Psalm 118:15 in Oriya

Oriya Oriya Bible Psalm Psalm 118 Psalm 118:15

Psalm 118:15
ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜଯ ଧ୍ବନି ତୁମ୍ଭେ ଶୁଣିପାରିବ। ସଦାପ୍ରଭୁ ପୁନରାଯ ତାଙ୍କର ମହାନ୍ ଶକ୍ତି ପ୍ରଦର୍ଶନ କଲେ।

Psalm 118:14Psalm 118Psalm 118:16

Psalm 118:15 in Other Translations

King James Version (KJV)
The voice of rejoicing and salvation is in the tabernacles of the righteous: the right hand of the LORD doeth valiantly.

American Standard Version (ASV)
The voice of rejoicing and salvation is in the tents of the righteous: The right hand of Jehovah doeth valiantly.

Bible in Basic English (BBE)
The sound of joy and salvation is in the tents of the upright; the right hand of the Lord does works of power.

Darby English Bible (DBY)
The voice of triumph and salvation is in the tents of the righteous: the right hand of Jehovah doeth valiantly;

World English Bible (WEB)
The voice of rejoicing and salvation is in the tents of the righteous. "The right hand of Yahweh does valiantly.

Young's Literal Translation (YLT)
A voice of singing and salvation, `Is' in the tents of the righteous, The right hand of Jehovah is doing valiantly.

The
voice
ק֤וֹל׀qôlkole
of
rejoicing
רִנָּ֬הrinnâree-NA
salvation
and
וִֽישׁוּעָ֗הwîšûʿâvee-shoo-AH
is
in
the
tabernacles
בְּאָהֳלֵ֥יbĕʾāhŏlêbeh-ah-hoh-LAY
righteous:
the
of
צַדִּיקִ֑יםṣaddîqîmtsa-dee-KEEM
the
right
hand
יְמִ֥יןyĕmînyeh-MEEN
of
the
Lord
יְ֝הוָהyĕhwâYEH-va
doeth
עֹ֣שָׂהʿōśâOH-sa
valiantly.
חָֽיִל׃ḥāyilHA-yeel

Cross Reference

Psalm 89:13
ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ୍। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।

Acts 2:46
ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।

Psalm 60:12
ପରମେଶ୍ବର ହିଁ ଆମ୍ଭକୁ ଶକ୍ତିଶାଳୀ କରିପାରିବେ। କବଳେ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରିପାରିବେ।

Revelation 19:1
ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :

Revelation 18:20
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।

Acts 16:34
ତା'ପରେ ସହେି କାରାଧ୍ଯକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡ଼ାକି ନଇେ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।

Luke 1:51
ସେ ତାହାଙ୍କର ବାହୁର ଶକ୍ତି ଦଖାଇେଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସମାନଙ୍କେର ସମସ୍ତ ଯୋଜନା ଧ୍ବଂସ କରି ଦେଲେ।

Isaiah 65:13
ସହେି ସକାେଶ ମାରେ ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଚାରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭମାନେେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲା ବେଳେ ତୁମ୍ଭମାନେେ ଲଜ୍ଜିତ ହବେ।

Isaiah 51:9
ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?

Psalm 119:111
ସଦାପ୍ରଭୁ ମୁଁ ତୁମ୍ଭର ନିଯମକୁ ସବୁଦିନ ଦଖାଇବୋକୁ ଉପହାର ଆକାରରେ ଗ୍ରହଣ କରିଅଛି। ଏହା ମାେତେ ବହୁ ଆନନ୍ଦ ଦିଏ।

Psalm 119:54
ମାରେ ଗୃହରେ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଗାନ କରେ।

Psalm 98:1
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !

Psalm 68:3
ପରମେଶ୍ବରଙ୍କ ସହିତ ଧାର୍ମିକ ଲୋକମାନେ ଖୁସି ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ବରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସମାନେେ ଆନନ୍ଦର ସହିତ ପାଳନ କରନ୍ତି।

Psalm 45:4
ତୁମ୍ଭେ ଆଶ୍ଚର୍ୟ୍ଯ ଦିଶୁଛ। ୟାଅ ନ୍ଯାଯ ଓ ଧର୍ମପାଇଁ ୟୁଦ୍ଧରେ ବିଜଯୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୁତ କାର୍ୟ୍ଯ କରିବାକୁ ପ୍ରଶିକ୍ଷିତ।

Psalm 44:3
ଆମ୍ଭର ପିତୃପୁରୁଷଙ୍କ ଖଡ୍ଗ ଦ୍ବାରା ଏ ରାଜ୍ଯ ମିଳି ନାହିଁ। ସମାନଙ୍କେର ବଳିଷ୍ଠ ବାହୁ ୟୁଗଳ ସମାନଙ୍କେୁ ବିଜଯୀ କରି ନାହିଁ। ଏହା କବଳେ ସମ୍ଭବ ହାଇେଛି, ତୁମ୍ଭେ ସମାନଙ୍କେ ସାଙ୍ଗରେ ଥିଲ। ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା। କାରଣ ତୁମ୍ଭେ ସମାନଙ୍କେୁ ଭଲ ପାଉଥିଲ।

Psalm 32:11
ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ହେ ସରଳାନ୍ତଃକରଣର ବ୍ଯକ୍ତିମାନେ ଆନନ୍ଦିତ ହୁଅ।

Psalm 30:11
ମୁଁ ତୁମ୍ଭକୁ ପ୍ରାର୍ଥନା କଲି। ତୁମ୍ଭେ ମାେତେ ସାହାୟ୍ଯ କଲ। ତୁମ୍ଭେ ମାରେ କ୍ରନ୍ଦନକୁ ନୃତ୍ଯରେ ପରିଣତ କଲ। ତୁମ୍ଭେ ମାରେ ଦୁଃଖର ପୋଷାକ ସବୁକୁ କାଢ଼ି ନଲେ ଓ ମାେତେ ସୁଖରେ ଆଚ୍ଛାଦିତ କରିଲ।

Deuteronomy 12:12
ତୁମ୍ଭମାନେେ ଓ ତୁମ୍ଭମାନଙ୍କର ସନ୍ତାନ ସନ୍ତତିଗଣ ତୁମ୍ଭମାନଙ୍କର ଦାସଗଣ, ତୁମ୍ଭମାନଙ୍କର ଦାସୀଗଣ ତୁମ୍ଭମାନଙ୍କର ନଗରଦ୍ବାରବର୍ତ୍ତୀ ଲବେୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧିଅରେ ନ ଥିବା ହତେକ୍ସ୍ଟ ସେ ଏପରି ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ଆନନ୍ଦ କରିବ।

Exodus 15:6
ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳ ରେ ଗୌରବାନ୍ବିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତ ରେ ଶତୃକୁ ପରାସ୍ତ କଲେ।