Proverbs 6

fullscreen6 ହେ ଅଳସୁଆ ଲୋକମାନେ ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।

fullscreen7 ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କହେି ନ ଥାନ୍ତି।

fullscreen8 ସମାନେେ ଗ୍ରୀଷ୍ମକାଳ ରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳ ରେ ପ୍ରଚୁର ପରିମାଣ ରେ ସମାନେେ ଖାଦ୍ୟ ସଂଗୃହୀତ କରିଥାନ୍ତି।

fullscreen9 ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ ?

fullscreen10 ଅଳସୁଆମାନେ କହନ୍ତି, ଆଉ ଟିକିଏ ଶାଇେବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ୟିବା ପାଇଁ ଭିଡ଼ିମାେଡ଼ି ହୁଏ।

fullscreen11 କିନ୍ତୁ ସେ ଶାଇେ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହାଇୟୋଏ। ଖୁବ୍ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନବେ।

6 Go to the ant, thou sluggard; consider her ways, and be wise:

7 Which having no guide, overseer, or ruler,

8 Provideth her meat in the summer, and gathereth her food in the harvest.

9 How long wilt thou sleep, O sluggard? when wilt thou arise out of thy sleep?

10 Yet a little sleep, a little slumber, a little folding of the hands to sleep:

11 So shall thy poverty come as one that travelleth, and thy want as an armed man.

Proverbs 6 in Tamil and English

6 ହେ ଅଳସୁଆ ଲୋକମାନେ ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।
Go to the ant, thou sluggard; consider her ways, and be wise:

7 ପିମ୍ପୁଡ଼ିମାନଙ୍କର ନେତା କି ନିରୀକ୍ଷକ କିଅବା ଶାସକ କହେି ନ ଥାନ୍ତି।
Which having no guide, overseer, or ruler,

8 ସମାନେେ ଗ୍ରୀଷ୍ମକାଳ ରେ ଖାଦ୍ୟକୁ ଏକତ୍ର କରନ୍ତି ଏବଂ ଶୀତକାଳ ରେ ପ୍ରଚୁର ପରିମାଣ ରେ ସମାନେେ ଖାଦ୍ୟ ସଂଗୃହୀତ କରିଥାନ୍ତି।
Provideth her meat in the summer, and gathereth her food in the harvest.

9 ହେ ଅଳସୁଆ ଲୋକମାନେ, କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ସଠାେ ରେ ପଡ଼ି ରହିବ ? ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ତୁମ୍ଭର ନିଦ୍ରା ଭାଙ୍ଗି ଉଠିବ ?
How long wilt thou sleep, O sluggard? when wilt thou arise out of thy sleep?

10 ଅଳସୁଆମାନେ କହନ୍ତି, ଆଉ ଟିକିଏ ଶାଇେବି, ଆଉ ଟିକିଏ ଢୁଳାଏ। ଆଉ ଟିକିଏ ନିଦ୍ରା ୟିବା ପାଇଁ ଭିଡ଼ିମାେଡ଼ି ହୁଏ।
Yet a little sleep, a little slumber, a little folding of the hands to sleep:

11 କିନ୍ତୁ ସେ ଶାଇେ ରହେ ଓ ଆଉ ଶୋଇ ରହେ। ସେ ଦରିଦ୍ରରୁ ଦରିଦ୍ରତର ହାଇୟୋଏ। ଖୁବ୍ଶୀଘ୍ର ତା'ର ଆଉ କିଛି ନ ଥାଏ। ଅଳସୁଆମୀ ଖଣ୍ଟ ପରି ତୁମ୍ଭର ସମସ୍ତ ଧନ ଏକାଥରେ ଛଡ଼ାଇ ନବେ।
So shall thy poverty come as one that travelleth, and thy want as an armed man.