Bible

Psalm 135 - WEB (Oriya)

1 Praise Yah! Praise the name of Yahweh! Praise him, you servants of Yahweh,ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।

2 You who stand in the house of Yahweh, In the courts of our God's house.ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହାଇେଅଛ। ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହାଇେଅଛ, ତାଙ୍କର ଧନ୍ଯବାଦ କର।

3 Praise Yah, for Yahweh is good. Sing praises to his name, for that is pleasant.ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି। ତାଙ୍କ ନାମର ପ୍ରଶଂସାଗାନ କର, କାରଣ ଏହା ଆନନ୍ଦ ଆଣେ।

4 For Yah has chosen Jacob for himself; Israel for his own possession.ସଦାପ୍ରଭୁ ଆପଣା ନିମନ୍ତେ ୟାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହବୋ ପାଇଁ ସେ ଇଶ୍ରାୟେଲକୁ ମନୋନୀତ କଲେ।

5 For I know that Yahweh is great, That our Lord is above all gods.ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦବେତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।

6 Whatever Yahweh pleased, that he has done, In heaven and in earth, in the seas and in all deeps;ସ୍ବର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ୟାହା ଇଚ୍ଛା କରନ୍ତି, ତାହା କରନ୍ତି।

7 Who causes the clouds to rise from the ends of the earth; Who makes lightnings with the rain; Who brings forth the wind out of his treasuries;ପରମେଶ୍ବର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହିତ କରାନ୍ତି।

8 Who struck the firstborn of Egypt, Both of man and animal;ପରମେଶ୍ବର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ଯ ଓ ପଶୁଗଣଙ୍କୁ ହତ୍ଯା କଲେ।

9 Who sent signs and wonders into the midst of you, Egypt, On Pharaoh, and on all his servants;ପରମେଶ୍ବର ମିଶରରେ ବହୁତ ଆଶ୍ଚର୍ୟ୍ଯ ଓ ଅଦଦ୍ଭୂତ କାର୍ୟ୍ଯମାନ କଲେ। ସେ ସଗେୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ଯବହାର କଲେ।

10 Who struck many nations, And killed mighty kings,ପରମେଶ୍ବର ଅନକେ ଗୋଷ୍ଠୀକୁ ପରାସ୍ତ କଲେ। ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ଯା କଲେ।

11 Sihon king of the Amorites, Og king of Bashan, And all the kingdoms of Canaan,ପରମେଶ୍ବର ଇ ମାରେୀଯମାନଙ୍କ ରାଜା ସୀହାନକେୁ ଓ ବାଶନର ରାଜା ଓଗକୁ ଏବଂ କିଣାନର ସକଳ ରାଜ୍ଯକୁ ପରାସ୍ତ କଲେ।

12 And gave their land for a heritage, A heritage to Israel, his people.ଆଉ ସଦାପ୍ରଭୁ ସମାନଙ୍କେର ଦେଶ ଇଶ୍ରାୟେଲକୁ ଦେଲେ। ସଦାପ୍ରଭୁ ସହେି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।

13 Your name, Yahweh, endures forever; Your renown, Yahweh, throughout all generations.ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହବେ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।

14 For Yahweh will judge his people, And have compassion on his servants.ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି। ସେ ତାଙ୍କର ସବେକମାନଙ୍କ ପ୍ରତି ଦୟା ଦଖାେନ୍ତି।

15 The idols of the nations are silver and gold, The work of men's hands.ଅନ୍ୟ ଦେଶୀଯମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା। ସଗେୁଡ଼ିକ ମନୁଷ୍ଯର ହସ୍ତ ଦ୍ବାରା ନିର୍ମିତ ହେଉଥିଲା।

16 They have mouths, but they can't speak; They have eyes, but they can't see;ସହେି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସମାନେେ କଥା କହିପାରିବେ ନାହିଁ। ସମାନଙ୍କେର ଆଖି ଅଛି, କିନ୍ତୁ ସମାନେେ ଦେଖିପାରିବେ ନାହିଁ।

17 They have ears, but they can't hear; Neither is there any breath in their mouths.ସମାନଙ୍କେର କାନ ଅଛି ମାତ୍ର ସମାନେେ ଶୁଣି ପାରିବେ ନାହିଁ। ସମାନଙ୍କେର ନାକ ଅଛି, କିନ୍ତୁ ଶ୍ବାସ ପ୍ରଶ୍ବାସ ନାହିଁ।

18 Those who make them will be like them; Yes, everyone who trusts in them.ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସମାନଙ୍କେଠାରେ ବିଶ୍ବାସ ରଖନ୍ତି, ସମାନେେ ସମାନଙ୍କେ ତୁଲ୍ଯ ହବେେ।

19 House of Israel, praise Yahweh! House of Aaron, praise Yahweh!ହେ ଇଶ୍ରାୟେଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।

20 House of Levi, praise Yahweh! You who fear Yahweh, praise Yahweh!ହେ ଲବେୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେ ୟିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।

21 Blessed be Yahweh from Zion, Who dwells at Jerusalem. Praise Yah!ୟିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ଯ ହୁଅନ୍ତୁ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

Oriya Bible