Proverbs 6:12-15 in Oriya
Proverbs 6:12
ପାପାଧମ ବ୍ଯକ୍ତି, ଅପରାଧୀ ମନୁଷ୍ଯ ସର୍ବଦା ମିଥ୍ଯା କଥା କହନ୍ତି।
Proverbs 6:13
ସେ ଆଖି ରେ ଠା ରେ, ସେ ଗୋଡ଼ ରେ ଓ ଅଙ୍ଗୁଳି ଦ୍ବାରା ସଙ୍କତେ କରେ।
Proverbs 6:14
ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
Proverbs 6:15
କିନ୍ତୁ ତା'ର ବିପଦ ଶୀଘ୍ର ଉପସ୍ଥିତ ହବେ। ସେ ଆକସ୍ମିକ ଶୀଘ୍ର ବିନାଶ ହବେ। ଏବଂ ତାଙ୍କୁ କିଛି ଉପାଯ ମିଳିବ ନାହିଁ।
Oriya Bible