବିଷଯ ଦେଖିବ, ତୁମ୍ଭର ମନ ଏବଂ ଭାଷଣ ଦ୍ବନ୍ଦପୂର୍ଣ୍ଣ ହବେ।
34 ତୁମ୍ଭେ ସମୁଦ୍ର ମଧିଅରେ ଶଯନକାରୀ ଅବା ଜାହାଜର ମାସ୍ତୁଲ ଉପ ରେ ଶଯନକାରୀ ଲୋକତୁଲ୍ଯ ହବେ।
29 Who hath woe? who hath sorrow? who hath contentions? who hath babbling? who hath wounds without cause? who hath redness of eyes?
30 They that tarry long at the wine; they that go to seek mixed wine.
31 Look not thou upon the wine when it is red, when it giveth his colour in the cup, when it moveth itself aright.
32 At the last it biteth like a serpent, and stingeth like an adder.
33 Thine eyes shall behold strange women, and thine heart shall utter perverse things.
34 Yea, thou shalt be as he that lieth down in the midst of the sea, or as he that lieth upon the top of a mast.
Proverbs 23 in Tamil and English
29 ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।
Who hath woe? who hath sorrow? who hath contentions? who hath babbling? who hath wounds without cause? who hath redness of eyes?
30 ସହେିମାନଙ୍କର ବହୁତ ଝଗଡ଼ା ଓ ୟୁକ୍ତି ହୁଏ। ତାହାର ଆଖି ରକ୍ତବର୍ଣ୍ଣ ଦଖାୟୋଏ। ସେ ନିଜେ ନିଜେ ତା'ର କ୍ଷତବିକ୍ଷତ କରେ। ଏଥିରୁ କ୍ଷାନ୍ତ ହୁଅ।
They that tarry long at the wine; they that go to seek mixed wine.
31 ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ର ରେ ଚକମକ ଦଖାୟୋଏ ଓ ସହଜ ରେ ଗଳାଧଃକରଣ ହେଲେ ମଧ୍ଯ ତୁମ୍ଭେ ତାକୁ ଅନାଅ ନାହିଁ।
Look not thou upon the wine when it is red, when it giveth his colour in the cup, when it moveth itself aright.
32 ଶଷେ ରେ ତାହା ସର୍ପପରି କାମୁଡ଼େ ଓ କାଳସର୍ପ ପରି ଦଂଶନ କରେ।
At the last it biteth like a serpent, and stingeth like an adder.
33 ତୁମ୍ଭର ଚକ୍ଷୁ ବିପରୀତ ବିଷଯ ଦେଖିବ, ତୁମ୍ଭର ମନ ଏବଂ ଭାଷଣ ଦ୍ବନ୍ଦପୂର୍ଣ୍ଣ ହବେ।
Thine eyes shall behold strange women, and thine heart shall utter perverse things.
34 ତୁମ୍ଭେ ସମୁଦ୍ର ମଧିଅରେ ଶଯନକାରୀ ଅବା ଜାହାଜର ମାସ୍ତୁଲ ଉପ ରେ ଶଯନକାରୀ ଲୋକତୁଲ୍ଯ ହବେ।
Yea, thou shalt be as he that lieth down in the midst of the sea, or as he that lieth upon the top of a mast.