Proverbs 23:29-34 in Oriya
Proverbs 23:29
ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।
Proverbs 23:30
ସହେିମାନଙ୍କର ବହୁତ ଝଗଡ଼ା ଓ ୟୁକ୍ତି ହୁଏ। ତାହାର ଆଖି ରକ୍ତବର୍ଣ୍ଣ ଦଖାୟୋଏ। ସେ ନିଜେ ନିଜେ ତା'ର କ୍ଷତବିକ୍ଷତ କରେ। ଏଥିରୁ କ୍ଷାନ୍ତ ହୁଅ।
Proverbs 23:31
ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ର ରେ ଚକମକ ଦଖାୟୋଏ ଓ ସହଜ ରେ ଗଳାଧଃକରଣ ହେଲେ ମଧ୍ଯ ତୁମ୍ଭେ ତାକୁ ଅନାଅ ନାହିଁ।
Proverbs 23:32
ଶଷେ ରେ ତାହା ସର୍ପପରି କାମୁଡ଼େ ଓ କାଳସର୍ପ ପରି ଦଂଶନ କରେ।
Proverbs 23:33
ତୁମ୍ଭର ଚକ୍ଷୁ ବିପରୀତ ବିଷଯ ଦେଖିବ, ତୁମ୍ଭର ମନ ଏବଂ ଭାଷଣ ଦ୍ବନ୍ଦପୂର୍ଣ୍ଣ ହବେ।
Proverbs 23:34
ତୁମ୍ଭେ ସମୁଦ୍ର ମଧିଅରେ ଶଯନକାରୀ ଅବା ଜାହାଜର ମାସ୍ତୁଲ ଉପ ରେ ଶଯନକାରୀ ଲୋକତୁଲ୍ଯ ହବେ।
Oriya Bible