Bible

Psalm 21 - WBT (Oriya)

2 To the chief Musician, a Psalm of David. The king shall joy in thy strength, O LORD; and in thy salvation how greatly shall he rejoice!ତୁମ୍ଭେ ସହେି ରାଜାକୁ ୟାହା ସେ ଚା ହେଁ ପ୍ରଦାନ କର। ହେ ସଦାପ୍ରଭୁ ସହେି ରାଜା ତୁମ୍ଭ ନିକଟରୁ କିଛି ଚାହିଁଥିଲା ଓ ତୁମ୍ଭେ ତା'ର ସକଳ ଇଚ୍ଛା ପୂରଣ କଲ।

3 Thou hast given him his heart's desire, and hast not withheld the request of his lips. Selah.ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦଇେଛ।

4 For thou hast met him with the blessings of goodness: thou hast set a crown of pure gold on his head.ହେ ପରମେଶ୍ବର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ। ତୁମ୍ଭେ ତାକୁ ଅନନ୍ତ ଜୀବନଦାନ କରିଛ, ୟାହା ଅନନ୍ତକାଳସ୍ଥାଯୀ।

5 He asked life of thee, and thou gavest it to him, even length of days for ever and ever.ସହେି ରାଜାଙ୍କୁ ତୁମ୍ଭେ ବିଜଯ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ। ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ ?

6 His glory is great in thy salvation: honor and majesty hast thou laid upon him.ହେ ପରମେଶ୍ବର, ତୁମ୍ଭେ ପ୍ରକୃତରେ ସହେି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ। ଯେତବେେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା'ର ଆନନ୍ଦ ଆହୁରି ବଢ଼ିୟାଏ।

7 For thou hast made him most blessed for ever: thou hast made him exceeding glad with thy countenance.ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ବରଙ୍କ ସ୍ନହପେୂର୍ଣ୍ଣ କରୁଣା କବେେ ହେଲେ ତା'କୁ ପଡ଼ିବା ପାଇଁ ଦବେେ ନାହିଁ।

8 For the king trusteth in the LORD, and through the mercy of the most High he shall not be moved.ହେ ପରମେଶ୍ବର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦଖାଇେ ଦିଅ ୟେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ। ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି। ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।

9 Thy hand shall find out all thy enemies: thy right hand shall find out those that hate thee.ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।

10 Thou shalt make them as a fiery oven in the time of thy anger: the LORD shall swallow them up in his wrath, and the fire shall devour them.ଏ ପୃଥିବୀରୁ ସମାନଙ୍କେର ଫଳ ଓ ମନୁଷ୍ଯ ସନ୍ତାନଗଣ ମଧ୍ଯରୁ ସମାନଙ୍କେର ବଂଶ ଲୋପ କରିବ।

11 Their fruit shalt thou destroy from the earth, and their seed from among the children of men.କାହିଁକି ? କାରଣ ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ। ହେ ସଦାପ୍ରଭୁ, ସମାନେେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରୁଥଲେ କିନ୍ତୁ ସମାନେେ ସହେି କାର୍ୟ୍ଯରେ ସଫଳ ହେଲେ ନାହିଁ।

12 For they intended evil against thee: they imagined a mischievous device, which they are not able to perform.ହେ ସଦାପ୍ରଭୁ, ତୁମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ଦାସ କରିଛ। ସମାନଙ୍କେୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ। ତୁମ୍ଭେ ରଶିରେ ସମାନଙ୍କେର ବକେକୁ ଫାଶ କରି ବସାଇ ଦଇେଛ। ତୁମ୍ଭେ ସମାନଙ୍କେୁ ଦାସ କରି ରଖିବାକୁ ବାଧ୍ଯ କରିଛ।

13 Therefore shalt thou make them turn their back, when thou shalt make ready thy arrows upon thy strings against the face of them.ହେ ସଦାପ୍ରଭୁ ତୁମ୍ଭର ଶକ୍ତିର ବିଜଯ ଗୀତ ଚାରିଆଡ଼େ ଗୁଞ୍ଜରିତ ହେଉ। ଆମ୍ଭେ ସହେି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ଯ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଚାରିଆଡ଼େ ପ୍ରଚାର କରିବୁ।

14 Be thou exalted, LORD, in thy own strength: so will we sing and praise thy power.

Oriya Bible