Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Psalm 101 KJV ASV BBE DBY WBT WEB YLT

Psalm 101 in Oriya WBT Compare Webster's Bible

Psalm 101

1 ମୁଁ ବିଶ୍ବସ୍ତତା ଓ ସ୍ବଚ୍ଛତାର ବିଷଯରେ ଗାନ କରିବି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରଶଂସା କରିବି।

2 ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।

3 ମୁଁ ମାରେ ସମ୍ମୁଖରେ କୌଣସି ମୂଲ୍ଯହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।

4 ମୁଁ ଦୁଷ୍ଟତାଠାରୁ ଦୂରରେ ରହିବି, ମୁଁ ମନ୍ଦକାର୍ୟ୍ଯରୁ ଦୂରଇେ ରହିବି।

5 ଯେଉଁ ଲୋକ ଗୋପନରେ ଆପଣା ପଡ଼ୋଶୀର ଅପବାଦ କରେ ମୁଁ ତାକୁ ଧ୍ବଂସ କରିଦବେି। ମୁଁ ଲୋକମାନଙ୍କୁ ଗର୍ବୀ ହବୋକୁ ଦବେି ନାହିଁ। ସମାନେେ ଅନ୍ୟମାନଙ୍କଠାରୁ ଭଲ ବୋଲି ତାଙ୍କୁ ଚିନ୍ତା କରିବା ପାଇଁ ଦବେି ନାହିଁ।

6 ସମଗ୍ର ଦେଶରେ ସହେି ବିଶ୍ବସ୍ତ ଲୋକମାନଙ୍କ ଉପରେ ଦୃଷ୍ଟି ରଖି ଭରସା କରାୟାଇପାରିବ, ୟାହା ଫଳରେ ସମାନେେ ମାେ ପାଇଁ ମାରେ ରାଜପ୍ରାସାଦ କାମ କରିପାରିବେ। କବଳେ ଶୁଦ୍ଧ ପଥରେ ଜୀବନୟାପନ କରୁଥିବା ଲୋକମାନେ ହିଁ ମାରେ ସବେକ ହାଇପୋରିବେ।

7 ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।

8 ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦବେି, ପ୍ରେତ୍ୟକକ ଦିନ ମୁଁ ଅଧର୍ମାଚାରୀ ଲୋକମାନଙ୍କୁ ବିନାଶ କରିବି।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close