Psalm 13

fullscreen1 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।

fullscreen2 ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।

fullscreen3 ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।

fullscreen4 ହେ ଇଶ୍ରାୟେଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖ।

fullscreen5 ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।

1 How long wilt thou forget me, O Lord? for ever? how long wilt thou hide thy face from me?

2 How long shall I take counsel in my soul, having sorrow in my heart daily? how long shall mine enemy be exalted over me?

3 Consider and hear me, O Lord my God: lighten mine eyes, lest I sleep the sleep of death;

4 Lest mine enemy say, I have prevailed against him; and those that trouble me rejoice when I am moved.

5 But I have trusted in thy mercy; my heart shall rejoice in thy salvation.

Psalm 13 in Tamil and English

1 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ବପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ୍ କାର୍ୟ୍ଯ କିଅବା ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ଆଗ୍ରହୀ ହାଇେ ନାହିଁ।
How long wilt thou forget me, O Lord? for ever? how long wilt thou hide thy face from me?

2 ମୁଁ ଶାନ୍ତ ଅଟେ, ମାରେ ପ୍ରାଣ ଧୀର ଅଟେ।
How long shall I take counsel in my soul, having sorrow in my heart daily? how long shall mine enemy be exalted over me?

3 ଏକ ଶିଶୁ ତା'ର ମା କୋଳରେ ଥିବାପରି ମୁଁ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
Consider and hear me, O Lord my God: lighten mine eyes, lest I sleep the sleep of death;

4 ହେ ଇଶ୍ରାୟେଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖ।
Lest mine enemy say, I have prevailed against him; and those that trouble me rejoice when I am moved.

5 ହେ ସଦାପ୍ରଭୁ ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି। ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
But I have trusted in thy mercy; my heart shall rejoice in thy salvation.