Psalm 19:14 in Oriya

Oriya Oriya Bible Psalm Psalm 19 Psalm 19:14

Psalm 19:14
ହେ ସଦାପ୍ରଭୁ, ମୁଁ ଆଶା କରୁଛି ମାରେ କଥା ଓ ଭାବନା ନିଶ୍ଚଯ ତୁମ୍ଭକୁ ସନ୍ତୁଷ୍ଟ କରିବ। ତୁମ୍ଭେ ମାରେ ଦୃଢ଼ ବିଶ୍ବାସର ପଥର ପରି ପ୍ରତୀକ ସଦୃଶ। ତୁମ୍ଭେ ହିଁ କବଳେ ମାରେ ରକ୍ଷାକର୍ତ୍ତା ଅଟ।

Psalm 19:13Psalm 19

Psalm 19:14 in Other Translations

King James Version (KJV)
Let the words of my mouth, and the meditation of my heart, be acceptable in thy sight, O LORD, my strength, and my redeemer.

American Standard Version (ASV)
Let the words of my mouth and the meditation of my heart Be acceptable in thy sight, O Jehovah, my rock, and my redeemer. Psalm 20 For the Chief Musician. A Psalm of David.

Bible in Basic English (BBE)
Let the words of my mouth and the thoughts of my heart be pleasing in your eyes, O Lord, my strength and my salvation.

Darby English Bible (DBY)
Let the words of my mouth and the meditation of my heart be acceptable in thy sight, O Jehovah, my rock, and my redeemer.

Webster's Bible (WBT)
Keep back thy servant also from presumptuous sins; let them not have dominion over me: then shall I be upright, and I shall be innocent from the great transgression.

World English Bible (WEB)
Let the words of my mouth and the meditation of my heart Be acceptable in your sight, Yahweh, my rock, and my redeemer.

Young's Literal Translation (YLT)
Let the sayings of my mouth, And the meditation of my heart, Be for a pleasing thing before Thee, O Jehovah, my rock, and my redeemer!

Let
the
words
יִֽהְי֥וּyihĕyûyee-heh-YOO
of
my
mouth,
לְרָצ֨וֹן׀lĕrāṣônleh-ra-TSONE
meditation
the
and
אִמְרֵיʾimrêeem-RAY
of
my
heart,
פִ֡יfee
be
וְהֶגְי֣וֹןwĕhegyônveh-heɡ-YONE
acceptable
לִבִּ֣יlibbîlee-BEE
in
thy
sight,
לְפָנֶ֑יךָlĕpānêkāleh-fa-NAY-ha
Lord,
O
יְ֝הוָ֗הyĕhwâYEH-VA
my
strength,
צוּרִ֥יṣûrîtsoo-REE
and
my
redeemer.
וְגֹאֲלִֽי׃wĕgōʾălîveh-ɡoh-uh-LEE

Cross Reference

Psalm 104:34
ମୁଁ ଆଶାକରେ ମୁଁ ୟାହାସବୁ କହିଲି ତାହା ଆନନ୍ଦ ଦବେ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହବେି।

Psalm 51:15
ମାରେ ପ୍ରଭୁ, ମାେତେ ପାଳନ କରିବାର କାରଣ ଦିଅ, ମାରେ ଓଠ ଖାେଲ ତହିଁରେ ମାରେ ମୁଖ ତୁମ୍ଭର ପ୍ରଶଂସା ଗାନ କରିବି।

Job 19:25
ମୁଁ ଜାଣେ ମାରେ ରକ୍ଷାକର୍ତ୍ତା ଜୀବିତ ଏବଂ ଶଷେ ରେ ସେ ମାେତେ ରକ୍ଷା କରିବା ପାଇଁ ପୃଥିବୀ ରେ ଠିଆ ହବେେ।

Psalm 18:1
ସେ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ହିଁ ମାରେ ଶକ୍ତିସ୍ବରୂପ, ମୁଁ ତୁମ୍ଭକୁ ଭଲ ପାଏ।

Psalm 66:18
ମୁଁ ୟବେେ ମାରେ ମନ ମଧ୍ୟରେ ଅଧର୍ମକୁ ଆଦର କରେ। ତବେେ ମାରେ ପ୍ରଭୁ ମାରେ କଥା ଶୁଣିବେ ନାହିଁ।

Psalm 119:108
ସଦାପ୍ରଭୁ, ମାରେ ପ୍ରଶଂସା ଗ୍ରହଣ କର। ତୁମ୍ଭର ବ୍ଯବସ୍ଥା ମାେତେ ଶିଖାଅ।

Revelation 5:9
ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :

1 Peter 2:5
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।

1 Peter 1:18
ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,

Hebrews 13:15
ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।

Hebrews 11:4
କଯିନ ଓ ହବେଲ ଦୁ ହେଁ ପରମେଶ୍ବରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ବାସ ଥିବା ହତେୁ ହବେଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ବର କହିଲେ, ଯେ, ସେ ହବେଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ବରଙ୍କଠା ରେ ହବେଲର ବିଶ୍ବାସ ହତେୁ ତାହାକୁ ଭଲ ଲୋକ ବୋଲି କହିଲେ। ହବେଲ ମରି ଯାଇଛି କିନ୍ତୁ ନିଜ ବିଶ୍ବାସ ହତେୁ ଏବେ ସୁଦ୍ଧା ସେ କଥା କହୁଛି।

Proverbs 15:8
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

Isaiah 43:14
ତୁମ୍ଭମାନଙ୍କର ମୁକ୍ତିଦାତା, ଇଶ୍ରାୟେଲର ପବିତ୍ର ସ୍ବରୂପ ସଦାପ୍ରଭୁ ଏହିକଥା କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ଯବାହିନୀ ପଠାଇଅଛୁ। ମୁଁ ସହେି ଫାଟକକୁ ଭାଙ୍ଗି ଦବେି। କଲଦୀଯମାନଙ୍କର ଚିତ୍କାର ଦୁଃଖ ରେ ପରିଣତ ହବେ।

Isaiah 44:6
ସଦାପ୍ରଭୁ ଇଶ୍ରାଲୟଲର ରାଜା।ସସହି ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାଲୟଲର ତ୍ରାଣକର୍ତ୍ତା କୁହନ୍ତି, ଆମ୍ଲଭ ଆଦି ଓ ଅନ୍ତ, ଆମ୍ଭ ବ୍ଯତୀତ ଅନ୍ୟ ପରଲମଶ୍ବର ନାହାଁନ୍ତି।

Isaiah 47:4
ମାରେ ସନ୍ତାନଗଣ କୁହନ୍ତି, ଆମ୍ଭମାନଙ୍କର ମୁକ୍ତିଦାତା ଇଶ୍ରାୟେଲର ଧର୍ମସ୍ବରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।

Isaiah 54:5
କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା ; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।

Romans 15:16
ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।

1 Thessalonians 1:10
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।

Titus 2:14
ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

Psalm 5:1
ହେ ସଦାପ୍ରଭୁ ମାରେ କଥା ଶୁଣନ୍ତୁ। ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ'ଣ କରିବାକୁ ଚାହୁଁଛି।