Psalm 11:7 in Oriya

Oriya Oriya Bible Psalm Psalm 11 Psalm 11:7

Psalm 11:7
କିନ୍ତୁ ସଦାପ୍ରଭୁ ସବୁବେଳେ ଧର୍ମର ପଥ ଅନୁସରଣ କରନ୍ତି ଏବଂ ଯେଉଁମାନେ ଧର୍ମର ପଥରେ ଚାଲନ୍ତି ଓ ପ୍ରମେ କରନ୍ତି। ସହେିମାନେ ହିଁ ତାଙ୍କର ମୁଖ ଦର୍ଶନ କରିପାରିବେ।

Psalm 11:6Psalm 11

Psalm 11:7 in Other Translations

King James Version (KJV)
For the righteous LORD loveth righteousness; his countenance doth behold the upright.

American Standard Version (ASV)
For Jehovah is righteous; he loveth righteousness: The upright shall behold his face. Psalm 12 For the Chief Musician; set to the Sheminith. A Psalm of David.

Bible in Basic English (BBE)
For the Lord is upright; he is a lover of righteousness: the upright will see his face.

Darby English Bible (DBY)
For righteous is Jehovah; he loveth righteousness, his countenance doth behold the upright.

Webster's Bible (WBT)
For the righteous LORD loveth righteousness; his countenance beholdeth the upright.

World English Bible (WEB)
For Yahweh is righteous. He loves righteousness. The upright shall see his face.

Young's Literal Translation (YLT)
For righteous `is' Jehovah, Righteousness He hath loved, The upright doth His countenance see!'

For
כִּֽיkee
the
righteous
צַדִּ֣יקṣaddîqtsa-DEEK
Lord
יְ֭הוָהyĕhwâYEH-va
loveth
צְדָק֣וֹתṣĕdāqôttseh-da-KOTE
righteousness;
אָהֵ֑בʾāhēbah-HAVE
countenance
his
יָ֝שָׁ֗רyāšārYA-SHAHR
doth
behold
יֶחֱז֥וּyeḥĕzûyeh-hay-ZOO
the
upright.
פָנֵֽימוֹ׃pānêmôfa-NAY-moh

Cross Reference

Psalm 45:7
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର। ପରମେଶ୍ବର ତୁମ୍ଭର ବନ୍ଧୁମାନଙ୍କ ମଧ୍ଯରୁ ତୁମ୍ଭକୁ ରାଜ ହବୋକୁ ମନୋନୀତ କଲେ।

Psalm 17:15
ମୁଁ ନ୍ଯାଯ ପାଇଁ ଏସବୁ ପ୍ରାର୍ଥନା କରୁଛି। ତଣେୁ ମୁଁ ନିଶ୍ଚଯ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ଯନ୍ତ ତୃପ୍ତ ହବେି।

Psalm 33:5
ପରମେଶ୍ବର ସବୁ ପ୍ରକାର ନ୍ଯାଯ ବିଚାର ଓ ଉତ୍ତମ କାର୍ୟ୍ଯକୁ ଭଲ ପାଆନ୍ତି। ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।

Revelation 22:4
ସମାନେେ ତାହାଙ୍କ ମୁଖ ଦେଖିବେ। ସମାନଙ୍କେ କପାଳ ରେ ପରମେଶ୍ବରଙ୍କର ନାମ ଲଖାେ ହବେ।

1 John 3:2
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।

1 Peter 3:12
ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସମାନଙ୍କେର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି। ଗୀତସଂହିତା 34:12-16

Isaiah 61:8
କାରଣ ଆମ୍ଭେ ସଦାପ୍ରଭୁ ନ୍ଯାଯ ବିଚାରକୁ ଭଲ ପାଉଁ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ଯ ରେ ସମାନଙ୍କେୁ ପ୍ରତିଫଳ ଦବୋ ଓ ସମାନଙ୍କେ ସହିତ ଅନନ୍ତକାଳସ୍ଥାଯୀ ଏକ ଚୁକ୍ତି କରିବା।

Psalm 146:8
ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।

Psalm 99:4
ଶକ୍ତିଶାଳୀ ରାଜା ନ୍ଯାଯ ବିଚାରକୁ ଭଲପାନ୍ତି। ହେ ପରମେଶ୍ବର, ତୁମ୍ଭେ ନ୍ଯାଯ ସ୍ଥାପନ କରିଛ। ତୁମ୍ଭେ ଇଶ୍ରାୟେଲର ନ୍ଯାଯ ଓ ୟଥାର୍ଥ ସାଧନ କରିଅଛ।

Psalm 42:5
ହେ ମାରେ ପ୍ରାଣ କାହିଁକି ମୁଁ ଏତେ ବ୍ଯାକୁଳ ? ମୁଁ ପରମେଶ୍ବରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।

Psalm 34:15
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।

Psalm 33:18
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।

Psalm 21:6
ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।

Psalm 7:11
ପରମେଶ୍ବର ହେଉଛନ୍ତି ଧର୍ମମଯ ବିଚାରକର୍ତ୍ତା। ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ୟ୍ଯ ପାଇଁ କୋର୍ଧ କରନ୍ତି।

Psalm 7:9
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।

Psalm 5:12
ହେ ସଦାପ୍ରଭୁ ଯେତବେେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର, ତୁମ୍ଭେ ସମାନଙ୍କେୁ ବିରାଟ ଢ଼ାଲ ସଦୃଶ ସମସ୍ତ କୁକାର୍ୟ୍ଯରୁ ରକ୍ଷା କର।

Job 36:7
ପରମେଶ୍ବର ସତ୍ ଲୋକମାନଙ୍କୁ ଦଖାଚୋହାଁ କବେେ ବନ୍ଦ କରନ୍ତି ନାହିଁ। ସେ ସମାନଙ୍କେୁ ରାଜାମାନଙ୍କ ପରି ଚିରଦିନ ସିଂହାସନ ରେ ବସାନ୍ତି ଏବଂ ସେ ସମାନଙ୍କେର ଉତ୍ଥାନ କରନ୍ତି।