Psalm 113 - WEB (Oriya)
1 Praise Yah! Praise, you servants of Yahweh, Praise the name of Yahweh.ସଦାପ୍ରଭୁଙ୍କର ପ୍ରଶଂସା କର ! ହେ ସଦାପ୍ରଭୁଙ୍କ ଦାସଗଣ, ତାଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
2 Blessed be the name of Yahweh, From this time forth and forevermore.ଅଦ୍ଯାବଧି ଚିରକାଳ ସଦାପ୍ରଭୁଙ୍କର ନାମ ଧନ୍ଯ ହେଉ।
3 From the rising of the sun to the going down of the same, Yahweh's name is to be praised.ସୂର୍ୟ୍ଯର ଉଦଯ ସ୍ଥାନଠାରୁ ତା'ର ଅସ୍ତ ସ୍ଥାନ ପର୍ୟ୍ଯନ୍ତ ସଦାପ୍ରଭୁଙ୍କର ନାମ ପ୍ରଶଂସନୀଯ।
4 Yahweh is high above all nations, His glory above the heavens.ସଦାପ୍ରଭୁ ସମୁଦାଯ ବହୁ ଜାତିଗଣ ଉପରେ ଓ ତାଙ୍କର ଗୌରବ ଆକାଶମଣ୍ଡଳଠାରୁ ଉଚ୍ଚ।
5 Who is like Yahweh, our God, Who has his seat on high,କୌଣସ ଲୋକ ଆମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ତୁଲ୍ଯ ନୁହେଁ। ପରମେଶ୍ବର ଆକାଶର ଉର୍ଦ୍ଧ୍ବରେ ବିଦ୍ଯମାନ।
6 Who stoops down to see in heaven and in the earth?ତଣେୁ ପରମେଶ୍ବର ଆକାଶ ଓ ପୃଥିବୀକୁ ଦେଖିବାକୁ ଦେଖିବାକୁ ତଳକୁ ଚାହିଁଲେ।
7 He raises up the poor out of the dust. Lifts up the needy from the ash heap;ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।
8 That he may set him with princes, Even with the princes of his people.ଏବଂ ପରମେଶ୍ବର ସହେି ଲୋକମାନଙ୍କୁ ଗୁରୁତ୍ବ ଦିଅନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।
9 He settles the barren woman in her home, As a joyful mother of children. Praise Yah!ଜଣେ ସ୍ତ୍ରୀ ବନ୍ଧ୍ଯା ହାଇପୋରେ । କିନ୍ତୁ ପରମେଶ୍ବର ତା' କୋଳରେ ସନ୍ତାନ ଦଇେ ତାକୁ ଖୁସି କରାନ୍ତି। ସଦାପ୍ରଭୁଙ୍କର ପ୍ରଶଂସା କର !
Oriya Bible