Psalm 14

1 ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।

2 ସଦାପ୍ରଭୁ ସ୍ବର୍ଗରୁ ଥାଇ ତଳକୁ ଦୃଷ୍ଟି ନିକ୍ଷପେ କରି ଦେଖନ୍ତି ୟ ୟଦି କହେି ଜ୍ଞାନୀ ଲୋକ ତାଙ୍କ ଅନୁରକ୍ତ ଅଛନ୍ତି ନା ନାହିଁ। ବିଜ୍ଞ ଲୋକମାନେ ସର୍ବଦା ପରମେଶ୍ବରଙ୍କୁ ସହାୟତା ପାଇଁ ପ୍ରାର୍ଥନା କରନ୍ତି।

3 କିନ୍ତୁ ପ୍ରେତ୍ୟକକ ମଣିଷ ଆଜି ପରମେଶ୍ବରଙ୍କଠାରୁ ଦୂରଇେ ୟାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହାଇେଛନ୍ତି। ଜଣେ ବି କହେି ଆଜି ଭଲ କାର୍ୟ୍ଯ କରୁଥିବା ଲୋକ ନାହାଁନ୍ତି।

4 ଦୁଷ୍ଟ ଲୋକମାନେ ମାରେ ଅନକେ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସହେି ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହାଇେ ପାରନ୍ତି ନାହିଁ।

5 ସହେି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହଁନ୍ତି କାହିଁକି ?

6 କାରଣ ସହେି ନିରୀହ ଲୋକଟି ପରମେଶ୍ବରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ବର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତଣେୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ବରଙ୍କୁ ଭୟ କରିବା ଉଚିତ୍।

7 ମୁଁ ଆଶାକରେ କହେି ଜଣେ ତାଙ୍କର ମନ୍ଦିରରୁ ସିଯୋନ ପର୍ବତ ଉପରକୁ ଆସନ୍ତା ଏବଂ ଇଶ୍ରାୟେଲକୁ ରକ୍ଷା କରନ୍ତା। ସେତବେେଳେ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତା ହେଲେ ୟାକୁବ ଆହ୍ଲାଦିତ ହବେ। ଇଶ୍ରାୟେଲ ବହୁତ ଖୁସି ହବେ।

1 To the chief Musician, A Psalm of David.

2 The fool hath said in his heart, There is no God. They are corrupt, they have done abominable works, there is none that doeth good.

3 The Lord looked down from heaven upon the children of men, to see if there were any that did understand, and seek God.

4 They are all gone aside, they are all together become filthy: there is none that doeth good, no, not one.

5 Have all the workers of iniquity no knowledge? who eat up my people as they eat bread, and call not upon the Lord.

6 There were they in great fear: for God is in the generation of the righteous.

7 Ye have shamed the counsel of the poor, because the Lord is his refuge.

8 Oh that the salvation of Israel were come out of Zion! when the Lord bringeth back the captivity of his people, Jacob shall rejoice, and Israel shall be glad.