Psalm 17:7
ପରମେଶ୍ବର ତୁମ୍ଭର ଅଦ୍ଭୁତ କରୁଣା ଦଖାେଅ ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସମାନଙ୍କେୁ ଉଦ୍ଧାର କର। ସମାନଙ୍କେର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ୍ ଶକ୍ତି ବ୍ଯବହାର କର। ତଣେୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର। ଏହା ଜଣକର ପ୍ରାର୍ଥନା ୟିଏ ତୁମ୍ଭଠାରେ ଆଶ୍ରଯ ନଇେଛି ଏବଂ ୟିଏ ତୁମ୍ଭର ଅନୁସରଣକାରୀ ଅଟେ।
Psalm 17:7 in Other Translations
King James Version (KJV)
Shew thy marvellous lovingkindness, O thou that savest by thy right hand them which put their trust in thee from those that rise up against them.
American Standard Version (ASV)
Show thy marvellous lovingkindness, O thou that savest by thy right hand them that take refuge `in thee 'From those that rise up `against them'.
Bible in Basic English (BBE)
Make clear the wonder of your mercy, O saviour of those who put their faith in your right hand, from those who come out against them.
Darby English Bible (DBY)
Shew wondrously thy loving-kindnesses, O thou that savest by thy right hand them that trust [in thee] from those that rise up [against them].
Webster's Bible (WBT)
Show thy wonderful loving-kindness, O thou that savest by thy right hand them who put their trust in thee from those that rise up against them.
World English Bible (WEB)
Show your marvelous loving kindness, You who save those who take refuge by your right hand from their enemies.
Young's Literal Translation (YLT)
Separate wonderfully Thy kindness, O Saviour of the confiding, By Thy right hand, from withstanders.
| Shew thy marvellous | הַפְלֵ֣ה | haplē | hahf-LAY |
| lovingkindness, | חֲ֭סָדֶיךָ | ḥăsādêkā | HUH-sa-day-ha |
| savest that thou O | מוֹשִׁ֣יעַ | môšîaʿ | moh-SHEE-ah |
| by thy right hand | חוֹסִ֑ים | ḥôsîm | hoh-SEEM |
| trust their put which them | מִ֝מִּתְקוֹמְמִ֗ים | mimmitqômĕmîm | MEE-meet-koh-meh-MEEM |
| up rise that those from thee in | בִּֽימִינֶֽךָ׃ | bîmînekā | BEE-mee-NEH-ha |
Cross Reference
Psalm 31:21
ସଦାପ୍ରଭୁ ମାେତେ ଆଶୀର୍ବାଦ କରନ୍ତୁ। ମୁଁ ଯେତବେେଳେ ଶତ୍ରୁମାନଙ୍କ ଦ୍ବାରା ବେଷ୍ଟିତ ନଗରରେ କବଳିତ ହଲିେ, ସେତବେେଳେ ସେ ମାେତେ ଅନୁଗ୍ରହ ପ୍ରଦର୍ଶନ କଲେ।
Psalm 20:6
ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାୟ୍ଯ କରନ୍ତି। ପରମେଶ୍ବର ତାଙ୍କର ପବିତ୍ର ସ୍ବର୍ଗ ରାଜ୍ଯରେ ଥାଆନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
Acts 2:33
ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।
Isaiah 41:10
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
Psalm 78:12
ପରମେଶ୍ବର ତାଙ୍କର ମହାନଶକ୍ତି ସିୟୋନ୍ ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦଖାଇେଥିଲେ।
Psalm 60:5
ୟପରେି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମାରେ ପ୍ରାର୍ଥନାର ଉତ୍ତର ଦିଅ। ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।
Revelation 15:3
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :
Romans 5:20
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
Psalm 44:3
ଆମ୍ଭର ପିତୃପୁରୁଷଙ୍କ ଖଡ୍ଗ ଦ୍ବାରା ଏ ରାଜ୍ଯ ମିଳି ନାହିଁ। ସମାନଙ୍କେର ବଳିଷ୍ଠ ବାହୁ ୟୁଗଳ ସମାନଙ୍କେୁ ବିଜଯୀ କରି ନାହିଁ। ଏହା କବଳେ ସମ୍ଭବ ହାଇେଛି, ତୁମ୍ଭେ ସମାନଙ୍କେ ସାଙ୍ଗରେ ଥିଲ। ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା। କାରଣ ତୁମ୍ଭେ ସମାନଙ୍କେୁ ଭଲ ପାଉଥିଲ।
Psalm 10:12
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ, ଏବଂ ଆମ୍ଭମାନଙ୍କ ପାଇଁ କିଛି କର। ହେ ପରମେଶ୍ବର ସହେି ଦୁଷ୍ଟମାନଙ୍କୁ ଦଣ୍ଡ ଦିଅ !ଗରିବ ଲୋକମାନଙ୍କୁ ଭୁଲି ୟାଅ ନାହିଁ।
Psalm 5:11
କିନ୍ତୁ ଯେଉଁମାନେ ପରମେଶ୍ବରଙ୍କ ଉପରେ ବିଶ୍ବାସ ରଖନ୍ତି, ସମାନେେ ସୁଖରେ ରୁହନ୍ତି ଏବଂ ସମାନେେ ଚିରଦିନ ପାଇଁ ସୁଖରେ ରୁହନ୍ତି। ପରମେଶ୍ବର ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସମାନଙ୍କେୁ ଅଧିକ ଶକ୍ତି ପ୍ରଦାନ କର।
2 Chronicles 16:9
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
2 Kings 19:34
ମୁଁ ଏହି ନଗରକୁ ରକ୍ଷା କରିବି। ମାେ ନିଜ ସକାେଶ ଓ ମାରେ ଦାସ ଦାଉଦ ନିମନ୍ତେ ମୁଁ ଏ ନଗରକୁ ସୁରକ୍ଷା ଦବେି।
2 Kings 19:22
କିନ୍ତୁ ତୁମ୍ଭକୁ କିଏ ଅପମାନିତ ଓ ନିନ୍ଦା କଲା? କିଏ ତୁମ୍ଭ ବିରୁଦ୍ଧ ରେ କହିଲା। ତେଣୁ ତୁମ୍ଭେ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ବିରୁଦ୍ଧ ରେ ଥିଲ। ତୁମ୍ଭେ ତାଙ୍କଠାରୁ ଅଧିକ ଭଲ ବୋଲି ତୁମ୍ଭେ କାର୍ୟ୍ଯ କଲ।
1 Samuel 25:28
ଦୟାକରି ମାେତେ ମାରେ କରିଥିବା ଦୋଷ ପାଇଁ କ୍ଷମା କରନ୍ତକ୍ସ୍ଟ। ମୁ ଜାଣେ ସଦାପ୍ରଭୁ ତକ୍ସ୍ଟମ୍ଭ ପରିବାରକକ୍ସ୍ଟ ଶକ୍ତିଶାଳୀ କରିବେ। ସଦାପ୍ରଭୁ ଏପରି କରିଛନ୍ତି, କାରଣ ତୁମ୍ଭମାନେେ ତାଙ୍କର ପ୍ରତିରୋଧ ରେ ୟକ୍ସ୍ଟଦ୍ଧ କରିଅଛ, ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ କୌଣସି ଲୋକ ତୁମ୍ଭର ଦୋଷ ବାଛି ପାରିବ ନାହିଁ।
1 Samuel 17:45
ଦାଉଦ ଗଲିଯାତକକ୍ସ୍ଟ କହିଲା, ତୁମ୍ଭେ ଖଡ୍ଗ ବର୍ଚ୍ଛା ଓ ଶଲ୍ଯ ଘନେି ମାେ ପାଖକକ୍ସ୍ଟ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କକ୍ସ୍ଟ ତକ୍ସ୍ଟଚ୍ଛ କରିଅଛ ସଗେି ଇଶ୍ରାୟେଲର ସୈନ୍ଯବାହିନୀର ପରମେଶ୍ବର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ମଁ ଆସକ୍ସ୍ଟଅଛି।
Exodus 15:6
ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳ ରେ ଗୌରବାନ୍ବିତ ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତ ରେ ଶତୃକୁ ପରାସ୍ତ କଲେ।