Index
Full Screen ?
 

Proverbs 27:19 in Oriya

Proverbs 27:19 Oriya Bible Proverbs Proverbs 27

Proverbs 27:19
ପାଣି ଭିତରକୁ ଦେଖ ଏବଂ ତୁମ୍ଭେ ତୁମ୍ଭର ନିଜର ମୁହଁ ଦେଖିବ। ତୁମ୍ଭର ହୃଦଯକୁ ଦେଖ ଏବଂ ତୁମ୍ଭେ ପ୍ରକୃତ ନିଜକୁ ଦେଖିବ।

As
in
water
כַּ֭מַּיִםkammayimKA-ma-yeem
face
הַפָּנִ֣יםhappānîmha-pa-NEEM
answereth
to
face,
לַפָּנִ֑יםlappānîmla-pa-NEEM
so
כֵּ֤ןkēnkane
the
heart
לֵֽבlēblave
of
man
הָ֝אָדָ֗םhāʾādāmHA-ah-DAHM
to
man.
לָאָדָֽם׃lāʾādāmla-ah-DAHM

Cross Reference

James 1:22
ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।

Genesis 6:5
ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।

Psalm 33:15
ପରମେଶ୍ବର ସମସ୍ତ ମନୁଷ୍ଯମାନଙ୍କ ହୃଦଯକୁ ତିଆରି କରିଛନ୍ତି। ତଣେୁ ପରମେଶ୍ବର ଜାଣନ୍ତି ପ୍ରେତ୍ୟକକ ମନୁଷ୍ଯ କ'ଣ ଚିନ୍ତା କରୁଥାଏ।

Mark 7:21
ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।

Chords Index for Keyboard Guitar