Psalm 134 - WEB (Oriya)
1 > Look! Praise Yahweh, all you servants of Yahweh, Who stand by night in Yahweh's house!ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
2 Lift up your hands in the sanctuary. Praise Yahweh!ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
3 May Yahweh bless you from Zion; Even he who made heaven and earth.ସ୍ବର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା, ସିଯୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।
Oriya Bible