Proverbs 8:9 in Oriya

Oriya Oriya Bible Proverbs Proverbs 8 Proverbs 8:9

Proverbs 8:9
ଯେ ତାହା ସବୁ ବୁଝେ ସେସବୁ ତାପାଇଁ ସ୍ପଷ୍ଟ। ଯେଉଁ ବ୍ଯକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ।

Proverbs 8:8Proverbs 8Proverbs 8:10

Proverbs 8:9 in Other Translations

King James Version (KJV)
They are all plain to him that understandeth, and right to them that find knowledge.

American Standard Version (ASV)
They are all plain to him that understandeth, And right to them that find knowledge.

Bible in Basic English (BBE)
They are all true to him whose mind is awake, and straightforward to those who get knowledge.

Darby English Bible (DBY)
They are all plain to him that understandeth, and right to them that find knowledge.

World English Bible (WEB)
They are all plain to him who understands, Right to those who find knowledge.

Young's Literal Translation (YLT)
All of them `are' plain to the intelligent, And upright to those finding knowledge.

They
are
all
כֻּלָּ֣םkullāmkoo-LAHM
plain
נְ֭כֹחִיםnĕkōḥîmNEH-hoh-heem
understandeth,
that
him
to
לַמֵּבִ֑יןlammēbînla-may-VEEN
and
right
וִֽ֝ישָׁרִ֗יםwîšārîmVEE-sha-REEM
to
them
that
find
לְמֹ֣צְאֵיlĕmōṣĕʾêleh-MOH-tseh-ay
knowledge.
דָֽעַת׃dāʿatDA-at

Cross Reference

Proverbs 14:6
ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।

James 1:5
କିନ୍ତୁ ତୁମ୍ଭ ଭିତରୁ ଯଦି କହେି ଜ୍ଞାନର ଆବଶ୍ଯକ କରେ, ତା ହେଲେ ତୁମ୍ଭେ ଏହା ପରମେଶ୍ବରଙ୍କୁ ମାଗିବା ଉଚିତ। ପରମେଶ୍ବର ଅତ୍ଯନ୍ତ ଦୟାଳୁ ଅଟନ୍ତି। ସେ ସମସ୍ତଙ୍କୁ ଜ୍ଞାନ ଦବୋ ରେ ଆନନ୍ଦ ଅନୁଭବ କରନ୍ତି। ଅତଏବ ପରମେଶ୍ବର ତୁମ୍ଭକୁ ଜ୍ଞାନ ଦବେେ।

1 Corinthians 2:14
ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।

John 7:17
ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।

John 6:45
ଭାବବାଣୀ ରେ ଏହିପରି ଲଖାେ ଅଛି: 'ପରମେଶ୍ବର ଲୋକମାନଙ୍କୁ ଶିକ୍ଷା ଦବେେ।' ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମାେ ପାଖକୁ ସେ ଲୋକମାନେ ଆସନ୍ତି।

Matthew 13:11
ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।

Micah 2:7
ହେ ଯାକୁବ ବଂଶ, ଆମ୍ଭେ ଏହିସବୁ ନିଶ୍ଚଯ କହିବା। କାରଣ ତୁମ୍ଭମାନେେ ଯେଉଁ ମନ୍ଦକାର୍ୟ୍ଯ କରିଛ, ସେଥିପାଇଁ ସଦାପ୍ରଭୁ ତାଙ୍କର ର୍ଧୈୟ୍ଯ ହରାଇଛନ୍ତି। ତୁମ୍ଭେ ଯଦି ଉଚିତ କର୍ମ କରିବ, ଆମ୍ଭର ବାକ୍ଯ ତୁମ୍ଭ ପାଇଁ ମଙ୍ଗଳକର ହବେ।

Isaiah 35:8
ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।

Proverbs 18:15
ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।

Proverbs 18:1
ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।

Proverbs 17:24
ବୁଦ୍ଧିମାନର ସମ୍ମୁଖ ରେ ଜ୍ଞାନ ଥାଏ। ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତ ରେ ଥାଏ।

Proverbs 15:24
ନୀଚସ୍ଥିତ ପାତାଳକୁ ତ୍ଯାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଉର୍ଦ୍ଧ୍ବଗାମୀ।

Proverbs 15:14
ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।

Psalm 119:98
ତୁମ୍ଭର ନିର୍ଦ୍ଦେଶ ମାେତେ ମାରେ ଶତ୍ରୁମାନଙ୍କଠାରୁ ବୁଦ୍ଧିମାନ୍ କରିଛି। ତୁମ୍ଭର ନିଯମ ସର୍ବଦା ମାେ ସହିତ ଅଛି।

Psalm 25:12
ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି।

Psalm 19:7
ପରମେଶ୍ବରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ। ସଗେୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ। ସଦାପ୍ରଭୁଙ୍କର ବ୍ଯବସ୍ଥାକୁ ବିଶ୍ବାସ କରାୟାଇପାରେ। ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।