Psalm 113 - DBY (Oriya)
1 Hallelujah! Praise, ye servants of Jehovah, praise the name of Jehovah.ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 Blessed be the name of Jehovah, from this time forth and for evermore!ଅଦ୍ଯାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ଯ ହେଉ।
3 From the rising of the sun unto the going down of the same, let Jehovah's name be praised.ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।
4 Jehovah is high above all nations, his glory above the heavens.ସଦାପ୍ରଭୁ ସମୁଦାଯ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 Who is like unto Jehovah our God, who hath placed his dwelling on high;କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।
6 Who humbleth himself to look on the heavens and on the earth?ତଣେୁ ପରମେଶ୍ବର ଆକାଶ ଓ ପୃଥିବୀକୁ ଦେଖିବାକୁ ଦେଖିବାକୁ ତଳକୁ ଚାହିଁଲେ।
7 He raiseth up the poor out of the dust; from the dung-hill he lifteth up the needy,ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 To set [him] among nobles, among the nobles of his people.ଏବଂ ପରମେଶ୍ବର ସହେି ଲୋକମାନଙ୍କୁ ଗୁରୁତ୍ବ ଦିଅନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 He maketh the barren woman to keep house, [as] a joyful mother of sons. Hallelujah!ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !
Oriya Bible