Psalm 149 - WEB (Oriya)
1 Praise Yahweh! Sing to Yahweh a new song, His praise in the assembly of the saints.ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
2 Let Israel rejoice in him who made them. Let the children of Zion be joyful in their King.ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
3 Let them praise his name in the dance! Let them sing praises to him with tambourine and harp!ସହେି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ, ଦାରା ଓ ବୀଣା ବାଦନ କରି।
4 For Yahweh takes pleasure in his people. He crowns the humble with salvation.ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।
5 Let the saints rejoice in honor. Let them sing for joy on their beds.ପରମେଶ୍ବରଙ୍କ ଅନୁସରଣକାରୀ ତୁମ୍ଭମାନେେ ଗୌରବରେ ଆନନ୍ଦ କର !ଆପଣା ଶୟ୍ଯା ଉପରେ ମଧ୍ଯ ଆନନ୍ଦର ସହ ଗାନ କର।
6 May the high praises of God be in their mouths, And a two-edged sword in their hand;ସହେି ଲୋକମାନେ ପରମେଶ୍ବରଙ୍କ ପ୍ରଶଂସା ଉଚ୍ଚ ସ୍ବରରେ କରନ୍ତୁ ଏବଂ ସମାନଙ୍କେ ନିଜ ହସ୍ତରେ ନିଜର ଖଡ୍ଗମାନ ଧରନ୍ତୁ।
7 To execute vengeance on the nations, And punishments on the peoples;ସମାନଙ୍କେୁ ଅନ୍ୟ ଗୋଷ୍ଠୀଯମାନଙ୍କୁ ଦଣ୍ଡିତ କରିବାକୁ ୟାଆନ୍ତୁ। ସମାନଙ୍କେୁ ୟିବାକୁ ଓ ଦଣ୍ଡ ଦବୋକୁ ଦିଅ।
8 To bind their kings with chains, And their nobles with fetters of iron;ପରମେଶ୍ବରଙ୍କର ଲୋକମାନେ ତାଙ୍କର ରାଜା ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
9 To execute on them the written judgment. All his saints have this honor. Praise Yah!ପରମେଶ୍ବରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସମାନଙ୍କେର ଶତ୍ରୁମାନଙ୍କୁ ଦଣ୍ଡ ଦବେେ। ଏହା ପରମେଶ୍ବରଙ୍କର ସମସ୍ତ ବିଶସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।
Oriya Bible